Posted inଫୁରସତ

ଯୁବତୀଙ୍କୁ ତଳେ ପକାଇ ହାତୀ କରୁଛି ଏମିତି, ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ହାତୀ ମହିଳାଙ୍କୁ ତଳେ ପକାଇ ତାଙ୍କୁ ଗେଲ କରୁଥିବା ଦେଖିବାକୁ ମିଳୁଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। କ୍ୟାପଶନ୍‌ରେ ସେ ଲେଖିଛନ୍ତି, ‘ଭାଲେଣ୍ଟାଇନ୍ସ ଡେ ପାଇଁ ରିହଲସଲ’। ଏହି ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଏକ ମନ୍ଦିର ଯେଉଁଠି ପ୍ରସାଦ ଭାବେ ମିଳେ ନୁଡୁଲ୍ସ

ଭାରତରେ ଅନେକ ମନ୍ଦିର ରହିଛି। ବିଭିନ୍ନ ମନ୍ଦିରରେ ଭିନ୍ନ ଭିନ୍ନ ପ୍ରସାଦ ଭୋଗ ଲାଗି ହୁଏ। ପଶ୍ଚିମବଙ୍ଗର ଟାଙ୍ଗ୍ରାରେ ଏକ କାଳୀମାତା ମନ୍ଦିର ରହିଛି, ଯେଉଁଠି...

ଉଲ୍‌ରେ ତିଆରି ପ୍ରକୃତିର ଛବି

ଏମ୍ବ୍ରୋଡରି ଏକ ବହୁ ପୁରାତନ କଳା। ଏଥିରେ କାରିଗର ଭିନ୍ନ ଭିନ୍ନ କଳାକୃତି ତିଆରି କରନ୍ତି। ନିକଟରେ ଜଣେ ମହିଳା ପ୍ରକୃତିର ବିଭିନ୍ନ ଦୃଶ୍ୟକୁ ଏମ୍ବ୍ରୋଡରିରେ...

ପାକିସ୍ତାନରେ ଥିବା ହିଙ୍ଗଲାଜ ମନ୍ଦିରରେ ପୂଜା କରନ୍ତି ମୁସଲମାନ୍‌ ଶ୍ରଦ୍ଧାଳୁ

ବଲୁଚିସ୍ତାନ,୨୭।୨: ପୃଥିବୀର ବିଭିନ୍ନ ସ୍ଥାନରେ ସମ୍ପ୍ରଦାୟ ସମ୍ପ୍ରଦାୟ ମଧ୍ୟରେ ହିଂସା ଜାରି ରହିଥିବାବେଳେ ପାକିସ୍ତାନରେ ଥିବା ମାତା ହିଙ୍ଗଲାଜଙ୍କ ମନ୍ଦିର ଏକ ନିଆରା ଉଦାହରଣ ସୃଷ୍ଟି...

କୁନି ବୈଜ୍ଞାନିକ ଗୀତାଞ୍ଜଳି

ଆମେରିକାର କଲରାଡୋରେ ରହୁଥିବା ଗୀତାଞ୍ଜଳି ରାଓ ଭାରତୀୟ ବଂଶୋଦ୍ଭବ ଅଟନ୍ତି। ବୟସ ତାଙ୍କର ମାତ୍ର ୧୧ ବର୍ଷ। ଏହି ବୟସରେ ସେ ଆମେରିକାର ଟପ୍‌ ୟଙ୍ଗ...

ଲକ୍‌ଡାଉନ୍‌: ସାହାଯ୍ୟକାରୀ ପୋଲିସଙ୍କ ନାମ ଅନୁସାରେ ପୁଅର ନାମ ରଖିଲେ ତମନ୍ନା

ବରେଲି,୨୭।୩: ଉତ୍ତରପ୍ରଦେଶ ବରେଲିରେ ତମନ୍ନା ଖାଁ ନାମକ ଜଣେ ୨୬ ବର୍ଷୀୟା ମହିଳା ଗୁରୁବାର ଏକ ଶିଶୁ ପୁତ୍ରକୁ ଜନ୍ମ ଦେଇଥିବା ବେଳେ ପିଲାଟିର ନାଁ...

ଏମିତି ଦେଶ, ଯେଉଁଠି ସବୁଠୁ ଶସ୍ତାରେ ମିଳେ ପେଟ୍ରୋଲ

କାରାକସ୍‌,୨୮।୨: ଆଜିକାଲି ଆମ ଦେଶରେ ପେଟ୍ରୋଲ, ଡିଜେଲ ଦର ଆକାଶଛୁଆଁ ହେଲାଣି। ଏମିତିକି ଆମ ଦେଶର କିଛି ସହରରେ ପେଟ୍ରୋଲ ଦାମ୍‌ ଲିଟର ପ୍ରତି ୧୦୦...

ଘୋଡ଼ାଚଢି ନିର୍ବାଚନ ପ୍ରଚାରରେ ବାହାରିଲେ ଭାଜପା ନେତା

ଇନ୍ଦୋର,୧୯।୭: ମଧ୍ୟପ୍ରଦେଶର ସାନଓ୍ବର ଆସନ ଲାଗି ହେବାକୁ ଥିବା ଉପନିର୍ବାଚନ ପାଇଁ ପ୍ରଚାର ଆରମ୍ଭ ହୋଇଯାଇଛି। ଏଠାରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ ମଧ୍ୟରେ...

ନିୟମ ଉଲ୍ଲଂଘନ କରିଥିଲେ ମହିଳା, ‘ଚୁମ୍ବନ’ ଦେବା ପରେ ଛାଡ଼ିଲା ପୋଲିସ; ଭିଡିଓ ଭାଇରାଲ ପରେ…

ଲିମା: କରୋନା ଭାଇରସ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଶ୍ୱରେ ଅନେକ କଟକଣା ଲଗାଯାଇଛି। ସେଥିରୁ ଗୋଟିଏ ହେଲା ଘରୁ ବାହାରକୁ ଗଲେ ମାସ୍କର ବ୍ୟବହାର। ହେଲେ...

BGU
Play 250+ Trending Games
Archives

Model This Week

Why Dharitri