ଜିଲା ମୁଖ୍ୟ ଚିକିତ୍ସାଳୟରେ ଲିଫ୍ଟ ଅଚଳ

କେନ୍ଦୁଝର,୯।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଦୀର୍ଘ ଦିନ ହେଲା ଲିଫ୍ଟ ଅଚଳ ଯୋଗୁ ରୋଗୀ ହିନସ୍ତା ହେଉଛନ୍ତି। ବିଶେଷ କରି ବୃଦ୍ଧା/ବୃଦ୍ଧ, ଶାରିରୀକ ଭିନ୍ନକ୍ଷମ ରୋଗୀମାନେ ଅଧିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ପ୍ରକାଶ ଯେ, ଜିଲା ମୁଖ୍ୟ ଚିକିତ୍ସାଳୟରେ ଶତବାର୍ଷିକୀ କୋଠାରେ ୪ଟି ଓ ମହିଳା ଶିଶୁ ୱାର୍ଡରେ ୨ଟି ଲିଫ୍ଟ ଲଗାଯାଇଛି। ତେବେ ଗତ କିଛି ମାସ ହେବ ଶତବାର୍ଷିକ କୋଠାର ୩ଟି ଏବଂ ମହିଳା ଓ ଶିଶୁ ୱାର୍ଡର ଗୋଟିଏ ଲିଫ୍ଟ ଅଚଳ ହୋଇ ଥିବାରୁ ରୋଗୀମାନେ ଉପର ମହଲାକୁ ଯିବା ଆସିବା କରି ପାରୁନାହାନ୍ତି। ଏହାର ରକ୍ଷଣାବେକ୍ଷଣ ଦାୟିତ୍ୱ ନେଇଥିବା ସଂସ୍ଥା ମରାମତି କରୁନଥିବାରୁ ଏଭଳି ସମସ୍ୟା ଦେଖାଦେଇଛି। ତଦାରଖ ଅଭାବରୁ ଏଭଳି ନାନା ସମସ୍ୟା ଦେଖାଦେଉଥିବାରୁ ରୋଗୀ ଏବଂ ତାଙ୍କ ସମ୍ପର୍କୀୟ ମହଲରେ ଅସନ୍ତୋଷ ଦେଖାଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି।...

ସାଙ୍ଗଙ୍କୁ ପଥରରେ ଛେଚି ମାରିଦେଲେ

କେନ୍ଦୁଝର,୧୯ା୪(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଟାଉନ ଥାନା କାଶିପୁର ମୁଣ୍ଡା ସାହିରେ ସାମାନ୍ୟ ବଚସାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ସୂଚନା ଅଧିକାରୀଙ୍କୁ ୨୫ ହଜାର ଟଙ୍କା ଜୋରିମନା

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ଓଡିଶା ସୂଚନା କମିଶନଙ୍କ ତରଫରୁ ଏକ ମାମଲା ବିଚାର କରି କମିଶନର ବି.କେ. ମହାପାତ୍ର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜନ ସୂଚନା...

ଅଙ୍ଗଦାନ କରିଥିବା ମହିଳାଙ୍କୁ ଦିଆଗଲା ଗାର୍ଡ ଅଫ ଅନର

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ବିଭିନ୍ନ ସମୟରେ ଅଙ୍ଗଦାନ କରୁଥିବା ବ୍ୟକ୍ତି ବିଶେଷ ଏକ ସ୍ବତନ୍ତ୍ର ଉଦାହରଣ ସୃଷ୍ଟି କରି ସମାଜକୁ ଏକ ନୂତନ ଦିଗଦର୍ଶନ ଦେଇଥାନ୍ତି, ଯାହାକି...

ଗଛମୂଳେ ଚାଲିଛି ପାଠପଢ଼ା

ଆନନ୍ଦପୁର,୧୮ା୪(ଉମେଶ ଚନ୍ଦ୍ର ପାଢ଼ୀ)ରାଜ୍ୟ ସରକାର ୫-ଟି ଅଧୀନରେ ବିଦ୍ୟାଳୟ ରୂପାନ୍ତରୀକରଣ କରିଛନ୍ତି। ଏଥିରେ କେନ୍ଦୁଝର ଜିଲାରେ ମଧ୍ୟ ଅନେକ ସ୍କୁଲର ରୂପରେଖ ବଦଳିଛି। ମାତ୍ର ଏବେ...

ଦୁର୍ଘଟଣାରେ ଆମ୍ବୁଲାନ୍ସ ଚୁର୍‌ମାର୍‌

କେନ୍ଦୁଝର,୧୭।୪(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ବନାଯୋଡି ଟୋଲ ପ୍ଲାଜା ନିକଟରେ ବୁଧବାର ସକାଳ ୫ଟାରେ ଏକ ଛିଡା ହୋଇଥିବା...

ପ୍ରଚାର କଲେଣି ଭାଜପା, କଂଗ୍ରେସ:ବିଜେଡି ନୀରବ

ହାଟଡିହୀ,୧୭l୪(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ କଂଗ୍ରେସ ଓ ଭାଜପା ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତିି। ଭାଜପାରୁ ଆଲୋକ ସେଠୀ ଓ କଂଗ୍ରେସରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri