ନିର୍ବାଚନ ଆୟୋଗ ଡାକିଲେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୮।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗ ବୈଠକ ଡାକିଛନ୍ତି। ତେବେ ଏହି ବୈଠକ ଶନିବାର ପୂର୍ବାହ୍ନ ୧୧ଟାରେ ଅନୁଷ୍ଠିତ ହେବ। ସିଏସ୍‌, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ଏହି ବୈଠକରେ ଯୋଗ ଦେବେ। ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ବୈଠକରେ ଏ ସମ୍ପର୍କିତ ଆଲୋଚନା ହେବା ନେଇ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁଙ୍କୁ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

ଅସୁରକ୍ଷିତ ରାଜଧାନୀ ଭୁବନେଶ୍ୱର: ୨୪ଘଣ୍ଟାରେ ୩ ଘଟଣାରେ ଆତଙ୍କିତ ସହରବାସୀ

ଅସୁରକ୍ଷିତ ହୋଇପଡ଼ିିଛି ରାଜଧାନୀ ଭୁବନେଶ୍ୱର। କଥା କଥାରେ ବୁଲୁଛି ଖଣ୍ଡା, ଭୁଜାଲି। ଦିନ ହେଉ ଅବା ରାତି ମହିଳାଙ୍କଠାରୁ ଆରମ୍ଭ କରି ପୁରୁଷ କେହି ସୁରକ୍ଷିତ ନାହାନ୍ତି।…

୯୮ କେନ୍ଦ୍ରରେ ହେବ ମାଟ୍ରିକ୍‌ ପରୀକ୍ଷା: ଏଥର ପରୀକ୍ଷା ଦେବେ ୧୭,୯୬୭ ଛାତ୍ରୀଛାତ୍ର

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୯ତାରିଖରୁ ହାଇସ୍କୁଲ ସାର୍ଟିଫିକେଟ୍‌(ମାଟ୍ରିକ) ପରୀକ୍ଷା ଆରମ୍ଭ ହେବ। ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପ୍ରତ୍ୟେକ ଦିନ ଗୋଟିଏ ବିଷୟରେ ପରୀକ୍ଷା ହେବ।…

୫ ମିନିଟ୍‌ ବ୍ୟବଧାନ, ଗୋଟିଏ ଗାଡ଼ିରେ ୨ ମିଲକୁ ଯାଇଛି ଧାନ: ପଦାରେ ପଡ଼ିଲା ଧାନ କିଣାବିକା ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକା ସମସ୍ୟା ନୂଆ ନୁହେଁ। ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ଏହି ଜିଲାରେ ଏହା ସାଧାରଣରେ ପରିଣତ ହୋଇଛି। ମିଲର୍ସଙ୍କ ଇଚ୍ଛାରେ ଧାନକିଣା…

ପୁଣି ଅଶାନ୍ତ ବରଗଡ଼: ବୁଲିଲା ଛୁରି-ଭୁଜାଲି, ଯୁବକ ଆହତ

ବରଗଡ଼,୧୮ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଏଠାରେ ଦିନ ଦ୍ବିପ୍ରହରରେ ଭୁଜାଲି ମାଡ, ଛୁରାମାଡ଼ ହେଉଛି। ଗତ କିଛିଦିନ ତଳେ ବରଗ ହାଟପଦାରେ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ମୌଳିକ ସୁବିଧାରୁ ବଞ୍ଚିତ ଡଙ୍ଗରିଆ କନ୍ଧ, ଟଙ୍କିକିଆ ଚାଉଳ ପାଇଁ ଯିବାକୁ ପଡ଼ୁଛି ୧୫ କି.ମି.

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ଦେଶ ସ୍ବାଧୀନତାର ୭୮ବର୍ଷ ପୂରିଥିଲେ ମଧ୍ୟ ଏବେ ସୁଦ୍ଧା ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ପହଞ୍ଚିପାରିନାହିଁ ମୌଳିକ ସୁବିଧା। ବିଶେଷକରି…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ: ପ୍ରେସ୍‌ ନୋଟ ଜାରି

ଭୁବନେଶ୍ୱର,୧୮।୨: ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ନେଇ ପ୍ରେସ୍‌ ନୋଟ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ୧୦ ରାଜ୍ୟର ୩୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri