Posted inଜାତୀୟ

ନିର୍ବାଚନ ଲଢିିବେ ପି.ଭି. ସିନ୍ଧୁ !

ନୂଆଦିଲ୍ଲୀ,୨୩।୧୧: ଅଲିମ୍ପିକ୍ସ ପଦକ ବିଜେତା ପି.ଭି. ସିନ୍ଧୁ ନିିର୍ବାଚନ ଲଢିିବେ। ଡିସେମ୍ବର ୧୭ ତାରିଖରେ ସ୍ପେନରେ ହେବାକୁ ଥିବା ବିଶ୍ୱ ଚାମ୍ପିୟନଶିପରେ ବିଡବ୍ଲ୍ୟୁଏଫ୍‌ ଆଥଲେଟ କମିଶନର ନିର୍ବାଚନ ଲଢିବେ। ଡିଫେଣ୍ଡିଂ ବିଶ୍ୱ ଚାମ୍ପିୟନ ସିନ୍ଧୁ ବର୍ତ୍ତମାନ ଇଣ୍ଡୋନେସିଆ ଓପନ ସୁପର-୧୦୦୦ ଟୁର୍ଣ୍ଣାମେଣ୍ଟରେ ଭାଗ ନେଉଛନ୍ତି। ସେ ୬ ପଦବୀ ପାଇଁ ମନୋନୀତ ୯ ଜଣଙ୍କ ମଧ୍ୟରେ ରହିଛନ୍ତି। ଆଥଲେଟିକ୍ସ କମିଶନ (୨୦୨୧ରୁ ୨୦୨୫)ର ନିର୍ବାଚନ ଡିସେମ୍ବର ୧୭ରେ ଟୋଟଲ ଏନର୍ଜିସ ବିଡବ୍ଲ୍ୟୁଏଫ୍‌ ବିଶ୍ୱ ଚାମ୍ପିୟନଶିପ ସହ ସ୍ପେନରେ ହେବ।

ବର୍ତ୍ତମାନ ଖେଳାଳିଙ୍କ ମଧ୍ୟରେ ସିନ୍ଧୁ ଦ୍ୱିତୀୟଥର ଏହି ନିର୍ବାଚନ ଲଢିବେ। ତାଙ୍କୁ ୨୦୧୭ରେ ପ୍ରଥମଥର ଲାଗି ଚୟନ କରାଯାଇଥିଲା। ସିନ୍ଧୁ ଏଥର ଅନ୍ୟ ୬ ମହିଳା ପ୍ରତିନିଧିଙ୍କ ମଧ୍ୟରେ ରହିଛନ୍ତି। ସିନ୍ଧୁଙ୍କ ସହ ଟୋକିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତିଥିବା ଇଣ୍ଡୋନେସିଆର ମହିଳା ଡବଲ୍ସ ଖେଳାଳି ଗ୍ରେସିଆ ପୋଲି ମଧ୍ୟ ଏଥିରେ ରହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼

ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…

ଅଭିଜିତ, ସୌରଭ, ଆଶୁତୋଷ ହେପାଜତରେ; ସେମାନଙ୍କୁ କେତେ ସମୟ ପର୍ଯ୍ୟନ୍ତ ଅଟକ ରଖାଯିବ? ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୦।୧୦: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବା ଏବଂ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିବାକୁ ପହଞ୍ଚିଥିବା ‘କକରୋଚ ଜନତା ପାର୍ଟି’ର ନେତା…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

ଦୁର୍ଭାଗ୍ୟଶାଳୀ ସଞ୍ଜୁ ସାମସନ: ପ୍ରଥମଥର ପାଇଁ ଜଣେ ଖେଳାଳି ଭାବେ ସାମ୍ନା କଲେ ଏମିତି ଅବସ୍ଥା

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ସଞ୍ଜୁ ସାମସନ ଚମତ୍କାର ବ୍ୟାଟିଂ କରି ୪୧ଟି ବଲରୁ ୮୨ ରନ ସଂଗ୍ରହ କରିଥିଲେ। ୯ଟି ଚୌକା ଓ…

ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…

ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର…

ଦିଲ୍ଲୀ ଆନ୍ଦୋଳନ ସମୟରେ ଅଭିଜିତ ଦୀପ୍‌କେଙ୍କ ଘରୁ ଆସିଲା ଏହି ଦୁଃଖଦ ଖବର, ଭାଙ୍ଗିପଡ଼ିଛନ୍ତି ପୂରା ପରିବାର

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀର ଜନ୍ତରମନ୍ତରଠାରେ କକ୍ରୋଚ୍ ଜନତା ପାର୍ଟି (ସିଜେପି ) ପକ୍ଷରୁ ଚାଲିଥିବା ଆନ୍ଦୋଳନ ଏବଂ ଗିରଫଦାରୀ ମଧ୍ୟରେ ସିଜେପି ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେଙ୍କ ପରିବାରରୁ ଏକ…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?