ଭଞ୍ଜନଗର,୭ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଲାଠିପଡ଼ା ବିଟ୍ ଢଉପଲ୍ଲୀ କାଜୁ ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ବିଦ୍ୟୁତ୍ତାର ଲାଗି ଦନ୍ତାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବନବିଭାଗ ଏହାର ତଦନ୍ତ କରୁଛି।
ଭଞ୍ଜନଗର,୭ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଲାଠିପଡ଼ା ବିଟ୍ ଢଉପଲ୍ଲୀ କାଜୁ ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ବିଦ୍ୟୁତ୍ତାର ଲାଗି ଦନ୍ତାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବନବିଭାଗ ଏହାର ତଦନ୍ତ କରୁଛି।
ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...
ନୂଆଦିଲ୍ଲୀ, ୨୭।୧୨: ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...
ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍ ଟ୍ରେନ୍ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....
କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍ ଧକ୍କାରେ ଜଣେ...
ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...
ବ୍ୟାଙ୍କକ୍,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...
ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...
ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...
