ମହିଳାଙ୍କୁ ଦଳିଦେଲା ହାତୀ

ବାଣପୁର,୧୪ା୮(ଦିଲ୍ଲୀପ କୁମାର ସ୍ବାଇଁ): ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ନୀଳାଦ୍ରି ପ୍ରସାଦ ପଞ୍ଚାୟତ ପୁଞ୍ଜିଆମା ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା। ସୋମବାର ସକାଳୁ ପାଣ୍ଡବ ପ୍ରଧାନଙ୍କ ସ୍ତ୍ରୀ ରଞ୍ଜନା ଘର ପଛପଟ ବିଲକୁ ଯାଇଥିବା ବେଳେ ହଠାତ୍‌ ଏକ ଦନ୍ତା ହାତୀ ଆସି ତାଙ୍କୁ  ଆକ୍ରମଣ କରିଥିଲା। ଏନେଇ ଗ୍ରାମବାସୀ ବାଲୁଗାଁ ରେଞ୍ଜ ଧୂଆଁନଲି ସେକ୍ସନ ଫରେଷ୍ଟ ବିଭାଗକୁ ଖବର ଦେବାରୁ ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ ପହଞ୍ଚି ଗୁରୁତର ଅବସ୍ଥାରେ ରଞ୍ଜନାଙ୍କୁ ଚିକିତ୍ସା ପାଇଁ ବାଣପୁର ଡାକ୍ତରଖାନାକୁ ନେଇଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri