Posted inଜାତୀୟ

ଭାଜପାକୁ ଝଟ୍‌କା, ଦଳର ପୋଷ୍ଟ ହଟାଇବାକୁ ଏକ୍ସକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନର

ନୂଆଦିଲ୍ଲୀ,୭।୫: ନିର୍ବାଚନ ସମୟରେ ଆପତ୍ତିଜନକ ପୋଷ୍ଟ କରିଥିବା ଭାଜପାକୁ ଲାଗିଛି ଶକ୍ତ ଝଟକା। କଂଗ୍ରେସ ସମ୍ପର୍କରେ ଆପତ୍ତିଜନକ ଭିଡିଓ କରି ନିର୍ବାଚନ କମିଶନରଙ୍କ ରୋଷର ଶିକାର ହୋଇଛି କର୍ନାଟକ ଭାଜପା। ତେବେ ଏଥିପାଇଁ କଡା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ନିର୍ବାଚନ କମିଶନର। କର୍ନାଟକ ଭାଜପାର ସୋସିଆଲ ମିଡିଆ ଆକାଉଣ୍ଟରୁ ଏପରି କଣ୍ଟେଣ୍ଟ ହଟାଇବାକୁ ଭଙ୍ଗଳବାର ଇସି ଏକ୍ସ’କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହା ପୂର୍ବରୁ ଭାଜପା ଜାରି କରିଥିବା ଭିଡିଓକୁ ଏକ୍ସରୁ ହଟାଇବା ପାଇଁ କର୍ନାଟକ ନିର୍ବାଚନ କମିଶନର ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଦଳ ଏହାକୁ ଖାତିର କରି ନ ଥିଲା। ତେଣୁ ଆଜି ଭାରତୀୟ ନିର୍ବାଚନ କମିଶନର ଏଥିରେ ହସ୍ତକ୍ଷେପ କରିଛନ୍ତି। ଏଥିସହ ସିଧା ସିଧା ଏକ୍ସକୁ ଭାଜପାର ପୋଷ୍ଟକୁ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?