Posted inଫୁରସତ

ଏପରି ବୁଦ୍ଧି ଖଟାଇ ଓଟ ଉପରେ ପାଣି ଛିଞ୍ଚୁଛି ହାତୀ: ଭିଡିଓ ଭାଇରାଲ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଗୋଟିଏ ହାତୀ ଓଟ ଉପରେ ପାଣି ଛିଞ୍ଚୁଥିବା ଭିଡିଓ ଭାଇରାଲ ହୋଇଛି।
ଭିଡିଓରେ ଦେଖାଯାଇଛି, ହାତୀଟି ଏକ ପାଣି କୁଣ୍ଡରୁ ଶୁଣ୍ଢରେ ପାଣି ନେଇ ନିକଟରେ ଥିବା ଓଟ ଉପରେ ଛିଞ୍ଚନ କରୁଛି। ପରେ ସେଠାରୁ ହାତୀଟି ପଳାଇ ଆସୁଛି। ଓଟଟି ଏକ ବାଡ ଭିତରେ ଆବଦ୍ଧ ହୋଇ ରହିଥିବା ଦେଖିବାକୁ ମିଳିଛି। ୧୧ ସେକେଣ୍ଡର ଏହି ଭିଡିଓକୁ ଆଇଏଫଏସ ସୁଶାନ୍ତ ନନ୍ଦ ଟୁଇଟ କରି ଶେୟାର କରିଛନ୍ତି। ଏହି ଭିଡିଓକୁ ଅନେକ ଲୋକ ଲାଇକ୍‌ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ସଂଗ୍ରାମରେ ସଫଳ ମନୀଷା: ସ୍ବାମୀ ପର କରିବା ପରେ ପୋଷୁଛନ୍ତି ଦମ୍ଭର ସହ ପେଟ

ଜୀବନ ଯୁଦ୍ଧରେ ହାରି ଯାଇନାହାନ୍ତି ସେ। ବରଂ ବାରମ୍ବାର ହାରି ବି ସାମ୍ନା କରିବା ଶିଖିଛନ୍ତି। ପ୍ରତିକୂଳ ସ୍ଥିତିକୁ ବି ଧୈର୍ଯ୍ୟର ସହ ନେବାକୁ ସେ...

ଫଟୋଶୁଟ୍‌ କରୁଥିବା ବେଳେ ବ୍ୟକ୍ତିଙ୍କ ମୁଣ୍ଡରେ ଚଢ଼ିଗଲା ନେଉଳ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ...

ଆର୍‌ଏନ୍‌ଏ-ଡିଏନ୍‌ଏ ମିଳନରୁ ପୃଥିବୀରେ ସୃଷ୍ଟି ହୋଇଛି ଜୀବନ: ଭାରତୀୟ ବଂଶୋଦ୍ଭବ କଲେ ଦାବି

କାଲିଫର୍ନିଆ,୩୦।୧୨: ପୃଥିବୀରେ କିଭଳି ଜୀବନ ସୃଷ୍ଟି ହେଲା ସେନେଇ ଗବେଷକମାନେ ବିଭିନ୍ନ ଗବେଷଣା ଜାରି ରଖିଛନ୍ତି। ଆମେରିକା କାଲିଫର୍ନିଆର ସ୍କ୍ରିପ୍ସ୍‌ ରିସର୍ଚ୍ଚ ସଂସ୍ଥା ପକ୍ଷରୁ କୁହାଯାଇଛି...

ମାଙ୍କଡ଼ଙ୍କୁ ଏପରି ଅବସ୍ଥାରେ ଦେଖି ଡରିଗଲା ମହାବଳ

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ...

ଶହେ ଟଙ୍କା ପାଇଁ ୭୭ହଜାର ଟଙ୍କା ହରେଇଲେ ଇଞ୍ଜିନିୟର

ପାଟନା,୨୩।୯: ଲଗାତାର କିଛି ଦିନରୁ ଲୋକମାନେ ଅନ୍‌ଲାଇନ୍‌ରେ ଖାଦ୍ୟ ମଗାଇ ଠକେଇର ଶିକାର ହେଉଥିବା ଘଟଣା ସାମ୍ନାକୁ ଆସିଛି। ଏହି କ୍ରମରେ ଜଣେ ଇଞ୍ଜିନିୟର ମଧ୍ୟ...

ରାଜ୍ୟରେ ଜନ୍ମନେଲା ସବୁଠୁ ଓଜନିଆ ଶିଶୁ, ଓଜନ ଜାଣିଲେ..

ଗୌହାଟୀ,୨୦ା୬: ଆସାମର କଛର ଜିଲାରେ ଜଣେ ମହିଳା ୫.୨ କିଲୋଗ୍ରାମ ଓଜନର ଏକ ଶିଶୁକୁ ଜନ୍ମ ଦେଇଛନ୍ତି। ଡାକ୍ତରମାନେ ଏହି ନବଜାତକକୁ ରାଜ୍ୟର ସବୁଠୁ ଓଜନିଆ...

ମାସ୍କ ପିନ୍ଧି, ସାନିଟାଇଜର ଲଗାଇ କଲେ ବିବାହ

ପାଟନା,୧୬।୪: କରୋନା ଭାଇରସ ଯୋଗୁ ସାରା ଦେଶରେ ମେ’ ୩ ପର୍ଯ୍ୟନ୍ତ ଚାଲିଥିବା ଲକ୍‌ଡାଉନକୁ ଦେଖି ଅନେକ ଲୋକ ସେମାନଙ୍କ ବିବାହ ତାରିଖରେ ପରିବର୍ତ୍ତନ କରୁଥିବା...

କରୋନା ପରେ କେଉଁଠିକୁ ବୁଲି ଯାଇପାରିବେ

କରୋନା ପାଇଁ ଏବେ ଅଧିକାଂଶ ଲୋକ ଘରେ ରହୁଛନ୍ତି। ଭବିଷ୍ୟତରେ ଯେବେ ଏହି ପରିସ୍ଥିତିରେ ସୁଧାର ଆସିବ ସେତେବେଳେ ପର୍ଯ୍ୟଟକ କେଉଁ କେଉଁ ସ୍ଥାନକୁ ବୁଲିଯାଇ...

Advertisement
Archives

Model This Week