ସରକାରୀ କର୍ମଚାରୀଙ୍କ ପାଇଁ ନିର୍ବାଚନ ଆୟୋଗଙ୍କ ବଡ ଘୋଷଣା

ଭୁବନେଶ୍ୱର,୧୮।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ନିୟୋଜିତ ସରକାରୀ କର୍ମଚାରୀଙ୍କ ପାଇଁ ମଙ୍ଗଳବାର ନିର୍ବାଚନ ଆୟୋଗ ବଡ ଘୋଷଣା କରିଛନ୍ତି। ପୂର୍ବରୁ ଥିବା ମୃତ୍ୟୁଜନିତ ଅନୁକମ୍ପା ରାଶିକୁ ନିର୍ବାଚନ ଆୟୋଗ ବଢାଇ ଦେଇଛନ୍ତି। ନିର୍ବାଚନ ଡ୍ୟୁଟିରେ ମୃତ୍ୟୁ ହେଲେ ଅନୁକମ୍ପା ରାଶି ମିଳିବ। ହିଂସା, ଅସାମାଜିକଙ୍କ ଆକ୍ରମଣ ଓ ବୋମା ବିସ୍ପୋରଣରେ ମୃତ୍ୟୁ ପାଇଁ ଅନୁକମ୍ପା ରାଶି ଘୋଷଣା ହେଇଛି। ନିର୍ବାଚନ ଡ୍ୟୁଟିରେ ଥାଇ ଅନ୍ୟ କାରଣରୁ ମୃତ୍ୟୁ ହେଲେ ଏବଂ ହିଂସାରେ ଆଖି ସମ୍ପୂର୍ଣ୍ଣ ନଷ୍ଟ ହେଲେ ୧୫ ଲକ୍ଷର ଅନୁକମ୍ପା ରାଶି ମିଳିବ। ସେହିପରି ଡ୍ୟୁଟିରେ ଥାଇ ଦୁର୍ଘଟଣାରେ ଆଖି, ଅଙ୍ଗହାନୀ ହେଲେ ୭.୫ ଲକ୍ଷ ମିଳିବ। ଗୁରୁତର ଆହାତଙ୍କୁ ୨ ଲକ୍ଷ ଅନୁକମ୍ପା ରାଶି ମିଳିବ। ଡ୍ୟୁଟିରେ ଥାଇ କୋଭିଡ୍‌ରେ ମୃତ୍ୟୁ ହେଲେ ୩୦ ଲକ୍ଷର ଅନୁକମ୍ପା ରାଶି ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri