ଇସ୍ରାଇଲର ତାଲ ପେଲେଗ୍ ଜଣେ ଅଭିଜ୍ଞ ମେକ୍ଅପ୍ ଆର୍ଟିଷ୍ଟ। ପିଲାଟିବେଳୁ ସେ ଚିତ୍ର ଆଙ୍କୁଥିଲେ ଓ ସାନ ଭଉଣୀକୁ ମଡେଲ ସଜେଇ ମୁହଁରେ ମେକ୍ଅପ୍ ଏକ୍ସପେରିମେଣ୍ଟ କରୁଥିଲେ। ଏବେବି ସେହି ସଉକ ସେ ଛାଡି ନାହାନ୍ତି। ବରଂ ନିଜ ଆଖିପତାକୁ କାନ୍ଭାସ୍ ସଜାଇ ସେଥିରେ କରୁଛନ୍ତି ବିଭିନ୍ନ ସୁନ୍ଦର ସୁନ୍ଦର ପେଣ୍ଟିଂ। ଏଥିପାଇଁ ସେ ଷ୍ଟାଣ୍ଡାର୍ଡ ମେକ୍ଅପ୍ ଓ ଓ୍ବାଟର କଲର୍ ବ୍ୟବହାର କରନ୍ତି। ଆଇକୋନିକ ଫିଲ୍ମ, କାର୍ଟୁନ ସିନ୍, ନିଜସ୍ବ କିଛି ଓରିଜନାଲ ଡିଜାଇନ୍ ଆଦିକୁ ପତଳା ବ୍ରଶ୍ ସାହାଯ୍ୟରେ ନିଜ ଆଖିପତା ଉପରେ ଆଙ୍କୁଛନ୍ତି; ଯେଉଁଥିପାଇଁ ତାଙ୍କୁ ଦେଢ ଘଣ୍ଟାରୁ ସାଢେ ଚାରିଘଣ୍ଟା ସମୟ ଲାଗିଥାଏ। ଚିତ୍ରର କାରୁକାର୍ଯ୍ୟ ଉପରେ ପେଣ୍ଟିଂ କାମ ସରିବା ସମୟ ନିର୍ଭର କରିଥାଏ। ଏହି କାମ ପାଇଁ ଧୈର୍ଯ୍ୟର ଆବଶ୍ୟକତା ରହିଛି ବୋଲି ତାଲ କହନ୍ତି। ତାଙ୍କର ପ୍ରତିଟି ପେଣ୍ଟିଂ ଗୋଟେ ଗୋଟେ ମାଷ୍ଟରପିସ୍ ଭଳି ଲାଗେ। ଏହାର ଫଟୋକୁ ସେ ସୋସିଆଲ ମିଡିଆରେ ଅପ୍ଲୋଡ୍ କରନ୍ତି। ଏହି ସୃଜନାତ୍ମକ କାର୍ଯ୍ୟକୁ ବହୁତ ଲୋକ ପସନ୍ଦ କରୁଛନ୍ତି। ଆଉ ତାଙ୍କର ଫ୍ୟାନ୍, ଫଲୋୟର୍ ବି ବଢିଯାଇଛନ୍ତି।
ସକାଳର ପ୍ରଥମ କିରଣ ଛୁଇଁଥିଲା ଶ୍ରୀସୂର୍ଯ୍ୟଙ୍କ ବିଗ୍ରହଙ୍କୁ…
କୋଶୋଦାସର ଶ୍ରୀପଦ୍ମକେଶର ମନ୍ଦିର ଆକ୍ରମଣର ସବିଶେଷ ଇତିହାସ ଆଲୋଚନା ଆଢ଼ୁଆଳରେ ଅଛି। ଆମେ କେବଳ ଗତ ସଂଖ୍ୟାରେ ସୂଚନା ଦେଇଥିଲୁ। ଅନୁସନ୍ଧାନ ଆମର ନୀରବ ହୋଇନାହିଁ। ଶ୍ରୀପଦ୍ମକେଶର…
ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍ ଘଟିଲା ଏମିତି…
ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…
ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…
ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍ ଇଣ୍ଟରନ୍ୟାଶନାଲ ପିସ୍ ରିସର୍ଚ୍ଚ…
ଜାଣନ୍ତି କି ପାଇପ୍ଲାଇନ୍ ଗ୍ୟାସ୍ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…
ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍ ନାଚୁରାଲ୍ ଗ୍ୟାସ୍) ଆଡ଼କୁ ମୁହାଁଇଛନ୍ତି। ଆଜି…
ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…
ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…
ରୋଜଗାରର ପହିଲି ପୁଲକ ପାଇଥିଲି ବାପାଙ୍କ ଖୁସିରୁ: ନଳିନୀକାନ୍ତ ନାୟକ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି …
ଦୀର୍ଘ ବର୍ଷର ବ୍ୟବଧାନ ପରେ ଯେତେବେଳେ ନିଜ ପ୍ରଥମ ରୋଜଗାର ବିଷୟରେ କିଛି ଲେଖିବାକୁ ଯାଉଛି, ମୁଁ ବେଶ୍ ଭାବପ୍ରବଣ ହୋଇ ପଡୁଛି। ମୋ ପିଲାଦିନ କଟିଗଲା…
ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ
ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…
ଯୁଦ୍ଧ ଭିତରେ ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ: ଭାରତ ଉପରେ ପଡିବ ସାଂଘାତିକ ପ୍ରଭାବ!
ବୁଲଗେରିଆର ରହସ୍ୟମୟୀ ବାବା ଭେଙ୍ଗାଙ୍କ (Baba Vanga) ୨୦୨୬ ପାଇଁ ଯେଉଁ ଭବିଷ୍ୟବାଣୀ ଏବେ ତାହା ସତ ହେବାରେ ଲାଗିଛି! ବିଶେଷ କରି ଆମେରିକା, ଇସ୍ରାଏଲ ଏବଂ…
Archives

