ଘୋଡ଼ା ସହ ଖେଳୁଛି ହାତୀ: ଶୁଣ୍ଢରେ ଧରି ଖାଲି କଚାଡ଼ୁଛି, ଭିଡିଓ ଦେଖିଲେ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ମା’ ହାତୀ ପାଖରେ ଛୁଆ ହାତୀଟିକୁ ଦେଖିବାକୁ ମିଳୁଛି। ଯିଏ ଏକ ଖେଳଣା ଘୋଡ଼ା ସହ ଖେଳୁଛି। ହାତୀ ଘୋଡ଼ାଟିକୁ ଶୁଣ୍ଢରେ ଧରି ମାଟିରେ କଚାଡ଼ୁଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ଫନୀ ପ୍ରଭାବିତ ଅଞ୍ଚଳରେ ଘରଭଙ୍ଗା ସର୍ଭେ, ବିପନ୍ନଙ୍କ ଭଙ୍ଗାଘରର ଜିଓ ଟ୍ୟାଗ୍‌ ବାଧ୍ୟତାମୂଳକ

କଟକ ସଦର,୧୭।୫(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ ପ୍ରଭାବରେ ଗୃହଶୂନ୍ୟ ବ୍ୟକ୍ତିମାନଙ୍କୁ ପକ୍କାଘର ଯୋଗାଇ ଦେବା ଲାଗି ରାଜ୍ୟ ସରକାର ଘୋଷଣା କରିବା ପରେ ନ୍ୟସ୍ତ ସ୍ବାର୍ଥ ବ୍ୟକ୍ତିଙ୍କର...

୧୬ ରୁଟ୍‌ରେ ‘ମୋ ବସ୍‌’: ସକାଳ ୭ରୁ ସନ୍ଧ୍ୟା ୬ ଯାଏ ମିଳିବ ସେବା

ଭୁବନେଶ୍ୱର, ୧୮।୭ (ବ୍ୟୁରୋ): ଲକ୍‌ଡାଉନ୍‌ କଟକଣା କୋହଳ ହେବା ପରେ ରାଜ୍ୟ ସରକାର ବସ୍‌ ଚଳାଚଳ ପାଇଁ ଅନୁମତି ପ୍ରଦାନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଆସନ୍ତା...

କରୋନାରେ ମୃତ ୧୨ ଶିକ୍ଷକଙ୍କ ପରିବାରକୁ ମିଳିବ ଆର୍ଥତ୍କ ସହାୟତା

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ରାଜ୍ୟରେ ମହାମାରୀ କରୋନା ଲଢ଼େଇରେ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ, ଶିକ୍ଷକମାନେ ଆଗଧାଡ଼ିର ଯୋଦ୍ଧା ସାଜିଛନ୍ତି। ୫ ମାସ ହେଲାଣି ନିଜ ଜୀବନକୁ ବାଜି ଲଗାଇ...

ଡିଜାଇନର କଲେକ୍ସନ’ ବିକ୍ରୟ କେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ୱର,୨୫।।୬(ବ୍ୟୁରୋ): ଓଡ଼ିଶାର ବାନ୍ଧକଳା କେବଳ ରାଜ୍ୟରେ ନୁହେଁ, ସମଗ୍ର ଭାରତ ବର୍ଷରେ ସୁଖ୍ୟାତି ଲାଭ କରିଛି। ଭାରତ ବାହାରେ ମଧ୍ୟ ଓଡ଼ିଶା ବାନ୍ଧକଳା ଆଦୃତି ଲାଭ...

୧୨ରେ ଲଘୁଚାପ, ୧୦ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୪।୭(ବ୍ୟୁରୋ): ଆସନ୍ତା ୧୨ ତାରିଖରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟର ଉପକୂଳ ଜିଲାଗୁଡ଼ିକରେ...

ଟିକାକୁ ନେଇ ଟଣାଓଟରା: ଓଡ଼ିଶାରେ ୬୦୦ କେନ୍ଦ୍ର ବନ୍ଦ

ଭୁବନେଶ୍ୱର,୭।୬(ବ୍ୟୁରୋ): କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ପର୍ଯ୍ୟାପ୍ତ କୋଭିଡ୍‌ ଭାକ୍ସିନ ଯୋଗାଇ ଦେଉଛୁ ବୋଲି ଦାବି କରୁଥିବା ବେଳେ ଓଡ଼ିଶାରେ ଟିକା ଅଭାବରୁ ପ୍ରାୟ ୬୦୦ଟିକାକରଣ କେନ୍ଦ୍ର...

ପଟ୍ଟନାୟିକିଆ ଛକରେ ୩ ଭାଇଙ୍କୁ ହତ୍ୟା ଘଟଣା: ୬ଜଣଙ୍କୁ ଗିରଫ କଲା ସତ୍ୟବାଦୀ ପୋଲିସ

ସାକ୍ଷୀଗୋପାଳ,୧୬।୭(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ପଟ୍ଟନାୟିକିଆ ଛକରେ ରବିବାର ଅପରାହ୍ନରେ ଘଟିଥିବା ଟ୍ରିପଲ୍‌ ମର୍ଡର ଘଟଣାରେ ମଙ୍ଗଳବାର ପୋଲିସ ୬ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ...

ପୁଅଙ୍କୁ ଧରି ସ୍ବାମୀଙ୍କ ଘର ସମ୍ମୁଖରେ ସ୍ତ୍ରୀଙ୍କ ଧାରଣା

ବଲାଙ୍ଗୀର ଅଫିସ, ୧୯।୧: ସ୍ବାମୀ-ସ୍ତ୍ରୀ ବିବାଦକୁ ନେଇ ସ୍ବାମୀଙ୍କ ଘର ସମ୍ମୁଖରେ ଧାରଣା ଦେଇଛନ୍ତି ଜଣେ ମହିଳା। ରାତିସାରା ସେ ତାଙ୍କ ୭ବର୍ଷର ପୁଅକୁ ଧରି...

Advertisement
Archives

Model This Week