ବିବାହ ବନ୍ଧନରେ ବାନ୍ଧି ହେଲେ ‘ଦ ଫେମ ଗେମ’ର ଅଭିନେତା

ଗତ କିଛି ମାସ ବଲିଉଡ ଠାରୁ ଆରମ୍ଭ କରି ଟେଲି ଜଗତରେ ମଧ୍ୟରେ ଅନେକ ସେଲିବ୍ରିଟି ବିବାହ କରୁଛନ୍ତି। ତେବେ ଟେଲି ଜଗତର ଆଉ ଏକ ତାରକା ବିବାହ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଏହି ଅଭିନେତା ହେଉଛନ୍ତି ମାଧୁରୀ ଦୀକ୍ଷିତଙ୍କ ‘ଦ ଫେମ ଗେମ’ର ଗଗନ ଆରୋରା । ଯିଏ ନିଜର ଦୀର୍ଘ ଦିନର ଗର୍ଲଫ୍ରେଣ୍ଡଙ୍କ ହାତ ଧରିଛନ୍ତି । ଦୁହେଁ ପରସ୍ପରକୁ ୧୨ ବର୍ଷ ଧରି ଡେଟ କରୁଥିଲେ । ସେ ସୋସିଆଲ ମିଡିଆରେ ମୁଦିତାଙ୍କ ସହ ଅନେକ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ସେ ଏବଂ ମୁଦିତା ବହୁତ ଖୁସି ଥିବାର ନଜର ଆସୁଛନ୍ତି। ଗଗନ ସୁନେଲି ରଙ୍ଗର ଶେରୱାନି ଏବଂ ଧଳା ଦୁପଟ୍ଟାରେ ନଜର ଆସିଥିବା ବେଳେ ମୁଦିତା ଏକ ଲାଲ ରଙ୍ଗର ଲେହେଙ୍ଗା ପିନ୍ଧିଛନ୍ତି । ବର୍ତ୍ତମାନ ମୁଦିତା ଏବଂ ଗଗନ ଆରୋରାଙ୍କ ବିବାହର ଫଟୋ ସୋସିଆଲ ମିଡିଆରେ ଖୁବ ଭାଇରାଲ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri