Posted inଜାତୀୟ

ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ: ୫ ମୃତ, ଏବେ ବି ଅନେକ ଫସି ରହିଛନ୍ତି

ଲକ୍ଷ୍ନୌ,୨୫ା୨: ଉତ୍ତରପ୍ରଦେଶର କୌଶମ୍ବୀ ଜିଲାର ଏକ ବାଣ କାରଖାନାରେ ରବିବାର ବ୍ୟାପକ ବିସ୍ଫୋରଣ ହୋଇଥିବା ଘଟଣା ସାମ୍ନାକୁ ଆସଛି। ପ୍ରାଥମିକ ସୂଚନାନୁଯାୟୀ, ଏହି ଦୁର୍ଘଟଣାରେ ପ୍ରାୟ ୫ ଜଣଙ୍କର ମୃତ୍ୟୁ ହୋଇଛି। ଅନେକ ଲୋକ ଗୁରୁତର ହୋଇଛନ୍ତି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

Kaushambi Blast: कौशांबी में पटाखा फैक्ट्री में विस्फोट, छह लोगों की मौत; राहत और बचाव कार्य जारी

ଏହି ଘଟଣା ଜିଲାର କୋଖରାଜ ଥାନା ଅନ୍ତର୍ଗତ ଭରଓ୍ବାରୀ ସହରରେ ଘଟିଛି। ବର୍ତ୍ତମାନ ସୁଦ୍ଧା ୧୦ଜଣଙ୍କୁ କାରଖାନାରୁ ଉଦ୍ଧାର କରାଯାଇଛି। ସମସ୍ତଙ୍କ ଅବସ୍ଥା ଅତ୍ୟନ୍ତ ଚିନ୍ତାଜନକ ବୋଲି କୁହାଯାଉଛି। କାରଖାନା ଭିତରେ ପ୍ରାୟ ୮ ଜଣ ଲୋକ ଫସି ରହିଛନ୍ତି।

ସୂଚନାଯୋଗ୍ୟ, ରବିବାର ମଧ୍ୟାହ୍ନରେ ୧୫ରୁ ୨୦ ଜଣ ଶ୍ରମିକ କାରଖାନାରେ କାମ କରୁଥିବାବେଳେ ହଠାତ୍‌ ବିସ୍ଫୋରଣ ଶବ୍ଦ ହୋଇଥିଲା। ତୁରନ୍ତ ଅଗ୍ନିଶମ ବାହିନୀ ଏବଂ ପୋଲିସକୁ ସୂଚନା ଦିଆଯାଇଥିଲା। ନିଆଁକୁ ଆୟତ୍ତ କରିବା ପାଇଁ ପ୍ରୟାସ କରାଯାଉଛି, ଶରଫତ ଅଲ୍ଲୀଙ୍କ ପୁଅ ସହିଦ ଏବଂ ତାଙ୍କ ଭାଇ କୌସରଙ୍କ ସହ ଭିତରୁ ବାହାରକୁ ନିଆଯାଇଛି, ସେମାନଙ୍କ ଅବସ୍ଥା ଗୁରୁତର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋର୍ମୁଜରେ ଫସିଗଲା ଭାରତର ୨୨ ଜାହାଜ, ୬ LPG ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୧୫।୩; ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁଁ ସୃଷ୍ଟି ହୋଇଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଭାରତ ମଧ୍ୟ ଏହାର ପ୍ରଭାବ ଅନୁଭବ କରିଛି। ବିଶେଷକରି, ହରମୁଜ…

ଯୁଦ୍ଧରେ ପୁଟିନଙ୍କ ଏଣ୍ଟ୍ରି? ଆମେରିକା ଆଖି ଆଗରେ ଖାମେନେଇଙ୍କୁ ନେଇଗଲା ରୁଷିଆ!

ମସ୍କୋ,୧୫।୩: ଏପର୍ଯ୍ୟନ୍ତ, ସମ୍ଭାବ୍ୟ ଇରାନ-ଆମେରିକା ସଂଘର୍ଷରେ ରୁଷିଆର ଭୂମିକା ସମ୍ପର୍କରେ ଆଲୋଚନା କେବଳ କଳ୍ପନାଜଳ୍ପନା ହୋଇ ରହିଥିଲା; ତଥାପି, ଏକ ନୂତନ ରିପୋର୍ଟ ଏବେ ସାମ୍ନାକୁ ଆସିଛି…

ତଳଆମ୍ବପଦରରେ ରକ୍ତାକ୍ତ ସଂଘର୍ଷ: ୨୧ ଜଣ ଗିରଫ, ବିଧାନସଭାରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ପ୍ରଶ୍ନ

ଥୁଆମୂଳ ରାମପୁର,୧୫।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ତଳଆମ୍ବପଦର ଗ୍ରାମରେ ସିଜିମାଳି ଖଣି ଖନନକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ବିବାଦ ଉଗ୍ର…

LPG ପରେ ଏବେ ଇଲେକ୍ଟ୍ରିକୁ ନେଇ ସରକାରଙ୍କ ବଡ଼ ଘୋଷଣା, ପଡିବ ବଡ଼ ପ୍ରଭାବ

ନୂଆଦିଲ୍‌ଲୀ,୧୫।୩: LPG ଏବଂ PNG ନିୟମରେ ପରିବର୍ତ୍ତନ ପରେ, କେନ୍ଦ୍ର ସରକାର ବର୍ତ୍ତମାନ ବିଦ୍ୟୁତ ନିୟନ୍ତ୍ରଣ ନିୟମରେ ପ୍ରମୁଖ ସଂଶୋଧନ ଘୋଷଣା କରିଛନ୍ତି। ଏହି ପରିବର୍ତ୍ତନଗୁଡ଼ିକ ବ୍ୟକ୍ତି,…

ବ୍ୟବସାୟ କରିବାକୁ ଯାଉଥିଲେ, ସକାଳୁ ଘଟିଲା ବଡ଼ ଦୁର୍ଘଟଣା

ଭଞ୍ଜନଗର,୧୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡକୋଦଣ୍ଡା ଛକ ନିକଟରେ ରବିବାର ସକାଳେ ଏକ ଡାଲା ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକ ଗୋପାଳ…

ଯୁଦ୍ଧ ହେଲା ଭୟଙ୍କର: ସରକାରୀ କର୍ମଚାରୀଙ୍କ କଟିବ ଦରମା, ସରକାର ନେଲେ ବଡ଼ ନିଷ୍ପତ୍ତି

ଇସଲାମବାଦ,୧୫।୩: ମଧ୍ୟପ୍ରାଚ୍ୟ ଯୁଦ୍ଧରେ କେବଳ ଗୋଟିଏ ଦେଶରେ ନୁହେଁ ସାରା ବିଶ୍ୱରେ ପଡିଛି ବଡ଼ ପ୍ରଭାବ । ଏବେ ଖବର ଆସିଛି ଯେ ଯୁଦ୍ଧ ଯୋଗୁ କେବଳ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ କମର୍ସିଆଲ LPG ସିଲିଣ୍ଡର…

ନୂଆଦିଲ୍‌ଲୀ,୧୫।୩: ରାଜ୍ୟ ସରକାର ଏଲପିଜି ସଙ୍କଟ ଭିତରେ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ବାଣିଜି୍ୟକ ସିଲିଣ୍ଡର ବଣ୍ଟନ ପାଇଁ ଏକ ନୀତି ଜାରି କରିଛନ୍ତି। ଏହି ନୀତି…

ସ୍ତ୍ରୀ, ବୋହୂ ,ନାତୁଣୀଙ୍କୁ ହତ୍ୟା ଘଟଣା : ମେଡିକାଲରେ ଅଭିଯୁକ୍ତଙ୍କ ମୃତ୍ୟୁ 

ଦେବଗଡ଼,୧୫।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାର ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଛି। ସେ ବିଷ ଖାଇ ଗୁରୁତର ଥିବାରୁ ବୁର୍ଲା ମେଡିକାଲରେ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri