ଦନ୍ତା ନେଲା ଜୀବନ

ଢେଙ୍କାନାଳ ଅଫିସ/ରାସୋଳ,୮।୨: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ଖଜୁରିଆକଟା ସେକ୍ସନ ଅଧୀନ ମାଡୁଆ ଗ୍ରାମର ରବି ରାଉତ(୫୦)ଙ୍କ ଜୀବନ ନେଇଛି ହିଂସ୍ର ଦନ୍ତା। ସୋମବାର ସନ୍ଧ୍ୟାରେ ଶୌଚ କରିବାକୁ ଯାଉଥିବା ବେଳେ ଅନ୍ଧାରୁଆ ସ୍ଥାନରେ ଥିବା ଉକ୍ତ ହାତୀ ତାଙ୍କୁ ଶୁଣ୍ଢରେ ଟେକି ନେଇ ଦଳିଦେଇଥିଲା। ସୂଚନା ପାଇ ରେଞ୍ଜର ଲୋହିତ ରଥ ବନ କର୍ମଚାରୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ମୃତକଙ୍କ ପରିବାରକୁ ୪୦ ହଜାର ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ମଙ୍ଗଳବାର ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ରାସୋଳ ଥାନା ପକ୍ଷରୁ ସୂଚନା ମିଳିଛି। ସୂଚନାଯୋଗ୍ୟ, ରବି ରାଉତଙ୍କ ଏକ ପୁଅ ଏବଂ ୨ ଝିଅ। ୭ଦିନ ତଳେ ପୁଅଙ୍କ ବିବାହ ହୋଇଥିଲା। ଏହି ଘଟଣା ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେ’ ଶେଷ ପର୍ଯ୍ୟନ୍ତ ୪ ଯୋଡ଼ା ସ୍ପେଶାଲ ଟ୍ରେନ୍‌ ବାତିଲ

ଭୁବନେଶ୍ୱର,୧୪।୫ (ବ୍ୟୁରୋ) : କରୋନା ପରିସ୍ଥିତି ପାଇଁ ଟ୍ରେନ୍‌ରେ ଯାତ୍ରୀ ସଂଖ୍ୟା ଧିରେ ଧିରେ କମିବାକୁ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସଂକ୍ରମଣ ଶୃଙ୍ଖଳକୁ ଭାଙ୍ଗିବା...

କୂଅରେ ପଡି ବାର୍‌ହା ମୃତ

ଛେଣ୍ଡିପଦା,୧୭।୯(ସ୍ବ.ପ୍ର)-ଛେଣ୍ଡିପଦା ଥାନା ଜରପଡା ବନାଞ୍ଚଳ ବସନ୍ତପୁର ଗ୍ରାମରେ ଥିବା ଏକ ଖୋଲା କୂଅରେ ଏକ ବାରହା ଖସିପଡ଼ି ମଙ୍ଗଳବାର ମୃତ୍ୟୁବରଣ କରିଛି। ବନବିଭାଗ ସୂତ୍ରରୁ ପ୍ରକାଶ,...

ଅର୍ବାନ କୋଅପରେଟିଭ୍‌ ବ୍ୟାଙ୍କ୍‌ ଋଣ ଠକେଇ: ୧୭ବର୍ଷ ପରେ ଆଉ ଜଣେ ଗିରଫ, ଜେଲ୍‌ ଗଲେ

ଭୁବନେଶ୍ୱର, ୩୦ା୫(ବ୍ୟୁରୋ): ଜାଲ୍‌ କାଗଜପତ୍ର ମାଧ୍ୟମରେ ବ୍ୟାଙ୍କରୁ ଋଣ ନେଇ ପରବର୍ତ୍ତୀ ସମୟରେ ଫେରାର ଥିବା ଅନ୍ୟତମ ଅଭିଯୁକ୍ତଙ୍କୁ ୧୭ବର୍ଷ ପରେ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ...

୨ ଦିନ କୋହଲା ପାଗ ସହ ବର୍ଷା: ୧୦ରୁ ସ୍ବାଭାବିକ ବଢ଼ିବ ଶୀତ

ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ଦୁଇ ଦିନ ଧରି ପାଗ କୋହଲା ରହିବା ସହ ଝିପିଝିପି ବର୍ଷା ହେଉଛି। ତେବେ ଏହିଭଳି ପାଗ ଶନିବାର ଓ ରବିବାର ଲାଗି...

ମୁକେଶ ଜୈନ ଗିରଫ

ବାଲେଶ୍ୱର ଅଫିସ,୧୧।୭: ପୁରୀ ରଥଯାତ୍ରା ପ୍ରସଙ୍ଗରେ ରାୟ ଦେଇଥିବା ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଏସ୍‌.ଏ. ବୋବଡେଙ୍କ ବିରୋଧରେ ସାମାଜିକ ଗଣମାଧ୍ୟମରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଅଭିଯୋଗରେ...

‘ସାମ୍ୟବାଦ୍‌ ଆନ୍ଦୋଳନର ଜନକ ଥିଲେ ଭଗବତୀ’

କଟକ ଅଫିସ, ୨୪ା୧୦: ମାକର୍‌ସବାଦୀ ଚିନ୍ତାଧାରାର ଆଦ୍ୟ ପ୍ରବର୍ତ୍ତକ ତଥା ମୁକ୍ତି ସଂଗ୍ରାମୀ ଭଗବତୀ ଚରଣ ପାଣିଗ୍ରାହୀଙ୍କ ୭୭ତମ ସ୍ମୃତି ସମାରୋହ କଟକ ବାଲୁବଜାରସ୍ଥିତ ଓଷ୍ଟା...

ଧାନ ବୋଝେଇ ୪ ଟ୍ରକ୍‌ ଜବତ

ରାଜନଗର,୩୦ା୪(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଅଞ୍ଚଳରୁ ଧାନବେପାରୀ ୪ଟି ଟ୍ରକ୍‌ରେ ଧାନ ବୋଝେଇ କରି କଲିକତା ଚାଲାଣ କରୁଥିଲେ। ବୁଧବାର ରାତିରେ...

ବ୍ୟାଙ୍କରେ ଶୂନ, କ୍ୟାଶ୍‌ବୁକ୍‌ରେ ସୁଧ ସହ ଅପ୍‌ଡେଟ୍‌: ଅନୁଗୋଳ ଜିଲାପାଳଙ୍କ ଆକାଉଣ୍ଟରୁ ୫୯ ଲକ୍ଷ ଗାଏବ

ଅନୁଗୋଳ ଅଫିସ, ୧୫।୯ – ଅନୁଗୋଳ ଜିଲାପାଳଙ୍କ ଆକାଉଣ୍ଟରୁ ୫୯ ଲକ୍ଷ ଟଙ୍କା ଗାଏବ କରାଯାଇଛି। ୨୦୧୭ ଡିସେମ୍ବର ୧୫ରୁ ୨୦୧୮ ମେ ୩୧ ମଧ୍ୟରେ...

Advertisement
Archives

Model This Week