ଅସ୍ତ୍ରୋପଚାର ସତ୍ତ୍ୱେ ଆଖି ବୁଜିଲା ହାତୀ

କେନ୍ଦୁଝର,୨୬।୯(ସ୍ବ.ପ୍ର): କେନ୍ଦୁଝର ଜିଲା ଚମ୍ପୁଆ ବନାଞ୍ଚଳରେ ତିନିଦିନ ଧରି ପ୍ରସବ କଷ୍ଟରେ ଛଟପଟ ହେଉଥିବା ମାଈହାତୀର ଶନିବାର ଅସ୍ତ୍ରୋପଚାର କରାଯାଇଥିଲା। ବନ ବିଭାଗ ଓ ପ୍ରାଣୀ ଚିକିତ୍ସିକଙ୍କ ସମସ୍ତ ଉଦ୍ୟମ ସତ୍ତ୍ୱେ ରବିବାର ସନ୍ଧ୍ୟାରେ ମାଈହାତୀଟି ଆଖି ବୁଜିଛି। ସୂଚନା ଅନୁସାରେ, ଗତ ୨୩ ତାରିଖ ସକାଳେ ଜାମୁଦଲକ କାଜୁ ଜଙ୍ଗଲରେ ବଣୁଆ ହାତୀ ପଲ ମଧ୍ୟରେ ଦୁଇଟି ନୂତନ ଶାବକ ଜନ୍ମ ନେଇଥିବା ବେଳେ ମାଈହାତୀ ଶାବକକୁ ଜନ୍ମ ଦେଇ ନ ପାରି ଯନ୍ତ୍ରଣାରେ ଛଟପଟ ହେଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଡ଼ିବାହାଲ ଗଁ। ରେ କିଡ଼୍‌ନୀ ରୋଗ୍‌ ଆତଁକ୍‌:ବାପର ଚିକିଛା ଲାଗି ଦାଦନ ଯାଇଛେ ପୁଓ

  ଘଣ୍ଟାପଡା, ୬।୮ (ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ା ପଁଚେତ୍‌ ଅଧୀନ କୋଡ଼ିବାହାଲ ଗଁାରେ ଏହେଦେ କିଡ଼୍‌ନୀ ରୋଗ୍‌ ଆତଁକ୍‌ ଦେଖା ଦେଇଛେ।...

ଭିତ୍ତିଭୂମି ଅଭାବ, ମିଳୁନି ଚିକିତ୍ସା ସୁବିଧା

ରାଉରକେଲା ଅଫିସ,୩୧।୧: ରାଉରକେଲା ସରକାରୀ ମେଡିକାଲ (ଆର୍‌ଜିଏଚ୍‌)ରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ୪ଶହ ଶଯ୍ୟା ବିଶିଷ୍ଟ ଏହି ଡାକ୍ତରଖାନାରେ ପ୍ରତିଦିନ ୫ଶହରୁ ଊର୍ଦ୍ଧ୍ୱ ରୋଗୀଙ୍କ ଚିକିତ୍ସା...

ଅଟୋ ଚଳାଇବେ, ପେଟ୍ରୋଲ ପମ୍ପରେ ରହିବେ ମହିଳା

ଛତ୍ରପୁର,୨୫ା୭(ଡି.ଏନ.ଏ.) – ଗଞ୍ଜାମ ଜିଲାରେ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଆହୁରି କ୍ରିୟାଶୀଳ କରିବା ସହ ମହିଳା ସଂଘ ସଦସ୍ୟାମାନଙ୍କୁ ଆମତ୍ନିର୍ଭରଶୀଳ କରାଯିବ। ବୁଧବାର ଏ ନେଇ...

ବିଦ୍ୟାଳୟ ପରିସରରେ ପାଣି: ଗେଟରେ ତାଲା ପକାଇଲେ ଅଭିଭାବକ

ସୋର, ୨୮ା୯(ଡି.ଏନ୍‌.ଏ.)-ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ କମରପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ବର୍ଷା ଜଳରେ ଉବୁଟୁବୁ ହେଉଛି। ନର୍ଦ୍ଦମା ପାଣି ଶ୍ରେଣୀଗୃହକୁ ପଶିବା ସହ...

ଛେଳି ଚୋରି ଘଟଣାରେ ଏଏସ୍‌ଆଇ ନିଲମ୍ବିତ

ବଲାଙ୍ଗୀର ଅଫିସ,୧।୧: ଛେଳି ଚୋରି ଘଟଣାରେ ପୋଲିସ ଏଏସ୍‌ଆଇ ନିଲମ୍ବିତ ହୋଇଛନ୍ତି। ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଏଏସ୍‌ଆଇ ସୁମନ ମଲ୍ଲିକଙ୍କୁ ବଲାଙ୍ଗୀର ଏସ୍‌ପି ନିଲମ୍ବନ...

ଆଜିଠୁ ପଞ୍ଚାୟତ ନିର୍ବାଚନ ଫଳାଫଳ ଘୋଷଣା

ଜଗତ୍‌ସିଂହପୁର ଅଫିସ, ୨୬ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଫଳାଫଳ ଘୋଷଣା ଶନିବାରଠାରୁ ଆରମ୍ଭ ହେବ। ଜିଲାର ସମସ୍ତ ବିତରଣ କେନ୍ଦ୍ରରେ ସକାଳ ୮ରୁ ଗଣତି ଆରମ୍ଭ...

ବେଆଇନ ନିର୍ମାଣ ଉଚ୍ଛେଦ

ପାଟଣା,୨୨ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଦେଇ କେନ୍ଦେଇପଶିରୁ ପାଟଣା ମୁଖ୍ୟାଳୟକୁ ସଂଯୋଗ କରୁଥିବା ରାଜ୍ୟ ରାଜପଥ ସଂପ୍ରସାରଣ ପାଇଁ ଗୁରୁବାର ଟାଙ୍ଗରପଡ଼ା ବଜାର...

ବାଭଣପଡାରେ କାଳବୈଶାଖୀ: ଘର ଉପରେ ମାଡ଼ି ବସିଲା ବିଶାଳ ଗଛ

ପାଟଣା,୧୮।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ପଞ୍ଚାୟତ ଭୁଲୁଦା ବାଭଣପଡା ସାହିରେ ରବିବାର ରାତିରେ କାଳବୈଶାଖୀ ହୋଇଛି। ଫଳରେ ସାହିର ତ୍ରିଲୋଚନ ନାଏକଙ୍କ ଘର ଉପରେ...

Advertisement
Archives

Model This Week