Posted inଫୁରସତ

ଖାଦ୍ୟ ଅନ୍ବେଷଣରେ ଗ୍ରାମକୁ ପଶି ଆସିଲା ହାତୀ: ଆଉ ତାପରେ ଘଟିଲା ଏମିତି…

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଗୋଟିଏ ହାତୀ ଉତ୍ତରାଖଣ୍ଡ ହାଲଡୱାନିର ହରିପୁର ଭଣ୍ଡେଭ ଗ୍ରାମରେ ପଶି ଉତ୍ପାତ କରିଥିବା ଭିଡିଓ ଭାଇରାଲ ହେବାରେ ଲାଗିଛି।
ଭିଡିଓରେ ଦେଖାଯାଇଛି, ହାତୀଟି ଗ୍ରାମ ଭିତକୁ ଖାଦ୍ୟ ଅନ୍ବେଷଣରେ ପଶି ଆସିଛି। ପରେ ସେଠାରେ କିଛି ସମୟ ଧରି ଉତ୍ପାତ ମଚାଇଛି। ଏହାପରେ ସ୍ଥାନୀୟ ଲୋକଙ୍କ ଚିତ୍କାର ଶୁଣି ହାତୀଟି ଦୌଡି ଦୌଡି ଜଙ୍ଗଲ ଅଭିମୁଖେ ପଳାଉଥିବା ଦେଖିବାକୁ ମିଳିଛି। ଏହି ଭିଡିଓକୁ ଦିନେଶ ମନସେରା ଟୁଇଟ କରିଛନ୍ତି। ଏହି ଭିଡିଓକୁ ଅନେକ ଲୋକ ଲାଇକ କରିଥିବାବେଳେ ଅନେକ ଭିନ୍ନମତ ଦେଇଛନ୍ତି।

https://twitter.com/dineshmansera/status/1329737705802981377


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ପୋଷ୍ଟ ଡିଲିଟ କରିବି ନାହିଁ’… ଦୃଢ଼ ଭାବରେ ଠିଆ ହେଲେ ଭାଜପା ଏମପିଙ୍କ ଝିଅ; ହଇଚଇ ସୃଷ୍ଟି କରିଥିଲା ଏହି ପୋଷ୍ଟ, ଏବେ ଇନଷ୍ଟାଗ୍ରାମ ଆକାଉଣ୍ଟ ନିଷ୍କ୍ରିୟ!

ନୂଆଦିଲ୍ଲୀ,୨୭।୭: NEET ପେପର୍‌ ଲିକ ପ୍ରସଙ୍ଗରେ ଛାତ୍ରମାନଙ୍କ ଦୀର୍ଘ ସମୟ ଧରି ଆନ୍ଦୋଳନ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶେଷରେ ଚାପରେ ଆସି ଇସ୍ତଫା…

‘ମୋତେ ଫୋନ କରନାହିଁ…’ – ତାଙ୍କ ପରିବାରକୁ ଏମିତି କାହିଁକି କହିଥିଲେ ଅଭିଜିତ ଦୀପକେ? ବଡ଼ କାରଣ କହିଲେ ବାପା

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ରଙ୍କ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଥିଲେ। ପ୍ରହ୍ଲାଦ ଜୋଷୀ ବର୍ତ୍ତମାନ ଏହି…

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି।…

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri