ଟ୍ରାଙ୍କୁଲାଇଜ୍‌ ବେଳେ ବନ ଅଧିକାରୀଙ୍କୁ ଶୁଣ୍ଢରେ କଚାଡ଼ିଲା ହାତୀ: ଦୁଇ ଆହତ

ନିରାକାରପୁର,୨୨ା୧୧(ଡି.ଏନ୍‌.ଏ.): ଦୀର୍ଘ ଦିନହେଲା ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ଭୂଷଣ୍ଡପୁର ଫରେଷ୍ଟର ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ିବା ସହିତ ଧନଜୀବନ ହାନି ଘଟୁଛି। ଏହାକୁ ରୋକିବା ପାଇଁ ବନ ବିଭାଗ ବିଫଳ ହେବା ପରେ ହାତୀର ଗତି ବିଧିଉପରେ ନଜର ରଖିବା ପାଇଁ ଆଜି ଭୋର୍‌ ସମୟରେ ବନ ବିଭାଗ ପକ୍ଷରୁ ହାତୀକୁ ଟ୍ରାଙ୍କୁଳାଇଜ କରାଯାଇଥିଲା। ଏହି ସମୟରେ ଦୁଇ ବନ ଅଧିକାରୀ ଆହତ ହୋଇଛନ୍ତି। ଭୂଷଣ୍ଡପୁର ଫରେଷ୍ଟର ସିଧୁ ଚରଣ ସିଂଙ୍କ ଛାତିରେ ହାତୀ ପାଦ ପକାଇଦେଇଥିବା ବେଳେ ଏସିଏଫ୍‌ଙ୍କୁ ଶୁଣ୍ଢରେ କଚାଡ଼ି ଦେଇଥିଲା। ଆହତ ଦୁଇ ବନ ଅଧିକାରୀଙ୍କୁ ଭୁବନେଶ୍ୱରସ୍ଥିତ ଏମ୍‌ସ ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ମୃତ୍ୟୁ ଖବର ଶୁଣି ଟଳିପଡ଼ିଲେ ସ୍ତ୍ରୀ

ଯାଜପୁର ସଦର,୫।୪(ଡି.ଏନ୍‌.ଏ): ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣିବା କ୍ଷଣି ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି। ଏଭଳି ଦୁଃଖଦ ଘଟଣା ଘଟିଛି ଯାଜପୁର ସଦର ଥାନା ଅନ୍ତର୍ଗତ...

କରୋନା ଲକ୍ଷଣ ଲୁଚାଇଲେ ଆପଣ ଲୁଚିଯିବେ: ବାଗ୍‌ଚୀ

ଭୁବନେଶ୍ୱର,୩।୭(ବ୍ୟୁରୋ): ୪୫ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ଘରକୁ ଘର ବୁଲି ସର୍ଭେ ହେଉଛି। ଗାଁର ପ୍ରତି ଘର ଏବଂ ସହରର ପ୍ରତି ବସ୍ତି ଅଞ୍ଚଳରେ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଏସଡ଼ିସିସି ବ୍ୟାଙ୍କ ଦେଲା ୫ଲକ୍ଷ ଟଙ୍କା

ବରଗଡ଼ ଅଫିସ୍‌,୩୧।୩-ବରଗଡ଼ସ୍ଥିତ ସମ୍ବଲପୁର ଜିଲା ସମବାୟ କେନ୍ଦ୍ର ବ୍ୟାଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ଏ ନେଇ ବ୍ୟାଙ୍କର...

ସଚେତନ ହେଲେ କର୍କଟ ରୋଗକୁ ଦୂରେଇ ହେବ

ବ୍ରହ୍ମପୁର ଅଫିସ,୫ା୨-କର୍କଟ ରୋଗର ଅରୋଗ୍ୟ ସମ୍ଭବ। ପ୍ରାୟ ୪୦ରୁ ୫୦ ପ୍ରତିଶତ କର୍କଟରୋଗର ସମ୍ପୂର୍ଣ୍ଣ ଆରୋଗ୍ୟ ବର୍ତ୍ତମାନ ସମ୍ଭବ ହୋଇପାରୁଛି। ସାରା ବିଶ୍ୱରେ ପ୍ରତି ମିନିଟରେ...

ମାଛ ଧରା ଜାଲରେ ଲାଗିଲା ବ୍ୟାଗ ଭର୍ତ୍ତି ଅଚଳ ଟଙ୍କା

ବାରଙ୍ଗ,୨୨ା୭(ଡି.ଏନ.ଏ.): ପୁରୀ ମେନ କେନାଲରୁ ବୁଧବାର ବ୍ୟାଗ ଭର୍ତ୍ତି ଥିବା ଅଚଳ ଟଙ୍କା ମିଳିଛି। ଅପରାହ୍ନ ସମୟରେ ସ୍ଥାନୀୟ ଗ୍ରାମର ଜଣେ ମାଛଧରାଳି କେନାଲରେ ଜାଲ...

ପୁରୀର ୩୨ ହଜାର ପରିବାର ସେବା ପାଇବେ

ପୁରୀ ଅଫିସ,୧୪ା୧୦:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ସୁଜଳ ଯୋଜନା ବା ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ମିଶନର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ୱର ଓ...

ଖୋଲା ଆକାଶ ତଳେ ଶୋଇପାରିବେନି ପିଲା

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ):ରାଜ୍ୟର ଅଧିକାଂଶ ସହରାଞ୍ଚଳରେ ପିଲାମାନେ ନିଜ ବାସହୀନ ପରିବାରଙ୍କ ସହ ଖୋଲା ଆକାଶ ତଳେ ରହୁଛନ୍ତି। ଶୀତ ଦିନରେ କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆସିବା...

ଟ୍ରାକ୍ଟର ଧକ୍କାରେ ୨ ବାଇକ୍‌ ଆରୋହୀଙ୍କ ଜୀବନ ଗଲା

ଢେଙ୍କାନାଳ ଅଫିସ, ୨୯।୩: ଢେଙ୍କାନାଳ ଜିଲା ଗଁଦିଆ ଥାନା କାଲୁରିଆ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ବାଲିଘାଟରୁ ବାଲି ବୋଝେଇକରି ଫେରୁଥିବା...

Advertisement
Archives

Model This Week