ବିଦ୍ୟୁତ୍‌ ଆଘାତରେ ଦନ୍ତାର ଜୀବନ ଗଲା, ବର୍ତ୍ତିଗଲେ ଆଉ ୩ ହାତୀ

କେନ୍ଦୁଝର,୧୯ା୩(ସ୍ବ.ପ୍ର.): ଚମ୍ପୁଆ ରେଞ୍ଜ ବାମେବାରୀ ସେକ୍ସନ ବସନ୍ତପୁର ନିକଟ ଜଡ଼ିପଦା ସାହି ନିକଟରେ ବିଦ୍ୟୁତ୍‌ ଆଘାତରେ ଏକ ଦନ୍ତାହାତୀର ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ବିଦ୍ୟୁତ୍‌ ଓ ବନ ବିଭାଗର ଦାୟିତ୍ୱହୀନତା ପାଇଁ ଏଭଳି ଘଟଣା ଘଟିଥିବା କୁହାଯାଉଛି। ରବିବାର ଭୋର୍‌ ସମୟରେ ଏହି ଘଟଣା ଘଟିଥିବା ବେଳେ ନିକଟରେ ଥିବା ଅନ୍ୟ ୩ ହାତୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଘଟଣାସ୍ଥଳକୁ ବନ ବିଭାଗ କର୍ମଚାରୀ ଯାଇଥିଲେ ହେଁ ଉତ୍ତେଜନା ପରିସ୍ଥିତି ଲାଗିରହିଛି। ହାତୀର ବୟସ ପାଖାପାଖି ୨୦ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟା ଶୁଣି ସମାଧାନ ପ୍ରତିଶ୍ରୁତି ଦେଲେ ସଚିବ

ନବରଙ୍ଗପୁର ,୧୮।୩(ବି.ପ୍ର.): ୨ଦିନିଆ ନବରଙ୍ଗପୁର ଜିଲା ଗସ୍ତରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆସିଛନ୍ତି। ପାଣ୍ଡିଆନଙ୍କ ସହ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ସଚିବ...

୧୬ ଦୋକାନୀଙ୍କୁ ନୋଟିସ

ଅନୁଗୋଳ ଅଫିସ, ୬।୫ – ଲକ୍‌ଡାଉନ କଟକଣା କୋହଳ ହେବା ପରେ ଅନୁଗୋଳ ଜିଲା ଓ ସହରର ଦୋକାନ ବଜାର ଖୋଲିବାକୁ ଜିଲା ପ୍ରଶାସନ ପକ୍ଷରୁ...

କ୍ୱାରାଣ୍ଟାଇନ କେନ୍ଦ୍ରରେ ସ୍ବାବ୍‌ ସଂଗ୍ରହ ବନ୍ଦ ନେଇ ଅସନ୍ତୋଷ

ସୋର, ୨୨ା୫(ଡି.ଏନ.ଏ.)-ସୋରର ବିଭିନ୍ନ କ୍ୱାରାଣ୍ଟାଇନ କେନ୍ଦ୍ରରେ ସ୍ବାବ ସଂଗ୍ରହ ବନ୍ଦ ନେଇ ପ୍ରବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସୋର ବ୍ଲକ ଓ ମ୍ୟୁନିସିପାଲିଟିକୁ ଫେରିବାକୁ ୧୧ହଜାର...

ବେଲଘର ବନାଞ୍ଚଳରେ ବାଘ: ଜଙ୍ଗଲ ଯିବାକୁ ମନା

ବାଲିଗୁଡା,୨୭।୩: କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। ବନାଞ୍ଚଳର ତଗାପାଙ୍ଗା ଜଙ୍ଗଲରେ ବାଘ ବଳଦକୁ ମାରି ଖାଇଥିବା ଅଭିଯୋଗ...

ଶିମିଳିପାଳରୁ ୨ ଶିକାରୀ ଗିରଫ

ଠାକୁରମୁଣ୍ଡା,୧୨ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଚମ୍ପାଝର ଫରେଷ୍ଟ ବିଟ ଅଞ୍ଚଳରେ ଶନିବାର ରାତିରେ ବନବିଭାଗ ଓ ପୋଲିସ ମିଳିତ ଚଢ଼ାଉ କରି ଶିକାର...

ବିଭିନ୍ନ ଯୋଜନାର ସମୀକ୍ଷା କଲେ ଷ୍ଟାଣ୍ଡିଂ କମିଟି

ପାରଳାଖେମୁଣ୍ଡି, ୧୧ା୨(ଡି.ଏନ୍‌.ଏ): ବିଭାଗୀୟ ଅନୁବନ୍ଧିତ ଷ୍ଟାଣ୍ଡିଂ କମିଟି ସବ କମିଟି ଶୁକ୍ରବାର ଗଜପତି ଜିଲା ଗସ୍ତରେ ଆସି ସହ ବିଭିନ୍ନ ଯୋଜନାର ସମୀକ୍ଷା କରିଛନ୍ତି। ଖାଦ୍ୟ...

ପୁରୀ ଜିଲା ଚିଠି: ତୀର୍ଥ ପୁଷ୍କରିଣୀକୁ ହତାଦର

ଭାରତର ଚାରିଧାମ ମଧ୍ୟରୁ ଶ୍ରେଷ୍ଠଧାମ ପୁରୀ। ଏହା ଜଗନ୍ନାଥ ଧାମ ନାମରେ ବେଶ୍‌ ପରିଚିତ। ଏହି ପବିତ୍ର ଧାମରେ ରହିଛି ଏକାଧିକ ତୀର୍ଥ ପୁଷ୍କରିଣୀ। ସେଗୁଡ଼ିକ...

୧୧୫୭ ପ୍ରବାସୀଙ୍କ ମଧ୍ୟରୁ ୫୮ କରୋନା ନେଗେଟିଭ୍‌

କେନ୍ଦ୍ରାପଡ଼ା ଅଫିସ, ୬ା୫: ଗତ ୪ ତାରିଖରୁ ଅଦ୍ୟାବଧି ୧୧୫୭ ପ୍ରବାସୀ ଜିଲାକୁ ଫେରିଛନ୍ତି। ସେମାନଙ୍କଠାରୁ ସଂଗୃହୀତ ସ୍ବାବ୍‌ ଟେଷ୍ଟିଂ ପରେ ୫୮ ଜଣ କରୋନା...

Advertisement
Archives

Model This Week