ବିଲ୍‌ କରାଇ ଦେବା ପାଇଁ ଠିକାଦାରଙ୍କୁ ପିସି ମାଗି ଫସିଲେ ଯନ୍ତ୍ରୀ

ତିର୍ତ୍ତୋଲ,୭ା୧୦(ଗୌରାଙ୍ଗ ସ୍ବାଇଁ): ଜଗତସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତର ୭ ଲକ୍ଷ ଟଙ୍କାର ଏକ ରାସ୍ତା କାମର ବିଲ୍‌ କରାଇ ଦେବା ଲାଗି ଠିକାଦାରଙ୍କ ସହ ପିସି ବାବଦରେ ଫୋନ୍‌ କଲ ଭାଇରାଲ ହୋଇଥିଲା। ଏହା ପରେ ଜଗତସିଂହପୁର ପିଡି ଏହାର ତଦନ୍ତ କରିଥିଲେ। ସତ୍ୟତା ଜଣାପଡ଼ିବା ପରେ କନିଷ୍ଠ ଯନ୍ତ୍ରୀ ଶ୍ରୀମତୀ ଚିନ୍ମୟୀ ଦ୍ବିବେଦୀଙ୍କୁ ନିଲମ୍ବନ କରାଯାଇଛି।
ନିଲମ୍ବନ ନେଇ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ନିଲମ୍ବନ ସମୟରେ ଜଗତସିଂହପୁର ଜିଲା ପରିଷଦ କାର୍ଯ୍ୟାଳୟ ଆସିବେ। ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଅନୁମତି ବିନା ମୁଖ୍ୟାଳୟ ଛଡ଼ିପାରିବେନି ବୋଲି ନିର୍ଦ୍ଦେଶନାମା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯେକୌଣସି ସମୟରେ ଆସିପାରେ ଖାମେନେଇଙ୍କ ମୃତ୍ୟୁ ଖବର! ଇସ୍ରାଏଲୀ ମିଡିଆର ବଡ଼ ଦାବି

ତେହରାନ,୮।୮: ୨୮ ଫେବୃଆରୀ ୨୦୨୬ରେ ଆରମ୍ଭ ହୋଇଥିବା ଯୁଦ୍ଧର ପ୍ରଥମ ଦିନରେ ହିଁ ଇରାନର ସୁପ୍ରିମ ଲିଡର ଆୟତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ତାଙ୍କ…

‘ଦୟାକରି ମୋତେ ସାହାଯ୍ୟ କରନ୍ତୁ’, ମୁଖ୍ୟମନ୍ତ୍ରୀଙ୍କୁ ଏମିତି ଅନୁରୋଧ କଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟର ରିଷଭ ପନ୍ତ ଗତକାଲି ବିଳମ୍ବିତ ରାତିରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀଙ୍କୁ ଏକ ଅନୁରୋଧ କରିଛନ୍ତି। ସେ ସୋସିଆଲ ମିଡିଆରେ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀଙ୍କୁ…

ଦୋକାନ ଉପରେ ପଡିଲା ରାସ୍ତାକଡରେ ଥିବା ବିଶାଳକାୟ ଗଛ, ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ: ଲୋକଙ୍କ ମଧ୍ୟରେ ଅସନ୍ତୋଷ

ପଟ୍ଟାଙ୍ଗି, ୮।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସ୍ଥିତ ଜାତୀୟ ରାଜପଥ କଡରେ ଥିବା ଏକ ଗଛ ପଡି ଦୋକାନ ଗୃହ…

ଗାଁର ଅଧିଷ୍ଠାତ୍ରୀ ଦେବୀ ଦ୍ୱାରସେନୀ ମନ୍ଦିରରୁ ଚୋରି: ମା’ଙ୍କ ରୂପା ମୁକୁଟ ସହ ନେଇଗଲେ…

ବଲାଙ୍ଗୀର,୮।୮ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ଦ୍ୱାରସେନୀ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି…

Mettle Meet 2026: ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୮।୮: ‘ମେଟଲ ମିଟ’ର ଦଶମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ସକାଳ ୮.୩୦ରୁ ଏହି କୁଇଜ ମହାକୁମ୍ଭ ପାଇଁ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି…

ବରଗଡ଼ ୯ବୁଣାକାରଙ୍କୁ ରାଜ୍ୟ ପୁରସ୍କାର: ଜାଣନ୍ତୁ କିଏ କିଏ ପାଇଲେ ଏହି ସମ୍ମାନ

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ସ୍ଥିତ ବୟନଶିଳ୍ପ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ…

ମୋଦିଙ୍କୁ ଫୋନ କରି ଏମିତି କହିଦେଲେ ନେତାନ୍ୟାହୁ, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୮।୮: ଆମେରିକା-ଇରାନ ଯୁଦ୍ଧକୁ ନେଇ ପଶ୍ଚିମ ଏସିଆରେ ଉତ୍ତେଜନା ଜାରି ରହିଛି। ମିଡିଲ ଇଷ୍ଟର ପରିସ୍ଥିତିକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୮ା୮ (ଯୁଧିଷ୍ଠିର ମହାପାତ୍ର):ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri