ଥରୁଛି ସାରା ରାଜ୍ୟ, କନ୍ଧମାଳରେ ସର୍ବନିମ୍ନ ତାପମାତ୍ରା ରହିଛି…

ଭୁବନେଶ୍ୱର,୧୨ା୧୨: ଶୀତରେ ଥରୁଛି ସାରା ରାଜ୍ୟ। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। କନ୍ଧମାଳ ଜିଲା ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩.୧ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ କୋରାପୁଟର ସେମିଳିଗୁଡ଼ାରେ ତାପମାତ୍ରା ୩.୬ ଡିଗ୍ରୀ ରେକର୍ଡ କରାଯାଇଛି।

ସେହିପରି ଝାରସୁଗୁଡ଼ାରେ ସର୍ବନିମ୍ନ ତାପମାତ୍ରା ୭.୧ ଡିଗ୍ରୀ ଥିବାବେଳେ ରାଉରକେଲାରେ ୭.୨ ଡିଗ୍ରୀ, କେନ୍ଦୁଝରରେ ୯.୬ ଡିଗ୍ରୀ, ସମ୍ବଲପୁରରେ ୧୦.୮ ଡିଗ୍ରୀ, ହୀରାକୁଦରେ ୧୧.୪ ଡିଗ୍ରୀ ଏବଂ ରାଜଧାନୀ ଭୁବନେଶ୍ୱରେ ସର୍ବନିମ୍ନ ତାପମାତ୍ରା ୧୨.୬ ଡିଗ୍ରୀ ରେକର୍ଡ କରାଯାଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ାରେ ଥମୁନି ଦାଦନ ଦୁଃଖ: ଗାଁକୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ

ନୂଆପଡ଼ା,୧୬ା୧ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନି। ସପ୍ତାହକ ଭିତରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ନିର୍ଯାତନାର ଶିକାର ହୋଇ...

ଝିଅଙ୍କୁ ବଳାତ୍କାର ଅଭିଯୋଗରେ ଯାଇଥିଲେ ଜେଲ, ଜାମିନରେ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ; ପୁଣି ଥରେ ଅଭିଯୁକ୍ତ ସ୍ବାମୀ… 

ଦିଗପହଣ୍ଡି, ୧୬।୧(ଅଶେଷ ନାଥ ମିଶ୍ର): ୬ ମାସ ପୂର୍ବେ ବଡ଼ ଝିଅଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜେଲ ଯାଇଥିଲେ। ଜେଲରୁ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ।...

ଛତ୍ରପୁର, ଗଞ୍ଜାମ ବିକାଶ ପାଇଁ ଧର୍ମେନ୍ଦ୍ରଙ୍କୁ ଭେଟିଲେ ବିଧାୟକ: ୨ ଏକ୍ସପ୍ରେସ ରହଣି, କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଦାବି

ଗଞ୍ଜାମ / ଛତ୍ରପୁର,୧୬।୧(ଅନାଥ ତରାଇ/ ଦିଲ୍ଲୀପ ସାମଲ ): ଛତ୍ରପୁର ନିର୍ବାଚନମଣ୍ଡଳୀର ବିକାଶ ଓ ଜନସାଧାରଣଙ୍କ ଦୀର୍ଘଦିନର ଦାବିକୁ ପୂରଣ କରିବା ପାଇଁ ଅଣ୍ଟା ଭିଡ଼ିଛନ୍ତି...

ଯାଜପୁରରେ ଭାଙ୍ଗୁଛି ବିଜେଡି ଗଡ଼: ଭାଜପାରେ ସାମିଲ ହେଲେ ପୂର୍ବତନ ଏମ୍‌ପି ସହ ବହୁ ବରିଷ୍ଠ ନେତୃତ୍ୱ…

ଧର୍ମଶାଳା,୧୬।୧(ଶିବପ୍ରସାଦ ମହାନ୍ତି): ବିଜେଡିକୁ ବଡ଼ ଝଟକା। ବିଜେଡିର ବହୁ ବରିଷ୍ଠ ନେତୃତ୍ୱମାନେ ଶୁକ୍ରବାର ଭାଜପାରେ ଯୋଗ ଦେଇଛନ୍ତି। ଏହି ମିଶ୍ରଣ ପର୍ବରେ ଯାଜପୁରର ପୂର୍ବତନ ଏମ୍‌ପି...

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ କରିଥିଲେ ବଳାତ୍କାର: ଏମିତି ରାୟ ଶୁଣାଇଲେ କୋର୍ଟ  

ବ୍ରହ୍ମପୁର,୧୬।୧(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍ସ ଜଜ୍‌ ପ୍ରଣତି ପଟ୍ଟନାୟକ ଶୁକ୍ରବାର ଏକ ନାବାଳିକା ଛାତ୍ରୀ ବଳାତ୍କାର ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ...

ହଠାତ୍‌ ଶ୍ରେଣୀ ଭିତରକୁ ପଶି ଆସିଲେ ପାଚିକାଙ୍କ ସ୍ବାମୀ: କେହି କିଛି ଭାବିବା ପୂର୍ବରୁ ହାଣିଲେ ଶିକ୍ଷକଙ୍କୁ

ଭବାନୀପାଟଣା,୧୬।୧(ଉତ୍ତମ କୁମାର ଦାଶ): ଶିକ୍ଷକଙ୍କୁ ହାଣିଲେ ପାଚିକାଙ୍କ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବେହେରା ପଞ୍ଚାୟତ ପିପଳପଡ଼ା...

ଶାନ୍ତି କମିଟି ବୈଠକ ପରେ ସୁନ୍ଦରଗଡ଼ରେ ହଟିଲା ୧୬୩

ସୁନ୍ଦରଗଡ଼,୧୬ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରରୁ ହଟିଲା ବିଏନ୍‌ଏସ୍‌ ୧୬୩ ଧାରା। ଶାନ୍ତି କମିଟି ବୈଠକ ପରେ ଜିଲାପାଳ ଶଭୁଙ୍କର ମହାପାତ୍ର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।...

ବଢ଼ିଲା ଭଣ୍ଡାରିପୋଖରୀ ବିଧାୟକଙ୍କ ଅଡୁଆ: ସଂଜୀବ ମଲ୍ଲିକଙ୍କ ବିରୋଧରେ ହେବ ତଦନ୍ତ

ଭୁବନେଶ୍ୱର,୧୬।୧: ବଢ଼ିଲା ଭଣ୍ଡାରିପୋଖରୀ ବିଜେଡି ବିଧାୟକ ସଂଜୀବ ମଲ୍ଲିକଙ୍କ ଅଡୁଆ। ସଂଜୀବ ମଲ୍ଲିକଙ୍କ ବିରୋଧରେ ତଦନ୍ତ କରିବାକୁ ଭଦ୍ରକ ଏସ୍‌ପି ନିର୍ଦ୍ଦେଶ ଦିଆଯାଇଛି। ଭଦ୍ରକ SPଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri