Posted inଫୁରସତ

ଆଙ୍ଗୁଠିରୁ କାଦୁଅ ଛଡାଇବା ପାଇଁ ଏପରି ଉପାୟ ଆପଣାଇଲା ହାତୀ ଛୁଆ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଗୋଟିଏ ଛୁଆ ହାତୀ ତାର ଗୋଡ ଆଙ୍ଗୁଠିରୁ କାଦୁଅ ଛଡାଉ ଥିବା ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି, ଛୁଆ ହାତୀର ଗୋଡରେ କାଦୁଅ ଲାଗିଯାଇଛି। ପରେ ଛୁଆ ହାତୀଟି ଆଗ ଦୁଇ ଗୋଡକୁ ଘସୁଛି। ପରେ ଶୁଣ୍ଢ ସାହାଯ୍ୟରେ କାଦୁଅ ଛଡାଉଥିବା ଦେଖାଯାଇଛି। ଏହି ଭିଡିଓକୁ ଆଇଏଫଏସ ସୁଶାନ୍ତ ନନ୍ଦ ଟୁଇଟ କରି ଶେୟାର କରିଛନ୍ତି। ଏହି ଭିଡିଓକୁ ଅନେକ ଲୋକ ଲାଇକ୍‌ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।

https://twitter.com/susantananda3/status/1317812371465719808


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକ୍‌ଅପ୍‌ ପରେ ପ୍ରେମିକଙ୍କ ଉପରେ ଅଜବ ପ୍ରତିଶୋଧ ନେଲେ ପ୍ରେମିକା: ଘରର ତାପମାତ୍ରା ବଢ଼ାଇ ଭାଙ୍ଗିଦେଲେ…

ଯେତେବେଳେ ହୃଦୟ ଭାଙ୍ଗିଯାଏ ବା କେହି ବିଶ୍ୱାସଘାତକତା କରି ଆଗକୁ ବଢ଼ିଯାଏ, ସେତେବେଳେ ବ୍ୟକ୍ତି ପ୍ରତିଶୋଧ ନେବା ପାଇଁ ଅଜବ ଅଜବ ଉପାୟ ସବୁ ଆପଣାଇଥାଏ। ବ୍ରିଟେନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?