ଧାନଫସଲ ନଷ୍ଟ କଲେ ହାତୀପଲ

ଢେଙ୍କାନାଳ ଅଫିସ,୪ା୧: ଢେଙ୍କାନାଳ ସଦର ବ୍ଲକ ନୂଆଗାଁ ଏବଂ ଗୋଡ଼ି ସାହିରେ ଗୁରବାର ସକାଳେ ୪୦ ହାତୀ ପଶି ଉପଦ୍ରବ ଘଟାଇଛନ୍ତି। କ୍ଷେତରେ ପଶି ଦଳଚକଟି ଏକର ଏକର ଧାନଫସଲ ନଷ୍ଟ କରିଛନ୍ତି। ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହାତୀପଲଙ୍କୁ ଘଉଡ଼ାଇବା ଉଦ୍ୟମ ଜାରି ରଖିଛନ୍ତି। ଅନ୍ୟପକ୍ଷରେ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଗ୍ନ ସରକାରୀ କାର୍ଯ୍ୟାଳୟରେ ଖାଲି କଫ ସିରପ ଶିଶି, ଅଞ୍ଚଳବାସୀ କହିଲେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକର ଏକ ପରିତ୍ୟକ୍ତ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ପରିସରରେ ବହୁ ସଂଖ୍ୟକ କଫ ସିରପର ଖାଲି ଶିଶି ପଡ଼ିଥିବା…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ପୂର୍ବତନ ବିଧାୟକଙ୍କ ଜନ୍ମଜୟନ୍ତୀ ସମାରୋହ

ଦିଗପହଣ୍ଡି,୧୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏକ କଲ୍ୟାଣମଣ୍ଡପରେ ପୂର୍ବତନ ବିଧାୟକ ତଥା ପ୍ରବୀଣ କୃଷକ ନେତା ସ୍ବର୍ଗତ ବିଶ୍ୱନାଥ ସାହୁ ଜନ୍ମ ଶତବାର୍ଷିକୀ…

ରେଳଧାରଣାରୁ ମିଳିଲା ଯୁବତୀଙ୍କ ମୃତଦେହ, ବଢ଼ିଲା ସନ୍ଦେହ…

ଛତ୍ରପୁର,୧୨।୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ନିକଟ ହୁମ୍ବର ଗ୍ରାମ ଦେଇ ଯାଉଥିବା ଚେନ୍ନାଇ-ହାୱଡ଼ା ରେଳଧାରଣା କଡ଼ରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି।…

୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ…

ନିଶାମୁକ୍ତ ଓଡ଼ିଶା ପାଇଁ ସରକାରଙ୍କ ବଡ଼ ମାଷ୍ଟର ପ୍ଲାନ

ଭୁବନେଶ୍ୱର,୧୨।୭: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏହାର ଅନୁମୋଦନ ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ଯାତ୍ରୀ ଭାବେ ବସ୍‌ରେ ଯାତ୍ରା କଲେ ମନ୍ତ୍ରୀ, କଣ୍ଡକ୍ଟର କହିଲେ ଖୁଚୁରା ନାହିଁ ଯଦି ଓହ୍ଲାଇ ଯାଅ…

ବେଙ୍ଗାଲୁରୁ,୧୨।୭: ଶନିବାର ରାତିରେ କର୍ନାଟକ ପରିବହନ ମନ୍ତ୍ରୀ ବାଇରାଥୀ ସୁରେଶ ବେଙ୍ଗାଲୁରୁରେ BMTC ବସ୍‌ଗୁଡ଼ିକର ଅଚାନକ ଯାଞ୍ଚ କରିଥିଲେ । ଯାତ୍ରୀଙ୍କ ସୁବିଧା ମୂଲ୍ୟାଙ୍କନ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri