ସାଇକେଲରେ ଫେରୁଥିବାବେଳେ ଘୋଷାଡ଼ି ନେଇ ଦଳିଦେଲା ଦନ୍ତା

କେନ୍ଦୁଝର,୧୧ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପିଢ଼ ରେଞ୍ଜ ଅନ୍ତର୍ଗତ ବାଂଶପାଳ ବ୍ଲକ ଅନ୍ତର୍ଗତ ଆଡାଳ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ନାମ ପର୍ଶୁ ମୁଣ୍ଡା ବୋଲି ଜଣାପଡ଼ିଛି। ଜଳଡିହି ଗ୍ରାମରୁ ସାଇକେଲରେ ରବିବାର ସନ୍ଧ୍ୟାରେ ଘରକୁ ଫେରୁଥିବା ବେଳେ ତାରମାକାନ୍ତ ଜଙ୍ଗଲରେ ଏକ ଦନ୍ତା ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ଦନ୍ତାଟି ତାଙ୍କୁ ଘୋଷାଡ଼ି ନେଇ ଦଳିଦେଇଥିଲା। ଖବର ପାଇ ବନ ବିଭାଗ କର୍ମଚାରୀ ସୋମବାର ସକାଳେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡ଼ିକାଲ ପଠାଇବା ସହ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…

ବୋଲେରୋ ଧକ୍କାରେ ସଫେଇ କର୍ମଚାରୀ ମୃତ: ରାସ୍ତାରୋକୋ କରି ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲେ…

ପାଇକମାଳ,୨୧।୩( ବଡ ଶତପଥୀ) : ନୃସିଂହନାଥ ମନ୍ଦିରରେ କର୍ମରତ ସଫେଇ କର୍ମଚାରୀ ସକାଳେ ନିଜ କାମ ସାରି ପୁଅକୁ ମେଡିକାଲ ନେବା ପାଇଁ ଘରକୁ ବାଇକରେ ଫେରୁଥିବାବେଳେ…

ରଥଯାତ୍ରା ପାଇଁ ବୁଗୁଡ଼ା ବନାଞ୍ଚଳରୁ ଗଲା ୧୬ ଖଣ୍ଡ ଫାଶି କାଠ

ବୁଗୁଡ଼ା,୨୧।୩(କାଳିଚରଣ ଦାଶ): ବୁଗୁଡ଼ା ପାଇଁ ଏକ ସୌଭାଗ୍ୟର ଦିନ। ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ତିଆରି ସକାଶେ ଦକ୍ଷିଣ ଘୁମୁସର ବନଖଣ୍ଡ ଅନ୍ତର୍ଗତ…

ମନ୍ଦିର ପ୍ରତିଷ୍ଠା, ନାମଯଜ୍ଞ ପାଇଁ ପ୍ରସ୍ତୁତି : ଅଧିକରୁ ଅଧିକ ଜନସମାଗମ ଆଶଙ୍କା

ଗଞ୍ଜାମ,୨୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକର କରପଡା ଗ୍ରାମରେ ଆସନ୍ତା ୨୨ରୁ ୨୬ ପର୍ଯ୍ୟନ୍ତ ୫ ଦିନ ବ୍ୟାପି ମହା ଆଡମ୍ବରରେ ମା’ ବୁଢ଼ୀ ଠାକୁରାଣୀ ଏବଂ…

କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟକମାନଙ୍କ ଉତ୍ତର: ଆକ୍ସନ ମୋଡରେ ନବୀନ

ଭୁବନେଶ୍ୱର,୨୧।୧: କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟକମାନଙ୍କ ଉତ୍ତର ଉପରେ ପ୍ରତିକ୍ରିୟା ରଖିଲେ ବିଜେଡି ଶୃଙ୍ଖଳା କମିଟି ସଦସ୍ୟ ସାରଦା ଜେନା। ସେ କହିଛନ୍ତି, ଉତ୍ତର ସନ୍ତୋଷଜନକ…

ଗଛରେ ପିଟିହୋଇ ଓଲଟିଲା କାର୍‌: ଆଖିବୁଜିଦେଲେ ,ଶାଳା,ଭିଣୋଇ

ନନ୍ଦପୁର,୨୧ା୩(ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ଗୁରୁବାର ରାତିରେ ଏକ କାର୍‌ ରାସ୍ତା ପାର୍ଶ୍ୱ ଥିବା ଆମ୍ବଗଛକୁ…

ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ: ନାଟକ ‘ପଲ୍ଲୀରୁ ଦିଲ୍ଲୀ ’ ମଞ୍ଚସ୍ଥ…

ଦିଗପହଣ୍ଡି,୨୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତ ଅନ୍ତର୍ଗତ ମେଘଝୋଳି ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହେଇଯାଇଛି…

ମା’ କନକ ଦୁର୍ଗାଙ୍କ ଚନ୍ଦ୍ରଘଣ୍ଟା ବେଶ: ଭକ୍ତଙ୍କ ଭିଡ଼

ଦେବଗଡ,୨୧।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ତୃତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶନିବାର ମା’ କନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri