ହାଇକୋର୍ଟରେ ପହଞ୍ଚିଲା ହାତୀ ମୃତ୍ୟୁ ମାମଲା

କଟକ ଅଫିସ,୨୯ା୬: ରାଜ୍ୟରେ ବାରମ୍ବାର ହାତୀ ମୃତ୍ୟୁ ହେଉଥିବା ନେଇ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। କଟକ ମଙ୍ଗଳାବାଗ ଅଞ୍ଚଳର ସମାଜସେବୀ ଗୀତା ରାଉତ ଏହି ମାମଲା ରୁଜୁ କରିଛନ୍ତି। ହାତୀ ଶିକାରକୁ ରୋକିବା ପାଇଁ କଠୋର ଆଇନ ବ୍ୟବସ୍ଥା ଲାଗୁ ନିମନ୍ତେ ସେ କୋର୍ଟଙ୍କୁ ପ୍ରାର୍ଥନା କରିଛନ୍ତି।

ଆସାମ ସରକାରଙ୍କ ପରି ବନ୍ୟଜନ୍ତୁ ସୁରକ୍ଷା ଆଇନ ଓଡ଼ିଶାରେ ଲାଗୁ କରିବା ପାଇଁ ସେ କୋର୍ଟଙ୍କୁ ନିବେଦନ କରିଛନ୍ତି। ଏହାସହ ଗତ ୫ ବର୍ଷରେ ହାତୀଙ୍କ ସୁରକ୍ଷା ପାଇଁ କ’ଣ ପଦକ୍ଷେପ ନିଆଯାଇଛି, ଏଥିରେ କେତେ ଶିକାରୀଙ୍କୁ ଗିରଫ କରାଯାଇଛି ଏ ନେଇ ସରକାର ତଥ୍ୟ ଦାଖଲ କରନ୍ତୁ ବୋଲି ଆବେଦନକାରୀଙ୍କ ପକ୍ଷରୁ ପ୍ରାର୍ଥନା କରାଯାଇଛି। ଏଥିରେ ଜଙ୍ଗଲ ଓ ପରିବେଶ ସଚିବ, ପିସିସିଏଫ୍‌, ମୁଖ୍ୟ ଶାସନ ସଚିବ ଓ ପୋଲିସ ମହାନିର୍ଦ୍ଦେଶକଙ୍କୁ ପକ୍ଷଭୁକ୍ତ କରାଯାଇଛି।

ଅନ୍ୟପକ୍ଷରେ ଏହି ମାମଲାରେ ଅଧିକ ତଥ୍ୟ ଓ ନଥିପତ୍ର ଦାଖଲ କରିବା ପାଇଁ କୋର୍ଟ ଆବେଦନକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗୋଟିଏ ରେଞ୍ଜରୁ ବାରମ୍ବାର କଙ୍କାଳ ବାହାରିବା ନେଇ ଏସ୍‌ଆଇଟି ଗଠନ କରାଯାଇଥିବା ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ସୂଚନା ଅଧିକାରୀଙ୍କୁ ୨୫ ହଜାର ଟଙ୍କା ଜୋରିମନା

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ଓଡିଶା ସୂଚନା କମିଶନଙ୍କ ତରଫରୁ ଏକ ମାମଲା ବିଚାର କରି କମିଶନର ବି.କେ. ମହାପାତ୍ର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜନ ସୂଚନା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ଭିଆର୍‌ଏସ୍‌ ନେଲେ ଆଇପିଏସ୍‌ ସଞ୍ଜୟ ସିଂ

ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍‌ ସଞ୍ଜୟ ସିଂ ଭିଆରଏସ୍‌ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍‌ ଆଇପିଏସ୍‌ ସଞ୍ଜୟ ସିଂଙ୍କୁ ଭିଆରଏସ୍‌ ଆବେଦନକୁ ରାଜ୍ୟ ଗୃହ ବିଭାଗ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ୍‌, କଲେ ଏଭଳି ଅପିଲ୍‌

ଭୁବନେଶ୍ୱର୧୮।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇବ। ଏହା ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ...

ଓଡ଼ିଶାରେ ୩୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଲା ଏଏପି, ଜାଣନ୍ତୁ କେଉଁଠୁ କିଏ ପାଇଲେ…

ଭୁବନେଶ୍ୱର,୧୮।୪: ଓଡ଼ିଶାରେ ଆମ ଆଦମୀ ପାର୍ଟି(ଏଏପି) ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ ବିଧାନସଭା ଆସନ ଲାଗି ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri