ଟ୍ରେନ୍‌ ଧକ୍କାରେ ଦନ୍ତା ଗୁରୁତର

କେନ୍ଦୁଝର,୮।୫: କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଶଗଡ଼ପଟା ଗ୍ରାମ ନିକଟରେ ମାଲବାହୀ ଟ୍ରେନ୍‌ ଧକ୍କାରେ ଏକ ଦନ୍ତା ହାତୀ ଗୁରୁତର ଆହତ ହୋଇଛି। ହାତୀର ଆଗ ଗୋଡ଼ରେ ମାଡ଼ ହୋଇଥିବା ବେଳେ ବନ ବିଭାଗ କର୍ମଚାରୀ ପହଞ୍ଚି ଚିକିତ୍ସା ଆରମ୍ଭ କରିଛନ୍ତି। ହାତୀର ବୟସ ପ୍ରାୟ ୩୦ ବର୍ଷ ହେବ ବୋଲି ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନର ଡିଏଫ୍‌ଓ ଅଜିତ ଶତପଥୀ ସୂଚନା ଦେଇଛନ୍ତି। ପ୍ରକାଶ ଥାଉକି, ଏହି ଗୋଟିକିଆ ଦନ୍ତା କିଛିଦିନ ହେଲା ଅଞ୍ଚଳରେ ବୁଲାବୁଲି କରୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୩ ରାଜ୍ୟରେ ପ୍ରବଳ ଗରମ ସତର୍କତା: ଜାଣନ୍ତୁ ଏହି ସପ୍ତାହରେ ସାରା ଦେଶରେ ପାଗ କିପରି ରହିବ…

ନୂଆଦିଲ୍ଲୀ,୧୬।୪: IMD ଅନୁଯାୟୀ, ଉତ୍ତର-ପଶ୍ଚିମ ଭାରତରେ ପଶ୍ଚିମା ପବନ ସହିତ ଏକ ପଶ୍ଚିମା ଝଡ ସକ୍ରିୟ ଅଛି। ଏପ୍ରିଲ ୧୬ ତାରିଖ ରାତିରେ ଏକ ନୂତନ କିନ୍ତୁ…

ଟ୍ରମ୍ପଙ୍କୁ ନୂଆ ଧମକ ଦେଲା ଇରାନ, ଆମେରିକୀୟ ଜାହାଜକୁ ବୁଡ଼ାଇ….

ତେହରାନ୍‌,୧୬।୪: ଇସଲାମାବାଦରେ ଇରାନ ସହିତ ଆଲୋଚନା ବିଫଳ ହେବା ପରେ, ଆମେରିକା ଆରବ ଏବଂ ଓମାନ ଉପସାଗର ଅଞ୍ଚଳରେ ଥିବା ଇରାନ ବନ୍ଦରଗୁଡ଼ିକରେ ପ୍ରବେଶ କରୁଥିବା କିମ୍ବା…

CSKକୁ ବଡ଼ ଝଟ୍‌କା: IPL 2026ରୁ ବାଦ୍‌ ପଡ଼ିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଆଉ ଜଣେ ଖେଳାଳି IPL 2026ରୁ ବାଦ ପଡ଼ିଛନ୍ତି। ଷ୍ଟାର ଫାଷ୍ଟ ବୋଲର ଖଲିଲ ଅହମ୍ମଦଙ୍କୁ ଆଘାତ ଯୋଗୁ ଚଳିତ ସିଜିନରୁ…

୨ ଦିନ ହେବ ଛାତ୍ରାବାସ ଆସିଥିଲେ ପ୍ରଶାନ୍ତ: ଆଜି ମିଳିଲା ମୃତଦେହ, ଖେଳିଗଲା ଚାଞ୍ଚଲ୍ୟ

ନବରଙ୍ଗପୁର,୧୬।୪(ସଦାଶିବ ପ୍ରହରାଜ): ଛାତ୍ରାବାସରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ଶବ ଉଦ୍ଧାର କରାଯାଇଛି। ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ଥିବାବେଳେ ଏହାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ…

ଗାଁ ଗାଁରେ ବଢୁଛି କୋଚିଙ୍ଗ ସେଣ୍ଟର: ସରକାରୀ ନିୟମକୁ ଫୁ’

କୃଷ୍ଣପ୍ରସାଦ,୧୬।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଶିକ୍ଷାର ବିକାଶ ପାଇଁ ସରକାର ତତ୍ପର ହୋଇ ଉଠିଛନ୍ତି। ଆଧୁନିକ ଶିକ୍ଷାର ଉନ୍ନତୀକରଣ ପାଇଁ ସର୍ବଭାରତୀୟସ୍ତରରେ ଆରମ୍ଭ ହୋଇଛି ଉଦ୍ୟମ। ଏଥିପାଇଁ ଚଳିତବର୍ଷ…

IMFର ଚେତାବନୀ; ଯଦି ତୈଳ ମୂଲ୍ୟ ଅଧିକ ରୁହେ, ବିଶ୍ୱ ଉପରେ ପଡ଼ିବ ଏହି ସଙ୍କଟ

ନୂଆଦିଲ୍ଲୀ,୧୬।୪: ଇଣ୍ଟରନ୍ୟାସନାଲ ମୋନିଟାରୀ ଫଣ୍ଡ(IMF) ମୁଖ୍ୟ କ୍ରିଷ୍ଟାଲିନା ଜର୍ଜିଭା ବିଶ୍ୱ ଅର୍ଥନୀତି ସମ୍ପର୍କରେ ଚିନ୍ତା ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ଯଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ…

କେନ୍ଦ୍ରୀୟ ବିଦ୍ୟାଳୟ ଛତ୍ରପୁରର ପ୍ରଥମ CBSE ଦଶମ ପରୀକ୍ଷାଫଳ: ୧୦୦% ସଫଳତା

ଛତ୍ରପୁର,୧୬।୪(ଦିଲ୍ଲୀପ ସାମଲ): କେନ୍ଦ୍ରୀୟ ବିଦ୍ୟାଳୟ ଛତ୍ରପୁର ପ୍ରଥମ CBSE ଦଶମ ଶ୍ରେଣୀ(୨୦୨୬) ପରୀକ୍ଷାରେ ଶତପ୍ରତିଶତ ଫଳାଫଳ ଅର୍ଜନ କରି ଏକ ଗୌରବମୟ ସଫଳତା ହାସଲ କରିଛି। ମୋଟ…

ଏଆରଏସଏସ ରାସ୍ତା କାମରେ ଠକେଇ: ଉଠିଯାଉଛି ପିଚୁ

କୃଷ୍ଣପ୍ରସାଦ,୧୬।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଗଞ୍ଜାମ ଜିଲା ସୀମାଠାରୁ କୃଷ୍ଣପ୍ରସାଦ ଗଡ଼ ଯାଏ ପକ୍କା ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ୨୩ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri