ପୁଣି ରିମାଣ୍ଡରେ ଯିବେ ନକଲି ଡାକ୍ତର

ଭୁବନେଶ୍ୱର,୨୫।୨(ବ୍ୟୁରୋ): ନକଲି ଡାକ୍ତର ରମେଶ ସାଇଁଙ୍କ ଗିରଫ ମାମଲା। ଆଜିଠାରୁ ପୁଣି ୩ ଦିନିଆ ରିମାଣ୍ଡରେ ଯିବେ ରମେଶ ସାଇଁ। ଭୁବନେଶର ଏସ୍‌ଡିଜେମ କୋର୍ଟ ରିମାଣ୍ଡ ମଞ୍ଜୁର କରିଛନ୍ତି। ୭ ଦିନିଆ ରିମାଣ୍ଡ ପାଇଁ ଆବେଦନ କରିଥିଲା ମହିଳା ଥାନା ପୋଲିସ।
ସୂଚନାନୁଯାୟୀ, କମିଶନରେଟ ପୋଲିସ ପୂର୍ବରୁ ୫ ଦିନିଆ ରିମାଣ୍ଡରେ ନେଇ ଅନେକ ତଥ୍ୟ ହାସଲ କରିଛି। ଆଜି ଏ ସମ୍ପର୍କରେ ମହିଳା ପୋଲିସ କମିଶନରଙ୍କୁ ତଥ୍ୟ ପ୍ରଦାନ କରିବ। ନକଲି ଡାକ୍ତର ବିରୋଧରେ ଆଜି ପର୍ଯ୍ୟନ୍ତ ହୋଇଥିବା ଅଭିଯୋଗ ସମ୍ପର୍କରେ ପୋଲିସ କମିଶନରଙ୍କୁ ଅବଗତ କରାଇଛି ମହିଳା ପୋଲିସ।

 


Enter your email to get our daily news in your inbox.

All Right Reserved By Dharitri.Com

Watch: ଦଳରୁ ବାଦ ପଡିବା ପରେ ଭୋ ଭୋ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ, ସମ୍ଭାଳିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୨।୭: ସାଉଥାମ୍ପଟନରେ ଅନୁଷ୍ଠିତ ତୃତୀୟ ଟି-୨୦ ମ୍ୟାଚ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରେ ସ୍ଥାନ ମିଳିନଥିଲା; ବରଂ ସଞ୍ଜୁ ସାମସନ ଦଳକୁ ଫେରିଥିଲେ। ତଥାପି, ଫଳାଫଳ…

ଆସନ୍ତା ବର୍ଷ ଚାଲିବ ଭାରତର ପ୍ରଥମ ବୁଲେଟ ଟ୍ରେନ; ଘୋଷଣା ହେଲା ନୂଆ ରୁଟ

ନୂଆଦିଲ୍ଲୀ,୧୨।୭: ଭାରତରେ ଖୁବଶୀଘ୍ର ବୁଲେଟ ଟ୍ରେନ ଟ୍ରାକରେ ଦୌଡିବ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର ଘୋଷଣା କରିଛନ୍ତି ଯେ ମୁମ୍ବାଇ ଏବଂ ଅହମଦାବାଦ ମଧ୍ୟରେ ପ୍ରଥମ…

ବିଦ୍ୟୁତ୍‌ ଫାଶରେ ଲାଗି ଚାଲିଗଲା ମହିଳା ଚାଷୀଙ୍କ ଜୀବନ, ପରିବାର ଉପରେ ଭାଙ୍ଗିପଡ଼ିଲା ଦୁଃଖର ପାହାଡ଼

ବୁଗୁଡ଼ା,୧୨ା୭(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ାରେ ବିଲକୁ ଯାଇ ଫେରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ମହିଳା ଚାଷୀଙ୍କ ମୃତ୍ୟୁ…

ସମୁଦ୍ରରେ ଗାଧୋଇବାବେଳେ ବୁଡ଼ି ଯାଉଥିଲେ ୩ ପର୍ଯ୍ୟଟକ, ଉଦ୍ଧାର କରି…

ପୁରୀ,୧୨ା୭(ଅଜିତ୍‌ କୁମାର ମହାନ୍ତି): ରବିବାର ସମୁଦ୍ରରେ ଗାଧୋଉଥିବାବେଳେ ୩ ପର୍ଯ୍ୟଟକ ବୁଡ଼ିଯାଉଥିଲେ। ଏହି ସମୟରେ ଲାଇଫଗାର୍ଡ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଛନ୍ତି। ସେକ୍ଟର ୯ ଚୈତନ୍ୟ ଛକ…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ବିଦ୍ୟାଳୟ ରାତ୍ର ଜଗୁଆଳଙ୍କ ଜୀବନ, ରେଲିଂରେ ଧକ୍କା ଦେଇ…

ଦାରିଙ୍ଗବାଡ଼ି,୧୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ବୁଡ଼ାଗୁଡା ଛକରେ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ…

ଡୋନାଲ୍ଡ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଲିଣ୍ଡସେ ଗ୍ରାହାମଙ୍କ ମୃତ୍ୟୁ; ରୁଷୀୟ ତୈଳ କ୍ରୟ ଉପରେ ଭାରତକୁ ଦେଇଥିଲେ ଧମକ

ଓ୍ବାଶିଂଟନ,୧୨।୭: ଦକ୍ଷିଣ କାରୋଲିନାର ଦୀର୍ଘକାଳୀନ ରିପବ୍ଲିକାନ ସାଂସଦ ଆମେରିକାର ସେନେଟର ଲିଣ୍ଡସେ ଗ୍ରାହାମଙ୍କ ଦେହାନ୍ତ ହୋଇଛି। ତାଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜଣେ ଘନିଷ୍ଠ ସହଯୋଗୀ…

‘ତାଙ୍କ ସ୍ବର ସର୍ବଦା ବଞ୍ଚି ରହିବ…’: କିମ୍ବଦନ୍ତୀ ଗାୟିକା ଏସ. ଜାନକୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସିଦ୍ଧ ପ୍ଲେବ୍ୟାକ ସିଙ୍ଗର ଏସ. ଜାନକୀ ଆମ୍ମାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି, ତାଙ୍କ ବିୟୋଗକୁ ସଙ୍ଗୀତ ଏବଂ ସଂସ୍କୃତି ଜଗତ…

ଏକ୍ସଟ୍ରା ଟାଇମରେ ଆର୍ଜେଣ୍ଟିନାର ରୋମାଞ୍ଚକର ବିଜୟ; ସେମିଫାଇନାଲରେ ପହଞ୍ଚିଲା Messiଙ୍କ ଦଳ

କାନସାସ ସିଟି,୧୨।୭: ମ୍ୟାଚ ଅତିରିକ୍ତ ସମୟରେ ଯିବା ସହିତ ଆର୍ଜେଣ୍ଟିନା ପ୍ରଶଂସକଙ୍କ ହୃଦୟ ଧଡ଼ଧଡ଼ ହବା ଆରମ୍ଭ ହୋଇଥିଲା। ଆର୍ଜେଣ୍ଟିନା ଦଶମ ମିନିଟରେ ପ୍ରଥମ ଗୋଲ ସ୍କୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri