ପୋଲିସ ଟୋପି ପିନ୍ଧି ହଟହଟା ହେଲେ ଯନ୍ତ୍ରୀ

ମାଲକାନଗିରି,୨ା୪: ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦର କନିଷ୍ଠ ଯନ୍ତ୍ରୀ ସୁଶୀଲ କୁମାର ବେହେରା ପୋଲିସ ଟୋପି ପିନ୍ଧି ହଟହଟା ହୋଇଛନ୍ତି। ଟୋପିର ଅପବ୍ୟବହାର ଏବଂ ଅବମାନନା କରିଥିବାରୁ ତାଙ୍କୁ ଥାନାକୁ ଯିବାକୁ ପଡ଼ିଛି। ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ କୋଭିଡ୍‌-୧୯ ଯୋଗୁ ବିଭିନ୍ନ ଛକ ଜାଗାରେ ମାସ୍କ ଚେକିଂ କରାଯାଇ ସ୍କ୍ବାଡ୍‌ ଜରିମାନା ଆଦାୟ କରୁଥିଲା। ସ୍କ୍ବାଡ୍‌ ଗାଡିରେ ଜଣେ ଅଧିକାରୀଙ୍କ ଟୋପି ରହିଯାଇଥିଲା। ଯନ୍ତ୍ରୀ ବେହେରା ଉକ୍ତ ଟୋପିକୁ ପିନ୍ଧି ସେଲ୍‌ଫି ଉଠାଇ ଫେସ୍‌ବୁକ୍‌ ଏବଂ ହ୍ବାଟ୍ସଆପ୍‌ରେ ଶେୟାର କରିଥିଲେ। ପରେ ସେ ଏହାକୁ ଡିଲିଟ କରିଦେଇଥିଲେ। କିନ୍ତୁ ଏହା ପୋଲିସ ଦୃଷ୍ଟିରୁ ଖସିପାରି ନ ଥିଲା। ଏହି ଘଟଣା ପାଇଁ ତାଙ୍କୁ ଓର୍କେଲ ଥାନା ପୋଲିସ ଡକାଇ ତାଗିଦା କରିଥିଲା। ବେହେରା ତାଙ୍କ ଭୁଲ୍‌ ସ୍ବୀକାର କରିଥିବା ଥାନା ଅଧିକାରୀ ସୌମେନ୍ଦ୍ର ଶେଖର ତ୍ରିପାଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୀତ ଗାଇଲେ ଛତ୍ରପୁର ବିଇଓ

ଛତ୍ରପୁର,୧୭।୮(ଡି.ଏନ୍‌.ଏ.): ଭାରତର ବିକାଶକୁ ନେଇ ମୋ ସୁନା ଭାରତ ଅଗଷ୍ଟ ୧୫ ତାରିଖରେ ରିଲିଜ୍‌ ହୋଇଛି। ଏହି ଗୀତରେ ଛତ୍ରପୁର ବ୍ଲକ ଶିକ୍ଷାଧିକାରୀ ଅବିନାଶ ଶତପଥୀ...

ଆଗରପଡ଼ାରେ ହେଲା ଆଣ୍ଟିଜେନ୍‌ ଟେଷ୍ଟ: ଜାଣନ୍ତୁ କେତେ ହେଲେ ପଜିଟିଭ୍‌

ବନ୍ତ,୧୬।୮(ଡି.ଏନ୍‌.ଏ./ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଶନିବାର କରୋନା ପରୀକ୍ଷଣ କ୍ୟାମ୍ପ ପଡ଼ଇଥିଲା। ଏଥିରେ ୪୯ ଜଣଙ୍କର ଆଣ୍ଟିଜେନ୍‌ ପରୀକ୍ଷା...

ଗ୍ୟାସ ସିଲିଣ୍ଡରରୁ ଅଗ୍ନିକାଣ୍ଡ, ମହିଳା ଅର୍ଦ୍ଧଦଗ୍ଧ

ଦିଗପହଣ୍ଡି,୫ା୧୨(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ନୂଆସାହିରେ ରନ୍ଧନ ଗ୍ୟାସ ସିଲିଣ୍ଡରରୁ ଗ୍ୟାସ ଲିକ୍‌ ହୋଇ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଜଣେ ମହିଳା ଅର୍ଦ୍ଧଦଗ୍ଧ ହୋଇଥିବା ଜଣାପଡିଛି।...

ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ୧୨ଟି ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟର କିଛି ଜିଲାରେ ପ୍ରବଳ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏନେଇ ୧୨ଟି...

ଡରାଇଲାଣି ତୃତୀୟ ଲହର

ବାରିପଦା ଅଫିସ,୨୭।୮-କରୋନା ମହାମାରୀର ତୃତୀୟ ଲହର ଆଶଙ୍କାକୁ ନେଇ ସମସ୍ତେ ଭୀତସ୍ତତ। ସେପ୍ଟେମ୍ବର ଶେଷ ଓ ଅକ୍ଟୋବର ପ୍ରାରମ୍ଭରେ ସଂକ୍ରମଣ ବଢ଼ିବା ସମ୍ଭାବନା ଥିବା ନେଇ...

ଆଂଗ୍‌ଠି ନାଇଁ ଲେଖାପଢ଼ା କରମି କେନ୍‌ତା: ମୋର ଜୀବନ୍‌ଟା ମାଏଟ୍‌ କରିଦେଲା

ମନମୁଣ୍ଡା, ୧୬।୫ (ଡି.ଏନ.ଏ)-  ସବୁ ଛୁଆ ଛୋଟବେଲେ ଖାଇପିଇ ଖେଲକୁଦ କରସନ୍‌। ସ୍କୁଲରେ ପାଠ୍‌ପଢ଼ା ବାହାରେ ସାଂଗସରସାକର  ସଂଗେ ମିଶି ହସି ମଜାକ୍‌ରେ ସମିଆ ବିତାସନ୍‌।...

ତହସିଲ, ଜିଲାପାଳଙ୍କ ଅଫିସ୍‌ ଘେରିଲା କିଷାନ ସଂଘ

ବୌଦ୍ଧ,୧୧।୯(ସ୍ବ.ପ୍ର): ବୌଦ୍ଧ କୃଷି ପ୍ରଧାନ ଜିଲା ହୋଇଥିବା ବେଳେ ଚାଷୀମାନେ ବିଭିନ୍ନ ସମସ୍ୟାରେ ରହିଛନ୍ତି । ପ୍ରତିବର୍ଷ ସ୍ବଳ୍ପ ବର୍ଷା, ବନ୍ୟା, ରୋଗପୋକ ଉପଦ୍ରବରେ ଚାଷୀମାନେ...

୩୦ ରାତିରୁ ପୁରୀ ଜିଲାରେ କର୍ଫ୍ୟୁ

ପୁରୀ ଅଫିସ,୨୭।୬- ବିଶ୍ୱ ପ୍ରସିଦ୍ଧ ବାହୁଡା ରଥଯାତ୍ରା ପାଇଁ ପୁଣି ପୁରୀ ଜିଲାରେ ଜାରି ହେବ କର୍ଫ୍ୟୁ। ଜୁନ ୩୦ ରାତି ୧୦ଟାରୁ ଜୁଲାଇ୨ ରାତି...

Advertisement


Archives

Model This Week