Posted inଜାତୀୟ

ତୃତୀୟ ଲହର ନିଶ୍ଚିତ, ପିଏମ୍‌ଓକୁ ଅବଗତ କଲା ବିଶେଷଜ୍ଞ କମିଟି

ନୂଆଦିଲ୍ଲୀ, ୨୩।୮: କରୋନା ମହାମାରୀର ତୃତୀୟ ଲହର ନିଶ୍ଚିତ ଏବଂ ଅକ୍ଟୋବର ବେଳକୁ ଏହା ଶୀର୍ଷ ଛୁଇଁପାରେ ବୋଲି ଜାତୀୟ ବିପର୍ଯ୍ୟୟ ପରିଚାଳନା ସଂସ୍ଥା (ଏନ୍‌ଆଇଡିଏମ୍‌) ଅଧୀନରେ ଗଠିତ ବିଶେଷଜ୍ଞ କମିଟି ସତର୍କ କରାଇଦେଇଛି। ତୃତୀୟ ଲହରରେ ବୟସ୍କଙ୍କ ସମେତ ପିଲାମାନେ ଅଧିକ ସଂକ୍ରମିତ ହେବା ସମ୍ଭାବନା ଥିବାରୁ ଏଥିପାଇଁ ଉପଯୁକ୍ତ ମେଡିକାଲ ପ୍ରସ୍ତୁତି କରିବାକୁ କମିଟି ପରାମର୍ଶ ଦେଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ନିର୍ଦ୍ଦେଶରେ ଗଠିତ ଉକ୍ତ କମିଟି ଶିଶୁରୋଗ ବିଭାଗରେ ଡାକ୍ତର, କର୍ମଚାରୀ, ଭେଣ୍ଟିଲେଟର, ଆମ୍ବୁଲାନ୍ସ ଇତ୍ୟାଦି ପ୍ରସ୍ତୁତ କରି ରଖିବାକୁ କହିଛି। କମିଟି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ)ରେ ରିପୋର୍ଟ ଦାଖଲ କରିଛି।
ଶିଶୁ, ବିଭିନ୍ନ ରୋଗ ଥିବା ବ୍ୟକ୍ତି ଏବଂ ଭିନ୍ନକ୍ଷମଙ୍କୁ ଟିକା ଦେବାକୁ ପ୍ରାଥମିକତା ଦେବା ଲାଗି ରିପୋର୍ଟରେ କୁହାଯାଇଛି। ଶିଶୁମାନଙ୍କୁ କୋଭିଡ୍‌ ଟିକା ଦିଆଯାଇ ନ ଥିବାରୁ ସେମାନଙ୍କ ପ୍ରତି ତୃତୀୟ ଲହର ଅଧିକ ବିପଦ ଆଣିପାରେ ବୋଲି ଅଧିକାଂଶ ବିଶେଷଜ୍ଞ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟାର ୧୩ ମାସ ପରେ ମିଳିଲା ଯବାନଙ୍କ ମୃତଦେହ

ଶ୍ରୀନଗର,୨୩।୯: ଜମ୍ମୁ-କଶ୍ମୀରର କୁଲଗାମ ଜିଲାର ଏକ ଗ୍ରାମରୁ ବୁଧବାର ଗଳିତ ମୃତଦେହ ଉଦ୍ଧାର ହୋଇଛି। ତେବେ ଗଳିତ ମୃତଦେହଟି ରାଇଫଲମ୍ୟାନ ଶାକିର ମନଜୁରଙ୍କର ବୋଲି ତାଙ୍କ...

୪ ରାଜ୍ୟରେ କରୋନା ଟିକାଦାନ ଅଭ୍ୟାସ ପ୍ରକିୟା

ନୂଆଦିଲ୍ଲୀ,୨୮।୧୨: ଦେଶରେ ସାର୍ବଜନୀକ ଭାବେ କରୋନା ଟିକା ଦେବା ଲାଗି ଭାରତ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ମର୍ମରେ ସୋମବାର ପଞ୍ଜାବ, ଆନ୍ଧ୍ରପ୍ରଦେଶ, ଆସାମ...

ଭାଜପା ପ୍ରବକ୍ତା ସମ୍ବିତ ପାତ୍ରଙ୍କଠାରେ କରୋନା ଲକ୍ଷଣ: ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୮।୫: ଭାଜପାର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ରଙ୍କଠାରେ କରୋନା ଲକ୍ଷଣ ଦେଖାଯିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁଗାଓଁ ସ୍ଥିତ ମେଦାନ୍ତ ହସ୍ପିଟାଲରେ ସମ୍ବିତଙ୍କୁ ଚିକିତ୍ସା...

ବ୍ୟାପିଗଲା ମୃତ୍ୟୁର ଭୂତାଣୁ

ନୂଆଦିଲ୍ଲୀ,୨ା୪(ପି.ଟି.): ମହାମାରୀ କରୋନା ଭୂତାଣୁ ଭାରତ ସମେତ ସାରା ବିଶ୍ୱରେ ମୁଣ୍ଡ ଗଡ଼ାଇ ଚାଲିଥିବାବେଳେ ଏହାକୁ ନିୟନ୍ତ୍ରଣକୁ ଆଣିବା ପାଇଁ ସବୁ ରାଷ୍ଟ୍ର ନିଜ ନିଜ...

୩ ବର୍ଷରେ ୫ ରାଜ୍ୟରେ ଭାଜପା ପାଇଁ ଗେମ୍‌ ଚେଞ୍ଜର୍‌ ହୋଇଛନ୍ତି ରାଜ୍ୟପାଳ

ନୂଆଦିଲ୍ଲୀ,୨୪।୧୧: ଗତ ୩ ବର୍ଷ ମଧ୍ୟରେ ୫ ରାଜ୍ୟରେ ଦେଖାଦେଇଥିବା ରାଜନୈତିକ ସଙ୍କଟରେ ରାଜ୍ୟପାଳ ଗେମ୍‌ ଚେଞ୍ଜର୍‌ ସାବ୍ୟସ୍ତ ହୋଇଛନ୍ତି। ପ୍ରତିଟି କ୍ଷେତ୍ରରେ ରାଜ୍ୟପାଳଙ୍କ ପଦକ୍ଷେପ...

ବାନ୍ଦିପୋରାର ୬ଟି ଗାଁ ‘ରେଡ୍‌ ଜୋନ’ ଘୋଷିତ

ଶ୍ରୀନଗର,୫।୪: ସାରା ଦେଶରେ କରୋନା ଭାଇରସ୍‌ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌କୁ କଡ଼ାକଡି କରାଯିିବା ସହ କେତେକ କଟକଣା...

୧୦ ବର୍ଷ ଧରି ପ୍ରେମିକାଙ୍କୁ ରୁମ୍‌ରେ ଲୁଚାଇ ରଖିଥିଲେ ପ୍ରେମିକ, ଜାଣିପାରିଲେ ନାହିଁ ପରିବାର ଲୋକ

ପଲକ୍କଡ (କେରଳ), ୧୧।୬: କେରଳର ଜଣେ ଯୁବକ ନିଜ ପ୍ରେମିକାଙ୍କୁ ୧୦ ବର୍ଷ ଧରି ରୁମ୍‌ରେ ଲୁଚାଇ ରଖିଥିଲେ। ଆଉ ଏ ସମ୍ପର୍କରେ ଟେର ପାଇ...

ଘୁଞ୍ଚିଲା ଏନ୍‌ଇଇଟି ପିଜି ପରୀକ୍ଷା

ନୂଆଦିଲ୍ଲୀ,୧୫।୪: ଦେଶରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏନ୍‌ଇଇଟି (ନ୍ୟାଶନାଲ ଏଲିଜିବଲ୍‌ କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ) ପିଜି ମେଡିକାଲ ପ୍ରବେଶିକା ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଏହି...

Advertisement
Archives

Model This Week