ମହାନଦୀ ପଠାରେ ଫସି ରହିଛନ୍ତି ହାତୀପଲ

ବାଙ୍କୀ,୨୪ା୧: କଟକ ଜିଲା ବାଙ୍କୀ ବ୍ଲକ କଇଁମୁଣ୍ଡି ନିକଟ ମହାନଦୀ ପଠାରେ ଏକ ହାତୀପଲ ଫସି ରହିଛନ୍ତି। ଶନିବାର ରାତିରେ ଆଠଗଡ଼ ସୁକାସନ ସଂରକ୍ଷିତ ଜଙ୍ଗଲରୁ ହାତୀପଲ ଡମପଡ଼ା ଚନ୍ଦକା ଅଭୟାରଣ୍ୟକୁ ଫେରୁ ଥିବାବେଳେ ଘନ କୁହୁଡି ଯୋଗୁ ଆଗକୁ ଯାଇ ନ ପାରି ନଦୀ ପଠାରେ ଅଟକି ଯାଇଥିଲେ। ଏହାଦେଖି କଇଁମୁଣ୍ଡି ଗ୍ରାମବାସୀ ବନ ବିଭାଗରେ ଖବର ଦେଇଥିଲେ। ପରେ ଡମପଡ଼ା ଚନ୍ଦକା ଅଭୟାରଣ୍ୟ ଅଧୀନ ଭାଗୀପୁର ବନଖଣ୍ଡ କର୍ମଚାରୀ ପହଞ୍ଚତ୍ ହାତୀ ପଲର ଗତିବିଧି ଅନୁଧ୍ୟାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ହେବ ଜିମ୍ନାଷ୍ଟିକ୍‌ ହାଇପରଫର୍ମାନ୍ସ ସେଣ୍ଟର

ଭୁବନେଶ୍ୱର,୯।୪(ବ୍ୟୁରୋ): ଓଡ଼ିଶାରେ ଜିମ୍ନାଷ୍ଟିକ୍‌ ହାଇପରଫର୍ମାନ୍ସ ସେଣ୍ଟର ନିର୍ମାଣ ହେବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଜାପାନର କ୍ୱୋଟୋଠାରେ ଶନିବାର ରାଜ୍ୟ କ୍ରୀଡ଼ା ବିଭାଗ ଓ ଆର୍ସେଲର...

ପୁଣି ସୁସ୍ଥ ହେଲେ ଏନ୍‌ଡିଆରଏଫ୍‌ର ୩୬ ଯବାନ

ନରାଜ,୨୦ା୬ (ଡି.ଏନ.ଏ.): କଟକ ମୁଣ୍ଡଳୀସ୍ଥିତ ତୃତୀୟ ବାଟାଲିୟନ ଏନ୍‌ଡିଆରଏଫ୍‌ର ୫୧ ଯବାନ କରୋନାରେ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଗୁରୁବାର ୧୩ଜଣ ସୁସ୍ଥ ହୋଇ ଫେରିଥିବାବେଳେ...

‘ମଣିଷ ସତ୍ୟର ସନ୍ଧାନୀ ହେଉ’

କଟକ ଅଫିସ,୯।୪: ଭଗବାନଙ୍କ ସୃଷ୍ଟିରେ ମନୁଷ୍ୟକୁ ଅମୃତମୟ ଦୃଷ୍ଟିରେ ଦେଖିବା, ମଧୁର ବାଣୀ ବିତରଣ କରିବା ଏକାନ୍ତ ଆବଶ୍ୟକ। ନିଜ ସୁଖସ୍ବାଚ୍ଛନ୍ଦ୍ୟ ସହିତ ଅନ୍ୟର ସୁଖଦୁଃଖରେ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୬୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୨୬୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୩୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୦୪, ସୁନ୍ଦରଗଡରୁ ୧୭୧,...

ହନୁମତିଆ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ: ତଳମୁଣ୍ଡକୁ ପାଣି ଆସୁନି, ଚାଷୀ ହନ୍ତସନ୍ତ

ତେଲକୋଇ, ୨୫ା୧(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ହନୁମତିଆ କ୍ଷୁଦ୍ର ଜଳ ସେଚନ (ଡିମିରିଆ)ପ୍ରକଳ୍ପରୁ ତଳ ମୁଣ୍ଡକୁ ଜଳ ଯୋଗାଣ ହୋଇପାରୁନାହିଁ । ଏଥିଯୋଗୁ ସୂର୍ଯ୍ୟମୁଖି, ଆକୁଳ ମକା,...

ଜିଲାସ୍ତରୀୟ କ୍ଷୁଦ୍ର ପ୍ରଦର୍ଶନୀ ଉଦ୍‌ଯାପିତ

ଦେବଗଡ଼,୧୯ା୧(ଡ଼ି.ଏନ୍‌.ଏ.)-ଓରମାସ ଏବଂ ଜିଲା ପ୍ରଶାନର ମିଳିତ ଆନୁକୂଲ୍ୟରେ ଗତ ୨ରୁ ସ୍ଥାନୀୟ ଶନି ମନ୍ଦିର ନିକଟରେ ଆୟୋଜିତ ହେଉଥିବା ଜିଲାସ୍ତରୀୟ କ୍ଷୁଦ୍ର ପ୍ରଦର୍ଶନୀ ଗତ ୧୬...

ଛତୁଆର ମାନ ବୃଦ୍ଧି ସହ ପୁଷ୍ଟିସାଧନ ଲକ୍ଷ୍ୟ: ‘ମୋ ଛତୁଆ’ ୱେବ୍‌ସାଇଟ୍‌, ଆପ୍‌ ଉନ୍ମୋଚିତ

ଭୁବନେଶ୍ୱର,୧୮।୮(ବ୍ୟୁରୋ):ସମନ୍ବିତ ଶିଶୁ ବିକାଶ ଯୋଜନାରେ ପରିପୂରକ ଖାଦ୍ୟ କାର୍ଯ୍ୟକ୍ରମରେ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକରେ ଛତୁଆ ଯୋଗାଣ ବ୍ୟବସ୍ଥାରେ ଅଧିକ ସ୍ବଚ୍ଛତା ଏବଂ କ୍ରିୟାଶୀଳତା ଆଣିବା ଲକ୍ଷ୍ୟ ରଖାଯାଇଛି।...

ଆକର୍ଷଣୀୟ ଐତିହ୍ୟସ୍ଥଳ ତାଲିକା:କୋଣାର୍କ, ପୁରୀକୁ ସ୍ଥାନିତ ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ଦାବି

ଭୁବନେଶ୍ୱର, ୯।୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ପ୍ରସ୍ତୁତ ୧୭ଟି ଆକର୍ଷଣୀୟ ଐତିହ୍ୟସ୍ଥଳ ତାଲିକାରେ ଓଡ଼ିଶାର ପ୍ରସିଦ୍ଧ କୋଣାର୍କ ମନ୍ଦିର ଓ ଶ୍ରୀଜଗନ୍ନାଥ ଧାମ...

Advertisement
Archives

Model This Week