ବାଇକ୍‌କୁ ଶୁଣ୍ଢରେ ଟେକି କଚାଡିଲା ହାତୀ

ପାଟଣା,୧୨।୧(ସ୍ବ.ପ୍ର.): କିଛିଦିନ ବ୍ୟବଧାନରେ ପୁଣି କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ସୋମବାର ବିଳମ୍ବିତ ରାତିରେ ତୋଣ୍ଡ ବିଟ୍‌ ଅନ୍ତର୍ଗତ ସଡ଼ଙ୍ଗବାହାଳୀ ଗ୍ରାମରେ ଏକ ଗୋଠ ଛଡା ଦନ୍ତାହାତୀ ପଶି ଗ୍ରାମର ମଦନ ସୁନ୍ଦର ମହାନ୍ତଙ୍କ ଘର ଭାଙ୍ଗିବା ସହ ଘରେ ଥିବା ଧାନ ଚାଉଳ ଖାଇ ନଷ୍ଟ କରି ଦେଇଛି। ଏହା ସହ ଏକ ବାଇକ୍‌କୁ ଶୁଣ୍ଢରେ ଟେକି କଚାଡି ଭାଙ୍ଗିଦେଇଛି। ଘର ଭିତରେ ପରିବାର ଲୋକେ ଶୋଇଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ହାତୀଟି ଗୋଠ ଛଡା ହୋଇଥିବାରୁ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ବନ ବିଭାଗ ଶୀଘ୍ର ହାତୀକୁ ଘଉଡାଇବା ପାଇଁ ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ଦିନ ପରେ ଭୋଟ, ଜୋର ଧରିଲା ପ୍ରଚାର: ବାଜିମାରିବା ଲକ୍ଷ୍ୟରେ ସବୁ ଦଳ

ଢେଙ୍କାନାଳ ଅଫିସ, ୨୧।୪- ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ଆସନ୍ତା ମଙ୍ଗଳବାର ଅନୁଷ୍ଠିତ ହେଉଛି। ମତଦାନକୁ ୨ଦିନ ଥିବାବେଳେ ସବୁ ଦଳ ପକ୍ଷରୁ ପ୍ରଚାର...

ଶୌଚ ହେବାକୁ ଯାଇ ଭାଲୁ ଆକ୍ରମଣର ଶିକାର

ପାଟଣା,୩୦ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମାଛଗଡ଼ ବିଟ ଜୟପୁର ଗ୍ରାମରେ ଜଣେ ୪୦ ବର୍ଷୀୟ ବ୍ୟକ୍ତି ଗୁରୁବାର ସକାଳୁ ଗାଁ ପୋଖରୀକୁ ଶୌଚ ହେବା...

ବିଦାୟ ନେଲେ ଗଜାନନ: ବାଦ୍ୟବାଜଣାରେ କମ୍ପିଲା ପାଲଲହଡା

ପାଲଲହଡା,୧୦।୯(ଡି.ଏନ.ଏ.)-ପାଲଲହଡ଼ାରେ ୮ ଦିନ ଧରି ଚାଲିଥିବା ଗଣେଶ ପୂଜା ମେଲଣ ଏବଂ ଭାସାଣି ଉତ୍ସବ ମଙ୍ଗଳବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ପ୍ରଥମେ ବିଭିନ୍ନ ପୂଜା...

ଗିରଫ ହେଲେ ଚିଟଫଣ୍ଡ ସଂସ୍ଥାର ମାଲିକ

ବ୍ରହ୍ମପୁର ଅଫିସ,୧୧ା୨: ଟାଉନ ଥାନା ପୋଲିସ ୱାରେଣ୍ଟ ବଳରେ ଏକ ଚିଟଫଣ୍ଡ ସଂସ୍ଥାର ମାଲିକଙ୍କୁ ଗିରଫ କରିଛି। ସେ ହେଲେ ଗ୍ରୀନ୍‌ ଇଣ୍ଡିଆ ଚିଟଫଣ୍ଡ ସଂସ୍ଥାର...

ଜାତୀୟ ମହିଳା ଆୟୋଗ ସଦସ୍ୟଙ୍କ କନ୍ଧମାଳ ଗସ୍ତ

ଫୁଲବାଣୀ ଅଫିସ,୧୫ା୯-ଜାତୀୟ ମହିଳା ଆୟୋଗ ସଦସ୍ୟ ଚନ୍ଦ୍ରମୁଖୀ ଦେବୀ କନ୍ଧମାଳ ଗସ୍ତରେ ଆସି ମହିଳାମାନଙ୍କ ବିଭିନ୍ନ ସମସ୍ୟା ଉପରେ ଅବଗତ ହେବା ସହ ସମୀକ୍ଷା କରିଛନ୍ତି।...

ବାହାର ନେତା ନିର୍ବାଚନମଣ୍ଡଳୀ ଛାଡ଼ନ୍ତୁ

ପଦ୍ମପୁର,୪।୧୨(ଡି.ଏନ.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ୫ ତାରିଖରେ ଭୋଟ୍‌ଗ୍ରହଣ ହେବ। ଏହାକୁ ନିରପେକ୍ଷ ଓ ଶୃଙ୍ଖଳିତ କରିବା ପାଇଁ ମତଦାନର ୪୮ ଘଣ୍ଟା ପୂର୍ବରୁ ଅର୍ଥାତ୍‌ ଶନିବାର...

ଓଲିଟିଲା ପିକ୍‌ଅପ୍‌ ଭ୍ୟାନ୍‌, ୩୦ରୁ ଊର୍ଦ୍ଧ୍ୱ ଶ୍ରମିକ ଆହତ

ଭବାନୀପାଟଣା,୫।୮(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ପିପଲା ଗ୍ରାମ ନିକଟରେ ଶୁକ୍ରବାର ଏକ ପିକ୍‌ଅପ୍‌ ଭ୍ୟାନ୍‌ ଭାରସାମ୍ୟ ହରାଇ ଓଲଟି ପଡିଛି। ଫଳରେ ୩୦ରୁ ଊଦ୍ଧର୍‌ବ...

ଶେଷ ସମିଆରେ ମିଲ୍‌ଲା ଭତା: ଜୀବନ ମରନ୍‌ ସଂଗେ ଯୁଝୁଛନ୍‌ ହେମ

ଅତାବିରା, ୧୬।୧୨ (ଡି.ଏନ୍‌.ଏ.)- ସରକାର ଗରିବ୍‌ ଦୁଖିକର ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଯୋଜନାକେ କାଯ୍‌କାରୀ କରୁଥିବାର ଅଧ୍‌କାରୀ, କରମ୍‌ଚାରୀକଁର ଅଁାତରିକତା ଅଭାବୁ...

Advertisement
Archives

Model This Week