ପୁତୁରାଙ୍କ କଟୁରି ଚୋଟରେ ବଡ଼ ମା’ ମୃତ

ଛତ୍ରପୁର,୧୫ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସିନ୍ଦୁରପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁତୁରା ସୀତାରାମ ମଣ୍ଡଳଙ୍କ କଟୁରି ଚୋଟରେ ବଡ଼ ମା’ ପଦ୍ମାବତୀ ମଣ୍ଡଳଙ୍କ ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ଛତ୍ରପୁର ଥାନା ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଥିବା ବେଳେ ଆକ୍ରମଣକାରୀ ପୁତୁରା ଫେରାର ହୋଇଯାଇଛନ୍ତି। ତେବେ ହତ୍ୟାର କାରଣ ଜଣାପଡ଼ିନାହିଁ। ଏ ସମ୍ପର୍କରେ ପଦ୍ମାବତୀଙ୍କ ପୁଅ ଦୁର୍ଗା ଚରଣ ମଣ୍ଡଳ ଏତଲା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଷୟ ତୃତୀୟାରେ ପଞ୍ଚୁପୂଜା: ପାଣିପାଗ ପୂର୍ବାନୁମାନ ଜାଣିବାର ଅଭିନବ ପରମ୍ପରା

ଲଇକେରା,୨୭।୪(ଡି.ଏନ.ଏ.)-ଅକ୍ଷୟ ତୃତୀୟାରେ ଚାଷ ଅନୁକୂଳ ହୁଏ। ପରମ୍ପରା ଅନୁଯାୟୀ ଝାରସୁଗୁଡ଼ା ଜିଲା ଲଇକେରା ଅଞ୍ଚଳର ଚାଷୀମାନେ ନିଜ ଘରେ ଇଷ୍ଟଦେବୀଙ୍କୁ ପୂଜାର୍ଚ୍ଚନା କରିବା ପରେ ବିଲରେ...

ଅଫ୍‌ଲାଇନ୍‌ରେ ପିଡିଏସ୍‌ ସାମଗ୍ରୀ ଦେବାକୁ ଦାବି

ଖଜୁରିପଡ଼ା/ବଲସକୁମ୍ପା,୧ା୫(ଡି.ଏନ.ଏ.)-ପିଡିଏସ୍‌ ସାମଗ୍ରୀ ଅଫ୍‌ଲାଇନ୍‌ ମାଧ୍ୟମରେ ଯୋଗାଇଦେବା ପାଇଁ ଶୁକ୍ରବାର ଯୋଗାଣ ସହାୟକ ସଂଘ କନ୍ଧମାଳ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଏକ ଦାବିପତ୍ର ପ୍ରଦାନ କରିଛି। କରୋନା...

ଜିଲା କୃଷକ ସଂଘର ରାସ୍ତାରୋକୋ ଆନ୍ଦୋଳନ: ୧୫ ଗିରଫ

ଦେବଗଡ,୬ା୧୨(ଡ଼ି.ଏନ୍‌.ଏ.)- ପଶ୍ଚିମ ଓଡିଶା କୃଷକ ସଙ୍ଗଠନର ଆହ୍ବାନ କ୍ରମେ କେନ୍ଦ୍ର ସରକାରଙ୍କ ନୂତନ କୃଷିନୀତିର ଦୃଢ ପ୍ରତିବାଦ କରାଯିବା ସହ ଚାଷୀଙ୍କର ବିଭିନ୍ନ ସମସ୍ୟାର ସମାଧାନ...

ପରଜଙ୍ଗ ପୋଲିସକୁ ଦୁର୍ବୃତ୍ତଙ୍କ ଖୋଲା ଚ୍ୟାଲେଞ୍ଜ: ଥାନାଠାରୁ ଅନତି ଦୂରରେ ପୁଣି ଲୁଟ୍‌ ଉଦ୍ୟମ, ଅଳ୍ପକେ ବର୍ତ୍ତିଲେ ଯୁବକ

ପରଜଙ୍ଗ,୧୫।୭(ଡି.ଏନ୍‌.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ- ଭାଲୁମୁଣ୍ଡା ପୂର୍ତ୍ତ ବିଭାଗ ରାସ୍ତାର ଗଣ୍ଡତଇଲା ଗାଁ ନିକଟରେ ସୋମବାର ପୁଣି ଜଣେ ଯୁବକଙ୍କଠାରୁ...

୨୦ ବର୍ଷ ଧରି ଗୋଦାମରେ ତାଲା

ଧାମନଗର, ୧୯।୮(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ମୁସ୍ତାଫାପୁର ପଞ୍ଚାୟତ ଗୋଦାମରେ ଦୀର୍ଘ ୨୦ବର୍ଷ ଧରି ତାଲା ପଡ଼ିଛି। ଫଳରେ ଏହା କାମରେ ଆସୁନି।...

ନକଲି ମହିଳା ଆଇପିଏସ୍‌ ଅଫିସର ଗିରଫ

ରାଉରକେଲା ଅଫିସ, ୧୯।୮-ରାଉରକେଲା ଉଦିତନଗର ପୋଲିସ ମଙ୍ଗଳବାର ଜଣେ ନକଲି ମହିଳା ଆଇପିଏସ୍‌ ଅଫିସରଙ୍କୁ ଧରିଛି। ବୁଧବାର ତାଙ୍କୁ ଗିରଫ କରାଯାଇଛି। ଏହି ମହିଳା ଜଣକ...

ଚୋରା ମଦ ଜବତ: ୩ ଗିରଫ

ଧାମନଗର,୧୫।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ ହୋଇ ଚୋରା ମଦ ଜବତ ହୋଇଛି। ଏହା ସହ ଘଟଣାରେ ସମ୍ପୃକ୍ତ...

ଓୟୁଏଟି ଯୁଗ୍ମ ନିର୍ଦ୍ଦେଶକଙ୍କ କେବିକେ ପରିଦର୍ଶନ

ଭଞ୍ଜନଗର,୨୭।୬(ଡି.ଏନ.ଏ.)- ଓୟୁଏଟି ଯୁଗ୍ମ ନିର୍ଦ୍ଦେଶକ (ସମ୍ପ୍ରସାରଣ ନିର୍ଦ୍ଦେଶାଳୟ) ଡ. ପ୍ରସନ୍ନଜିତ ମିଶ୍ର ଗୁରୁବାର ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ର (କେବିକେ) ପରିଦର୍ଶନ କରିଥିଲେ। କେନ୍ଦ୍ରର ବୈଜ୍ଞାନିକମାନଙ୍କ...

Advertisement


Archives

Model This Week

Why Dharitri