ଚାଷୀଙ୍କୁ ଦଳିଦେଲା ହାତୀ

ଭଞ୍ଜନଗର,୨୭।୧୨(ଡି.ଏନ.ଏ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଗାଲେରୀ ରେଞ୍ଜରେ ହାତୀ ଆତଙ୍କ ଦେଖାଦେଇଛି। ରବିବାର ଅପରାହ୍ନ ପ୍ରାୟ ୨ଟାରେ ବଦାଙ୍ଗି ନୂଆପଲ୍ଲୀର ଚାଷୀ ଶୁକ୍ରିୟା ନାଇକ (୫୫)ଙ୍କୁ ହାତୀ ଦଳି ମାରିଦେଇଛି। ମୃତଦେହକୁ ହାତୀପଲ ଘେରି ରହିଛନ୍ତି। ସନ୍ଧ୍ୟାସୁଦ୍ଧା ବନ କର୍ମଚାରୀ ଘଟଣାସ୍ଥଳକୁ ଯାଇ ମୃତଦେହ ଆଣିପାରି ନାହାନ୍ତି। ରାତିହେଲେ ହାତୀପଲ ଜଙ୍ଗଲକୁ ଫେରିବା ସମ୍ଭାବନା ରହିଛି। ଏଥିସହ ଗାଲେରୀର ଜଣେ ନାବାଳକ ଗଣେଶ ଗୌଡ଼ ମଧ୍ୟ ଗୁରୁତର ହୋଇଛନ୍ତି। ତାଙ୍କୁ ଗାଲେରୀ ମେଡ଼ିକାଲରେ ପ୍ରାଥମିକ ଚିକିସତ୍ା ପରେ ଭଞ୍ଜନଗର ମେଡ଼ିକାଲ ପଠାଯାଇଛି। ଡ଼ିଏଫ୍‌ଓ ଅଭୟ କୁମାର ଦଳେଇ, ଏସିଏଫ୍‌ ସୁଦର୍ଶନ ବାଦୀ, ରେଞ୍ଜର ଉମାକାନ୍ତ ଦାସ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁକୁ ଝୁଣି ପକାଇଲେ କୁକୁରପଲ, ମୁଣ୍ଡରେ ଲାଗିଛି ଆଘାତ, ଡାକ୍ତର କହିଲେ…

ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମ ସାରଙ୍ଗ ବିହାର ଛକ ନିକଟରେ ଏକ ଭଡ଼ାଘରେ ରହୁଥିବା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା…

ମହାଯଜ୍ଞ ନିମନ୍ତେ ପ୍ରସ୍ତୁତି ଶେଷ: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ମହାଯଜ୍ଞ ପରିଚାଳନା କମିଟି ପକ୍ଷରୁ…

ଦିଗପହଣ୍ଡି,୨୩।୫(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ…

ପାରିବାରିକ କଳହର ଉଗ୍ରରୂପ: ଶଳାଙ୍କୁ ବସ୍‌ଷ୍ଟାଣ୍ଡରେ ଛୁରାମାଡ଼ କଲେ ଭିଣୋଇ

ଆସିକା,୨୩ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବସ୍‌ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନରେ ଭିଣୋଇଙ୍କ ଛୁରାମାଡ଼ରେ ଶଳା ଗୁରୁତର ହୋଇଛନ୍ତି। ଆହତ ଶଳା ହେଉଛନ୍ତି କଂସ ଡାକୁଆ (୨୫)…

ପୋତାଗଡ଼ ଗଡଖାଇରୁ ଆହତ ହରିଣ ଉଦ୍ଧାର, ବନ ବିଭାଗକୁ ହସ୍ତାନ୍ତର କଲେ ସ୍ଥାନୀୟ ଯୁବକ

ଗଞ୍ଜାମ,୨୩।୫(ଅନାଥ ତରାଇ ): ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗ ନିକଟରୁ ଏକ ଅସହାୟ ହରିଣକୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ପୋତାଗଡ଼…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫(ଅନାଥ ତରାଇ/ଦିଲ୍ଲୀପ ସାମଲ)ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

ଛତ୍ରପୁରରେ ଓଡିଶା ମାନବାଧିକାର କମିଶନଙ୍କ କ୍ୟାମ୍ପ କୋର୍ଟ : ୨୨ ମାମଲାର ତତ୍କାଳ ସମାଧାନ, ୭ଟିର ତଦନ୍ତ ରିପୋର୍ଟ ତଲବ

ଛତ୍ରପୁର,୨୨ା୫(ଦିଲୀପ ସାମଲ): ଓଡିଶା ମାନବାଧିକାର କମିଶନ ତରଫରୁ ଶୁକ୍ରବାର ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଠାରେ ଏକ କ୍ୟାମ୍ପ କୋର୍ଟ ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri