ନକଲି ଡାକ୍ତର ନେଲେ ନାବାଳିକାଙ୍କ ଜୀବନ

ମାଲକାନଗିରି,୧୯ା୭: ମାଲକାନଗିରି ଜିଲା ମାଥିଲି ଥାନା ସଦର ମହକୁମା ଆମ୍ବାଗୁଡ଼ା ପଞ୍ଚାୟତ ମାର୍କାମ୍‌ଗଡ଼ା ଗ୍ରାମରେ ଜଣେ ନକଲି ଡାକ୍ତରଙ୍କ ପାଇଁ ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ରାମ ବାରିକଙ୍କ ଝିଅ ଲଳିତା (୧୪)। ଝିଅର ପେଟ ଯନ୍ତ୍ରଣା ହେବାରୁ ମାଥିଲି ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଏକ ଦୋକାନରୁ ଔଷଧ ନେବାପାଇଁ ବାପା ରାମ ଆସିଥିଲେ। ମାତ୍ର ଔଷଧ ଦୋକାନ ମାଲିକ ଲଳିତାଙ୍କୁ ଏକ ଇଞ୍ଜେକ୍ସନ ଦେଇଥିଲେ। ଇଞ୍ଜେକ୍ସନ ନେବା ପରେ ଲଳିତା ଅଧିକ ଅସୁସ୍ଥ ହୋଇ ପଡିଥିଲେ। ପରିବାର ଲୋକେ ତାଙ୍କୁ ମାଥିଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଲଳିତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ନାବାଳିକାଙ୍କ ମୃତ୍ୟୁ ପରେ ମାଥିଲି ପୋଲିସ ସମ୍ପୃକ୍ତ ନକଲି ଡାକ୍ତରଙ୍କୁ ଥାନାରେ ଅଟକ ରଖି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଉଛି ନଦୀବନ୍ଧ

ରଗଡି,୭ା୫(ଡି.ଏନ.ଏନ.): ରାଜସ୍ବ ସମ୍ପତ୍ତିର ଉପଯୁକ୍ତ ରକ୍ଷଣାବେକ୍ଷଣ ପାଇଁ ଏନ୍‌ଜିଟି (ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ) ରାଜସ୍ବ ବିଭାଗକୁ କଡ଼ା ଚେତାବନୀ ଦେଇଛନ୍ତି। ଏହାର ବ୍ୟତିକ୍ରମ କରୁଥିବା ବାଲି...

କୃଷି ଯନ୍ତ୍ରପାତିର ଅଗ୍ରଣୀ କ୍ଷେତ୍ର ପ୍ରଦର୍ଶନ

ଭଞ୍ଜନଗର/ସୋରଡ଼ା,୨।୨(ଡି.ଏନ୍‌.ଏ.)-ବଳଦଟଣା ଉନ୍ନତ କୃଷି ଯନ୍ତ୍ରପାତିର ଅଗ୍ରଣୀ କ୍ଷେତ୍ର ପ୍ରଦର୍ଶନ ସୋରଡ଼ା ବ୍ଲକ ଶୋରିଷବିଲ୍ଲୀ ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଧୀନସ୍ଥ...

୨୦୨୩ ସୁଦ୍ଧା ସରିବ କ୍ୟାନ୍‌ସର ହସ୍ପିଟାଲ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୫ା୩(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ଇନ୍‌ଫୋଭ୍ୟାଲି-୨ ନିକଟରେ ୨୦ ଏକର ଜମିରେ ପ୍ରାୟ ୨୨୦ କୋଟି ଟଙ୍କାରେ ନିର୍ମାଣ ହେବାକୁ ଯାଉଥିବା ବାଗ୍‌ଚୀ-ଶଙ୍କର କ୍ୟାନ୍‌ସର ହସ୍ପିଟାଲ୍‌ ଓ...

ମାଓବାଦୀଙ୍କ ଆଇଇଡି ବିସ୍ଫୋରଣ: ୭ରେ ପହଞ୍ଚିଲା ଗିରଫ ସଂଖ୍ୟା

ମାଲକାନଗିରି, ୭ା୫(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଅରଣପୁରରେ ଏପ୍ରିଲ୍‌ ୨୬ରେ ମାଓବାଦୀଙ୍କ ଆଇଇଡି ବୋମା ବିସ୍ଫୋରଣରେ ୧୧ ଜଣ ଯବାନ ଶହୀଦ ହୋଇଥିଲେ। ଏହି...

ରେଳଫାଟକ ବନ୍ଦଥିବାରୁ ଗୁରୁତର ନାବାଳିକାଙ୍କ ମୃତ୍ୟୁ ଅଭିଯୋଗ: ମାନବାଧିକାର କମିଶନରଙ୍କ ଦ୍ୱାରସ୍ଥ ହେଲେ ସ୍ବେଚ୍ଛାସେବୀ

ଭବାନୀପାଟଣା,୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ବେଲଖଣ୍ଡି ଗାଁରେ ସାପ କାମୁଡାରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ତାଙ୍କୁ ଚିକିତ୍ସା ପାଇଁ ନିଆଯାଉଥିବା ସମୟରେ କେସିଙ୍ଗା...

ଧରାପଡ଼ିଲା ଗଞ୍ଜେଇ ଭର୍ତ୍ତି ଟ୍ରକ

ବ୍ରହ୍ମପୁର ଅଫିସ,୫ା୨: ଗଜପତି, କନ୍ଧମାଳ ଅଞ୍ଚଳରୁ ବେଆଇନ ଭାବେ ଗଞ୍ଜେଇ ବ୍ରହ୍ମପୁର ସହର ଦେଇ ବାହାର ରାଜ୍ୟକୁ ଚୋରା ଚାଲାଣ ହେଉଛି। ବ୍ରହ୍ମପୁର ଅବକାରୀ ଗୋଇନ୍ଦା...

କେସିଙ୍ଗାରେ ୭୧ ତମ ସାଧାରଣତନ୍ତ୍ର ଦିବସ

କେସିଙ୍ଗା,୨୬।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ବିଦ୍ୟାପୀଠ ଖେଳପଡ଼ିଆ ପରିସରରେ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଛି। ଏଥିରେ ମୁଖ୍ୟଅତିଥି ଭାବେ କଳାହାଣ୍ଡି...

କର୍କଟ ରୋଗରେ ପୀଡ଼ିତ କାଞ୍ଚନ: ଅର୍ଥାଭାବରୁ ହୋଇପାରୁନି ଚିକିତ୍ସା

ବିଞ୍ଝାରପୁର,୨୩ା୫(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ  ଘଣ୍ଟିଆଳି ଗ୍ରାମର ୬୩ ବର୍ଷିୟା ବୃଦ୍ଧା କାଞ୍ଚନ ଦେଈଙ୍କ ପାଇଁ ସରକାରୀ ଯୋଜନା ଅପହଞ୍ଚ ହୋଇଛି। ତାଙ୍କ ସ୍ବାମୀ ନଟବର ପ୍ରଧାନ...

Advertisement
Archives

Model This Week