ଗାଁରେ ପଶିଲା ହାତୀ, ଗ୍ରାମବାସୀ ଭୟଭୀତ

ରୂପ୍‌ସା,୨୫ା୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଜହତା ଗ୍ରାମରେ ଶୁକ୍ରବାର ସକାଳେ ଏକ ଦନ୍ତାହାତୀ ପଶି ଆସିଥିବା ଦେଖିବାକୁ ମିଳିଛି। ଜଣେ ଚାଷୀଙ୍କ ଆଖୁ ଫସଲ ନଷ୍ଟ କରିବା ଦେଖି ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି। ବନବିଭାଗକୁ ଖବର ଦିଆଯାଇଛି। ମୟୁରଭଞ୍ଜ ପଟୁ ଏହି ହାତୀଟି ନଦୀ ପାରି ହୋଇ ପଶି ଆସିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ମାଂସ ଜବତ, ଜଣେ ଗିରଫ

କେନ୍ଦୁଝର,୪।୪(ସ୍ବ.ପ୍ର.): କେନ୍ଦୁଝର ବନଖଣ୍ଡ ତେଲକୋଇ ବନାଞ୍ଚଳ ଗୋଳାବନ୍ଧ ବିଟ ବିଞ୍ଜ ବାହାଳ ଗ୍ରାମରେ ବନବିଭାଗ ଚଢାଉ କରି ଜଣଙ୍କୁ ଗିରଫ କରିବା ସହିତ ୨୫କେଜି ବାର୍‌ହା...

ସାହାଜଖୋଲରେ ପଶିଲା ଗୋଠଛଡ଼ା ଦନ୍ତା

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ସାହାଜ ଖୋଲ ସଂରକ୍ଷିତ ଜଙ୍ଗଲରେ ପଡୋଶୀ ନବରଙ୍ଗପୁର ଜିଲା ପଟୁ ଏକ ଗୋଠଛଡ଼ା ଦନ୍ତା ହାତୀ...

ପ୍ରଦୂଷଣ ବଢାଉଛି ବିରାଜ ଷ୍ଟିଲ୍‌

ସମ୍ବଲପୁର,୩୦ା୬(ଶୁଭାଶିଷ ପାଢ଼ୀ): ଚିମିନିରୁ ଅନବରତ ନିଷ୍କାସିତ ହେଉଛି କଳା ଧୂଆଁ। ବାୟୁମଣ୍ଡଳରେ ଉଡୁଛି ଧୁଳିଗୁଣ୍ଡ। ପୂର୍ବପରି ଆଉ ଚାଷ ବି ହେଉନି। ମଣିଷ, ଜୀବଜନ୍ତୁଙ୍କ ଉପରେ...

କାଠଯୋଡ଼ିିକୁ ପ୍ରଦୂଷିତ ପାଣି ଛାଡ଼ ନାହିଁ: ହାଇକୋର୍ଟ

କଟକ ଅଫିସ,୨୯ା୩:ଖାନ୍‌ନଗରଠାରେ କାଠଯୋଡ଼ି ନଦୀରେ ମିଶୁଥିବା ପ୍ରଦୂଷିତ ଜଳକୁ ବନ୍ଦ କରିବାକୁ ହାଇକୋର୍ଟ ସୋମବାର କଟକ ମହାନଗର ନିଗମ(ସିଏମ୍‌ସି)କୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି...

ବ୍ୟାପୁଛି ଝାଡ଼ାବାନ୍ତି :ଜଣେ ମୃତ, ୧୫ରୁ ଊର୍ଦ୍ଧ୍ୱ ଗୁରୁତର

ସଜନାଗଡ/ବାହାନଗା, ୫।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ବ୍ଲକ ବାଇଗଡ଼ିଆ ଗ୍ରାମରେ ଜଣଙ୍କ ଶୁଦ୍ଧିକ୍ରିୟା ଭୋଜି ଖାଇ ୧୫ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବାବେଳେ ଜଣକର ମୃତ୍ୟୁ...

ଭିଜିଲାନ୍ସ ଜାଲରେ ପ୍ରାଣୀଧନ ଚିକିତ୍ସାଅଧିକାରୀ

ଆସିକା,୧୬ା୬(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବ୍ଲକ ପ୍ରାଣୀଧନ ଚିକିତ୍ସାଅଧିକାରୀ ରବି ନାରାୟଣ ସାହୁ ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଛନ୍ତି । ମୋବାଇଲ ଭେଟନାରୀ...

ଛତ୍ରପୁରରେ କରୋନା ସ୍ଥିତି ଅସମ୍ଭାଳ: ୩ ଦିନରେ ଚିହ୍ନଟ ହେଲେଣି ୮୭ ପଜିଟିଭ୍‌

ଛତ୍ରପୁର,୨୦ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସହର ଓ ବ୍ଲକ ଅଧୀନ ଗ୍ରାମାଞ୍ଚଳରେ କରୋନା ପରିସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଜିଲା ହେଡକ୍ୱାର୍ଟରରେ ଦିନକୁ ଦିନ କରୋନା...

ନାତୁଣୀକୁ ମାଡ଼ ମାରି ଜେଜେ ମା’ ଗିରଫ

ବନ୍ତଳା, ୫।୮(ଡି.ଏନ.ଏ.) ୩ ବଷର୍ର୍ର ନାତୁଣୀକୁ ମାଡ଼ ମାରିବା ଓ ଦୀର୍ଘ ସମୟ ଘରେ ତାଲା ପକାଇ ରଖିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜେଜେ ମା’। ଏଭଳି...

Advertisement
Archives

Model This Week