ନୂଆ ପ୍ରଭାରୀ ନିଯୁକ୍ତି ପରେ ବଢ଼ିଛି ଉତ୍ସାହ

ଭୁବନେଶ୍ବର, ୧୨ା୮(ବ୍ୟୁରୋ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୨ ଦିନିଆ ଓଡିଶା ଗସ୍ତ ସାରି ଫେରିଯିବାର ଦିନକ ପରେ ରାଜ୍ୟ ଭାଜପା ପ୍ରଭାରୀଙ୍କୁ ବଦଳାଇ ଆଉ ଜଣଙ୍କ ହାତରେ ଦାୟିତ୍ୱ ଟେକିଦେବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହାଠାରୁ ଅଧିକ ଆଶ୍ଚର୍ଯ୍ୟ କରିଛି, ଭାଜପା ଟାର୍ଗେଟରେ ଥିବା ୩ ରାଜ୍ୟ ପଶ୍ଚିମବଙ୍ଗ, ତେଲେଙ୍ଗାନା ଏବଂ ଓଡିଶା ଦାୟିତ୍ୱ ସେହି ଜଣେ ନେତାଙ୍କ ହାତରେ ନ୍ୟସ୍ତ କରିବା। ଉକ୍ତ ୩ ରାଜ୍ୟର ପ୍ରଭାରୀ ଭାବେ ସୁନିଲ ବଂଶଲଙ୍କୁ ଦାୟିତ୍ୱ ଦିଆଯାଇଛି। ୟୁପି ଦାୟିତ୍ୱରେ ରହିଥିବା ବେଳେ ସେଠାରେ ସେ ଭଲ ପ୍ରଦର୍ଶନ କରିଛନ୍ତି। ତାଙ୍କର ସେହି ରେକର୍ଡ ଏବେ ଓଡ଼ିଶାର ଭାଜପା ନେତାଙ୍କ ଭିତରେ ଉତ୍ସାହ ବଢାଇ ଦେଇଛି। ଏଭଳି ସ୍ଥିତିରେ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର କହିଛନ୍ତି, ୯୦ ମିନିଟ୍‌ର ଫୁଟବଲ୍‌ ଖେଳରେ ପ୍ରଥମରୁ ଆକ୍ରମଣାତ୍ମକ ରହିବା ନ ରହିବା ଦଳର ରଣନୀତି ଉପରେ ନିର୍ଭର କରେ। ଗୋଲ୍‌ ହେଲେ ଟିମ୍‌ ଜିତିବ। ଗୋଲ୍‌ ପାଇଁ ସୁଯୋଗ ଆସି ପହଞ୍ଚି ଯାଇଛି। ଶେଷ ୧୫ମିନିଟ୍‌ରେ ନିଶ୍ଚିତ ଗୋଲ୍‌ ମାରିବୁ ବୋଲି ସେ କହିଛନ୍ତି। ବିଜେଡି ବିଧାୟକ ଦେବୀ ମିଶ୍ର କହିଛନ୍ତି, ୨୦୧୯ ସାଧାରଣ ନିର୍ବାଚନରେ ୧୨୦ ନେବେ ସେମାନେ କହିଥିଲେ। ତେବେ ସେମାନେ ନିଜ ଷ୍ଟ୍ରାଟେଜି ବନାଉଛନ୍ତି। ଏହା ତାଙ୍କ ଆଭ୍ୟନ୍ତରୀଣ ବ୍ୟାପାର ବୋଲି ସେ କହିଛନ୍ତି। କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଭଳି ଦରଦାମ୍‌ ବୃଦ୍ଧି କରିଛନ୍ତି ସେମାନେ ମନକୁ ଲୋପ ହୋଇଯିବେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri