Posted inଜାତୀୟ

ୟୁପି ବିଧାନସଭା ନିର୍ବାଚନରେ ଓଲଟିବ ସମୀକରଣ, ଓ୍ବାଇଲ୍ଡ କାର୍ଡ ଏଣ୍ଟ୍ରି ମାରିବ ଏହି ଦଳ

ନୂଆଦିଲ୍ଲୀ,୨୨।୬: ଚଳିତ ଲୋକ ସଭା ନିର୍ବାଚନରେ ଉତ୍ତରପ୍ରଦେଶରେ ଇଣ୍ଡିଆ ମେଣ୍ଟ ଆଲୋଡ଼ନ ସୃଷ୍ଟି କରିଛି। ଏତିକିବେଳେ ୟୁପିରେ ଚନ୍ଦ୍ରଶେଖର ଆଜାଦଙ୍କ ଦଳ ସମସ୍ତଙ୍କୁ ଚକିତ କରିଛି। ନିଜର ଶୋଚନୀୟ ପରାଜୟକୁ ନେଇ ଭାଜପା ମୁଣ୍ଡ ପିଟୁଥିବାବେଳେ ୨୦୨୭ ବିଧାନସଭା ନିର୍ବାଚନ ନେଇ ଚିନ୍ତାରେ ପଡିଛି।

୨୦୨୭ ବିଧାନସଭା ନିର୍ବାଚନକୁ ନେଇ ଭାରତୀୟ ଜନତା ପାର୍ଟି ଏବଂ ଇଣ୍ଡିଆ ଆଲାଇନ୍ସ ଟେନସନରେ ଅଛନ୍ତି। କାରଣ ତାଙ୍କ ରଣନୀତିକୁ ଓଳଟପାଲଟ କରିବା ପାଇଁ ଆ ଜଣେ ବଡ ଖେଳାଳି ମଇଦାନକୁ ଓହ୍ଲାଇଛନ୍ତି। କୁହାଯାଉଛି କି, ଆସନ୍ତା ୟୁପି ବିଧାନସଭା ନିର୍ବାଚନରେ ଚନ୍ଦ୍ରଶେଖର ଆଜାଦ ବିଧାନସଭା ଆସନର ଅଧିକାଂଶ ସିଟ୍‌ ଜିତି ପାରନ୍ତି। ପଶ୍ଚିମ ୟୁପିରେ ଥିବା ସମୀକରଣକୁ ବିଗାଡି ପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଲୋକ ସଭା ନିର୍ବାଚନକୁ ଦେଖିଲେ ଏହାର କାରଣ ସହଜରେ ଅନୁମେୟ କରିହେବ।

ଚନ୍ଦ୍ରଶେଖର ଆଜାଦ କେବଳ ଗୋଟିଏ ଲୋକ ସଭା ଆସନ ନାଗିନା ଜିତି ନାହାଁନ୍ତି ବରଂ ପାଞ୍ଚ ପାଞ୍ଚଟି ବିଧାନସଭା ଆସନ ମଧ୍ୟ ଜିତିଛନ୍ତି। ଚଳିତ ନିର୍ବାଚନର ଫଳାଫଳକୁ ନଜରକୁ ଆଣିଲେ ଦେଖିପାରିବେ କି, ବିଜନୋର ଜିଲାରେ ଦୁଇଟି ଲୋକ ସଭା ନିର୍ବାଚନମଣ୍ଡଳୀ ରହିଛି। ପ୍ରଥମଟି ହେଉଛି ନାଗିନା ଏବଂ ଦ୍ୱିତୀୟଟି ହେଉଛି ବିଜନୋର । ଏହି ଜିଲାଗୁଡ଼ିକରେ ଆଠଟି ବିଧାନସଭା ଅଛି। ଏଠାରେ ଚନ୍ଦ୍ରଶେଖର ଆଜାଦଙ୍କ ଦଳ ନାଗିନା, ଧାମପୁର, ନହୋଟର, ନୁରପୁର ଏବଂ ନଜୀବବାଦରେ ଦଳ ଆଗୁଆ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri