ଚୁକ୍ତିଭିତ୍ତିକ ନିଯୁକ୍ତି ଯୁଗ ଶେଷ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଶେଷ ହେଲା ଚୁକ୍ତିଭିତ୍ତିକ ନିଯୁକ୍ତି ଯୁଗ। ନିଯୁକ୍ତି ପାଇଥିବା ସମସ୍ତ କର୍ମଚାରୀ ନିୟମିତ ହେବେ। ଏହା ଉଚ୍ଛେଦ ହୋଇଥିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଘୋଷଣା କରିଛନ୍ତି। ତେବେ ଏଥିନେଇ ରବିବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରାଯିବ। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ରାଜ୍ୟର ୫୭ ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ। ଏଥିପାଇଁ ହାରାହାରି ଅଧିକ ୧୩ ଶହ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାପଡ଼ିଛି।

ଏନେଇ ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜି ମୋ ପାଇଁ ସବୁଠାରୁ ବଡ଼ ଖୁସିର ଦିନ। ରାଜ୍ୟରେ କଣ୍ଟ୍ରାକ୍‌ଚୁଆଲ ନିଯୁକ୍ତି ବ୍ୟବସ୍ଥା ସବୁଦିନ ଲାଗି ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି। ବହୁତ ଦିନ ଧରି ମୁଁ ଏହି ଦିନକୁ ଅପେକ୍ଷା କରିଥିଲି। ଓଡ଼ିଶାରେ କଣ୍ଟ୍ରାକ୍‌ଚୁଆଲ ନିଯୁକ୍ତିର ଯୁଗ ଶେଷ ହୋଇଛି। ଆସନ୍ତୁ ଆମେ ସମସ୍ତେ ଆହୁରି ନିଷ୍ଠାପର ହୋଇ ଲୋକଙ୍କ ସେବାରେ ନିଜକୁ ନିୟୋଜିତ କରିବା।


Enter your email to get our daily news in your inbox.

All Right Reserved By Dharitri.Com

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?