Posted inଫୁରସତ

ଆଖୁ ବୋଝେଇ ଟ୍ରକକୁ ଅଟକାଇଲେ ହାତୀ ପଲ: ଆଉ ତା ପରେ…

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ଗୋଟିଏ ଆଖୁ ବୋଝେଇ ଟ୍ରକୁ ହାତୀ ପଲ ଅଟକାଇ ଉକ୍ତ ଟ୍ରକରୁ ଆଖୁ ଖାଉଥିବା ଭିଡିଓ ବର୍ତ୍ତମାନ ଭାଇରାଲ ହୋଇଛି।
ଭିଡିଓରେ ଦେଖାଯାଇଛି, ୩ଟି ହାତୀ ଏକ ଆଖୁ ବୋଝେଇ ଟ୍ରକକୁ ଅଟକାଇଛନ୍ତି। ପରେ ଉକ୍ତ ଟ୍ରକରୁ ଆଖୁକୁ ଶୁଣ୍ଢରେ ଆଣି ଖାଉଛନ୍ତି। ଉକ୍ତ ହାତୀପଲଙ୍କ ମଧ୍ୟରେ ଏକ ଛୁଆ ହାତୀ ଥିବା ଦେଖିବାକୁ ମିଳିଛି। ଏହି ଭିଡିଓକୁ ଆଇଏଫଏସ ସୁଶାନ୍ତ ନନ୍ଦ ଟୁଇଟ କରି ଶେୟାର କରିଛନ୍ତି। ଏହି ଭିଡିଓକୁ ଅନେକ ଲୋକ ଲାଇକ୍‌ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।

https://twitter.com/susantananda3/status/1311544433695891457


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?