Posted inଫୁରସତ

ଆଖୁ ବୋଝେଇ ଟ୍ରକକୁ ଅଟକାଇଲେ ହାତୀ ପଲ: ଆଉ ତା ପରେ…

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ଗୋଟିଏ ଆଖୁ ବୋଝେଇ ଟ୍ରକୁ ହାତୀ ପଲ ଅଟକାଇ ଉକ୍ତ ଟ୍ରକରୁ ଆଖୁ ଖାଉଥିବା ଭିଡିଓ ବର୍ତ୍ତମାନ ଭାଇରାଲ ହୋଇଛି।
ଭିଡିଓରେ ଦେଖାଯାଇଛି, ୩ଟି ହାତୀ ଏକ ଆଖୁ ବୋଝେଇ ଟ୍ରକକୁ ଅଟକାଇଛନ୍ତି। ପରେ ଉକ୍ତ ଟ୍ରକରୁ ଆଖୁକୁ ଶୁଣ୍ଢରେ ଆଣି ଖାଉଛନ୍ତି। ଉକ୍ତ ହାତୀପଲଙ୍କ ମଧ୍ୟରେ ଏକ ଛୁଆ ହାତୀ ଥିବା ଦେଖିବାକୁ ମିଳିଛି। ଏହି ଭିଡିଓକୁ ଆଇଏଫଏସ ସୁଶାନ୍ତ ନନ୍ଦ ଟୁଇଟ କରି ଶେୟାର କରିଛନ୍ତି। ଏହି ଭିଡିଓକୁ ଅନେକ ଲୋକ ଲାଇକ୍‌ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।

https://twitter.com/susantananda3/status/1311544433695891457


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri