ଷଡ଼ଙ୍ଗୀ ରେଞ୍ଜରେ ହାତୀ ମୃତ

ଢେଙ୍କାନାଳ ଅଫିସ,୨୩।୧୦: ଢେଙ୍କାନାଳ ଜିଲା ଷଡ଼ଙ୍ଗୀ ରେଞ୍ଜ ଗନ୍ଦିଆରେ ଏକ ୭ ବର୍ଷିଆ ହାତୀର ମୃତ୍ୟୁ ଘଟିଛି। ହାତୀଟି ସେଫ୍ଟିସେମିଆ ରୋଗରେ ପୀଡିତ ଥିଲା ବୋଲି ଏସିଏଫ୍‌ ରଶ୍ମିରଞ୍ଜନ କହିଛନ୍ତି। ଗତ ଦୁଇ ଦିନ ଧରି ହାତୀଟି ସାତକୋଶିଆ ଏବଂ କପିଳାସ ଭେଟେରିନାରି ଡାକ୍ତରଙ୍କ ଚିକିତ୍ସାରେ ଥିଲା। ଶରୀରର ନମୁନା ଅଧିକ ପରୀକ୍ଷଣ ପାଇଁ ଓୟୁଏଟି ଭୁବନେଶ୍ୱରକୁ ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧାରେ ଗୋଟିଏ ସମୟ ଖୋଲିବ ହାଟ, ବାଇକ୍‌ରେ ବୁଲିଲେ କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା ଅଫିସ,୨ା୪ : ମହାମାରୀର ରୂପ ନେଇଥିବା କୋଭିଡ-୧୯ (କରୋନା ଭାଇରସ)ର ମୁକାବିଲା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ତିନି ସପ୍ତାହ ଲାଗି...

ଜାଲ୍‌ ଜାତିଗତ ପ୍ରମାଣପତ୍ର ଦେବା ଘଟଣା: କମ୍ପ୍ୟୁଟର ସେଣ୍ଟର ସିଲ୍‌, ମାଲିକ ଅଟକ

ବେଗୁନିଆପଡ଼ା,୮ା୧(ଡି.ଏନ.ଏ.): ଜଣେ ବ୍ୟକ୍ତିଙ୍କ ଚାକିରି ନିମନ୍ତେ ଜାଲ୍‌ ଜାତିଗତ ପ୍ରମାଣପତ୍ର ପ୍ରସ୍ତୁତ କରିଥିବା କମ୍ପ୍ୟୁଟର ସେଣ୍ଟର ମାଲିକଙ୍କୁ ମଙ୍ଗଳବାରଠାରୁ ଅଟକ ରଖାଯାଇଛି। କୋଦଳା ତହସିଲଦାର ପ୍ରଭାତ...

ମଦ୍ୟପ ପ୍ରଧାନଶିକ୍ଷକ ପିଲାଙ୍କୁ ଡରାଇବା ଘଟଣା : ବଦଳିଲେ ୩ ଶିକ୍ଷକ

ବାଲିଗୁଡ଼ା,୪।୮(ଡି.ଏନ୍‌.ଏ.): ଜଣେ କାର୍ଯ୍ୟରତ ପ୍ରଧାନଶିକ୍ଷକ ବିଦ୍ୟାଳୟକୁ ମଦ୍ୟପାନ କରି ଆସି ପାଠ ପଢ଼ିବାକୁ ଆସିଥିବା ଛାତ୍ରୀଛାତ୍ରଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବାରୁ ପିଲାମାନେ ମଧ୍ୟାହ୍ନଭୋଜନ ସମୟରେ...

ସାନଭାଇ ଟାଙ୍ଗିଆ ଚୋଟରେ ବଡ଼ଭାଇଙ୍କ ଜୀବନଗଲା

କଣିହାଁ,୨୩ା୮(ଡି.ଏନ୍‌.ଏ.): ସାନ ଭାଇଙ୍କ ଟାଙ୍ଗିଆ ଚୋଟରେ ବଡ଼ ଭାଇଙ୍କ ଜୀବନ ଯାଇଛି। ଏମିତି ଏକ ଅଭାବନୀୟ ଘଟଣା ଘଟିଛି ଅନୁଗୋଳ ଜିଲା ସମଲ ଥାନା ଶିପୁର...

ମହାପ୍ରଭୁଙ୍କ ସରିଲା ଝୁଲଣ ଯାତ୍ରା

ପୁରୀ ଅଫିସ,୧୪ ।୮: ଶ୍ରାବଣ ଶୁକ୍ଳ ଦଶମୀ ତିଥିରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଥିବା ଝୁଲଣଯାତ୍ରା ଭାଦ୍ରବ ମାସ କୃଷ୍ଣ ପ୍ରତିପଦା ତିଥି ଶନିବାର ଶେଷ ହୋଇଛି।...

ସାପ କାମୁଡ଼ାରେ ଭଉଣୀଭାଇଙ୍କ ମୃତ୍ୟୁ

ସୁନ୍ଦରଗଡ଼, ୧୨।୮ (ଡି.ଏନ.ଏ.) -ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ସବ୍‌ଡେଗା ବ୍ଲକ ସୁବଲିୟା ନବରଙ୍ଗପୁର ବସ୍ତିରେ ସାପ କାମୁଡାରେ ଭଉଣୀଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ...

ଏମିତି ଚାଲିଛି ଅଙ୍ଗନୱାଡ଼ି କେନ୍ଦ୍ର: ଅସୁରକ୍ଷିତ ପରିବେଶରେ ପାଠପଢା

ସଜନାଗଡ଼, ୨୮।୮(ଡି.ଏନ.ଏ.)-ଶିଶୁଙ୍କ ମୂଳଦୂଆ ସୁରକ୍ଷିତ ଭାବେ ଗଢିବା ଲାଗି ସରକାର ଅଙ୍ଗନଓ୍ବାଡି କେନ୍ଦ୍ର ମାଧ୍ୟମରେ ବିଭିନ୍ନ ଯୋଜନାରେ ଅର୍ଥ ଖର୍ଚ୍ଚ କରୁଛନ୍ତି। ହେଲେ ଆଦିବାସୀ ଅଧ୍ୟୁଷିତ...

କୋର୍ଟ ଭ୍ୟାନ-ଟ୍ରକ ଧକ୍କା: କଏଦୀ, ୪ ପୋଲିସ କର୍ମଚାରୀ, ଚାଳକ ଗୁରୁତର

ରସୁଲପୁର,୬।୪(ଡିଏନଏ): କରୋନା କଟକଣା ପାଇଁ ଚାରିଆଡ ଶୂନଶାନ ରହିଛି। ଏହାସତ୍ତ୍ୱେ ଜଣେ ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡ଼ି ଚାଳନା ଓ ରାସ୍ତା ନିୟମ ଉଲ୍ଲଂଘନ ଯୋଗୁ...

Advertisement
Archives

Model This Week