Posted inଫୁରସତ

ଏପରି କୌଶଳ ଲଗାଇ ଗଛକୁ ଭାଙ୍ଗିଲା ହାତୀ: ଦେଖନ୍ତୁ ଭିଡିଓ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଗୋଟିଏ ହାତୀ ତାର ଶୁଣ୍ଢରେ କିଛି ସମୟ ମଧ୍ୟରେ ଏକ ଗଛକୁ ଅଧାରୁ ଭାଙ୍ଗି ଦେଉଥିବା ଭିଡିଓ ଭାଇରାଲ ହୋଇଛି।
ଭିଡିଓରେ ଦେଖାଯାଇଛି, ହାତୀଟି ତାର ଶୁଣ୍ଢରେ ଏକ ଗଛକୁ ଭାଙ୍ଗିବାକୁ ଚେଷ୍ଟା କରୁଛି। ପରେ ଗଛଟି ଦୋହଲିବାକୁ ଲାଗୁଛି। ଏହାର କିଛି ସମୟ ପରେ ଗଛଟି ଅଧାରୁ ଭାଙ୍ଗିଯାଉଛି। ଏହି ଭିଡିଓକୁ ଆଇଏଫଏସ ସୁଶାନ୍ତ ନନ୍ଦ ଟୁଇଟ କରି ଶେୟାର କରିଛନ୍ତି। ଏହି ଭିଡିଓକୁ ଅନେକ ଲୋକ ଲାଇକ୍‌ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ବୈତରଣୀ: ଚାରିଆଡ଼େ ଜଳମଗ୍ନ

କେନ୍ଦୁଝର, ୨୮।୭: (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲାରେ ଗତ ୨୪ ଘଣ୍ଟାରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ନଦୀର ଜଳ ସ୍ତର ବୃଦ୍ଧି ପାଇବାରେ…

ସକାଳୁ କାମରେ ଆସୁଥିଲେ ସୁଶାନ୍ତ: ପଛପଟୁ ଧକ୍କା ଦେଇ ଚମ୍ପଟ ମାରିଲା କାର୍‌, ଅବସ୍ଥା ଗୁରୁତର ହେବାରୁ…

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି – ରାୟଗଡ଼ା ୩୨୬ନଂ ଜାତୀୟ ରାଜପଥର ପୁଞ୍ଜିକଂୟା ଛକ ନିକଟ ବିଏସଏନଏଲ ଅଫିସ ସମ୍ମୁଖରେ ମଙ୍ଗଳବାର ସକାଳେ ଏକ ଦ୍ରୁତଗାମୀ କାର୍‌…

ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟ୍‌ର ପର୍ଦ୍ଦାଫାଶ କଲା STF

ଭୁବନେଶ୍ୱର,୨୮।୭: ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟର ପର୍ଦ୍ଦାଫାଶ କରିଛି STF ଟିମ୍‌। ଟାର୍ଗେଟରେ ଥିବା ଗଞ୍ଜାମ ଜିଲାର ୩ଜଣ ଗଞ୍ଜେଇ ମାଫିଆ ଗିରଫ ହୋଇଛନ୍ତି। STF ଗିରଫ…

ଅନ୍ତରଙ୍ଗ ଦୃଶ୍ୟକୁ ନା… ନିହାରିକାଙ୍କ ମନର କଥା

କଣ୍ଟେଣ୍ଟ କ୍ରିଏଟର ଭାବରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ନିହାରିକା ଏନଏମ ଅଭିନେତା ରାଘବ ଜୁୟାଲଙ୍କ ସହ ‘ଭାଇ ତେରା ଷ୍ଟାର ହୈ’ ଜରିଆରେ…

ଭାରୋତ୍ତଳନ ପ୍ରତିଯୋଗିତାରେ ଚମକିଲେ ଭଞ୍ଜନଗରର ଶିବା: ଜିତିଲେ ସ୍ବର୍ଣ୍ଣ

ଭଞ୍ଜନଗର, ୨୮।୭ (ବାବୁଲା ପ୍ରଧାନ): ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଗତ ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ୨ୟ ଓଡ଼ିଶା ଭାରୋତ୍ତଳନ ପ୍ରତିଯୋଗିତାରେ ଭଞ୍ଜନଗରର ଉଦୀୟମାନ…

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ, କୁମିଆ ପାଲିରେ ଆରମ୍ଭ ହେଲା ସର୍ଭେ

ବଲାଙ୍ଗୀର,୨୮।୭ ( ସୁନିଲ କୁମାର ମହାନ୍ତି) : ଲଗାଣ ବର୍ଷା ଯୋଗୁ ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା ବଲାଙ୍ଗୀର ଜିଲା କୁମିଆପାଲି ଗାଁରେ ରବିବାର ସାଂଘାତିକ…

ବିଚ୍‌ ରାସ୍ତାରେ ଯୁବତୀଙ୍କୁ ଅସଦାଚରଣ ଘଟଣା: ଅଭିଯୁକ୍ତ ରୋଡ଼ ରୋମିଓଙ୍କୁ ବାନ୍ଧିଲା ପୋଲିସ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ କଲେଜ ରୋଡ଼ ନାକାଛକ ନିକଟରେ ବିଚ ରାସ୍ତା ଉପରେ ଜଣେ ଯୁବତୀ(ଛାତ୍ରୀ)ଙ୍କୁ ଅସଦାଚରଣ ପ୍ରଦର୍ଶନ ଘଟଣାର ଅଭିଯୁକ୍ତ ପୋଲିସ ହାତରେ ଧରାପଡ଼ିଛନ୍ତି। ସେ…

ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା , ବୈତରଣୀରେ ବଡ଼ ବନ୍ୟା: ପ୍ରଭାବିତ ହେବ ଏ ସବୁ ଅଞ୍ଚଳ, ସୂଚନା ଦେଲେ…

ଭୁବନେଶ୍ୱର, ୨୮।୭: ଉତ୍ତର ଓଡ଼ିଶାରେ ଗତ ୨୪ ଘଣ୍ଟାରେ ବାଦଲ ଫଟା ବର୍ଷା ହୋଇଛି। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ ଜନଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri