Posted inଫୁରସତ

ଚାକିରି ଛାଡ଼ିବା ପାଇଁ ଏମିତି ଚିଠି ଲେଖିଲେ କର୍ମଚାରୀ, ଦେଖିଲେ ହସିହସି ଗଡ଼ିବେ

ଚାକିରି ଛାଡ଼ିବା କାହା ପାଇଁ ଏତେ ସହଜ କଥା ନୁହେଁ। ଯଦି ଭଲ ଅଫର ରହିଥାଏ, ତେବେ ଇଚ୍ଛା ହୁଏ ଛାଡ଼ିବା ପାଇଁ। କିନ୍ତୁ ଯେତେବେଳେ ବି ଚାକିରି ଛାଡ଼ିବା ପାଇଁ ଲେଟର ବା ଚିଠି ଲେଖିବେ ସେତେବେଳେ ଅନେକ କଥା ମନକୁ ଆସିଥାଏ। ଅଧିକାଂଶ ଲୋକଙ୍କ ପାଇଁ ଏହା ଆଦୌ ମନୋରଞ୍ଜନର ବିଷୟ ନୁହେଁ। ବେଳେବେଳେ ପରିସ୍ଥିତି ନିୟନ୍ତ୍ରଣରୁ ବାହାରିଯାଏ। ଯେତେବେଳେ କାମ କଷ୍ଟସାଧ୍ୟ ହୁଏ, ତେଣୁ ଜଣେ କର୍ମଚାରୀ ଇସ୍ତଫା ଦେବାକୁ ବାଧ୍ୟ ହୋଇଥାନ୍ତି। କିନ୍ତୁ କିଛି ଲୋକ ଏମିତି ରେଜିଗ୍‌ନେଶନ ଲେଖନ୍ତି, ଯାହା ପଢ଼ିଲେ ହସିହସି ଗଡ଼ିବେ। ଏବେ ସୋସିଆଲ ମିଡିଆରେ ସେମିତି ଏକ ଇସ୍ତଫା ପତ୍ର ଭାଇରାଲ ହେଉଛି। ଯାହା ପଢ଼ିଲେ ହସ ରୋକିପାରିବେ ନାହିଁ।

Swiggy Instamart ନାମକ ଏକ ଟୁଇଟର ପେଜରେ ଲେଟରଟି ଶେୟାର କରାଯାଇଛି। ଏଥିରେ ଦୈନନ୍ଦିନ ଜୀବନରେ ବ୍ୟବହୃତ ଜିନିଷ ଏବଂ ଇନ୍‌ଷ୍ଟାମାର୍ଟରେ ଉପଲବ୍ଧ ଅନେକ ପ୍ରକାରର ସ୍ନାକ୍ସ ସାମଗ୍ରୀରୁ ଇସ୍ତଫା ପତ୍ର ପ୍ରସ୍ତୁତ କରାଯାଇଛି। ଏହା ସମସ୍ତଙ୍କୁ ହସାଇଛି।

ଇନଷ୍ଟାମାର୍ଟ ଏହି ଟୁଇଟକୁ ଚଳିତମାସ ୨୪ ତାରିଖରେ ଶେୟାର କରିଥିବା ବେଳେ ବର୍ତ୍ତମାନ ସୁଦ୍ଧା ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୪୦୦୦ରୁ ଅଧିକ ଲୋକ ଦେଖିଥିବା ବେଳେ ୨୦୦୦ରୁ ଅଧିକ ଲାଇକ୍‌ ମିଳିଛି। ଏହି ସଂଖ୍ୟା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଇଣ୍ଟରନେଟ୍‌ ବ୍ୟବହାରକାରୀମାନେ ମଧ୍ୟ ବିଭିନ୍ନ ମନ୍ତବ୍ୟ ଦେଉଛନ୍ତି। ଜଣେ ୟୁଜର ଲେଖିଛନ୍ତି, ସ୍ବିଗି ଗମ୍ଭୀର ପ୍ରସଙ୍ଗକୁ କେତେ ମଜାଳିଆ କରିଛନ୍ତି। ଆଇଡିଆ ବହୁତ ଭଲ ଅଟେ। ଅନେକ ୟୁଜର ଲେଖିଛନ୍ତି, ଚିଠିର ଶବ୍ଦଗୁଡ଼ିକ ପ୍ରକୃତରେ ପରିଚାଳକଙ୍କ ଉଦ୍ଦେଶ୍ୟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?