ବିବାହ ବନ୍ଧନରେ ବାନ୍ଧି ହେଲେ ‘ଦ ଫେମ ଗେମ’ର ଅଭିନେତା

ଗତ କିଛି ମାସ ବଲିଉଡ ଠାରୁ ଆରମ୍ଭ କରି ଟେଲି ଜଗତରେ ମଧ୍ୟରେ ଅନେକ ସେଲିବ୍ରିଟି ବିବାହ କରୁଛନ୍ତି। ତେବେ ଟେଲି ଜଗତର ଆଉ ଏକ ତାରକା ବିବାହ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଏହି ଅଭିନେତା ହେଉଛନ୍ତି ମାଧୁରୀ ଦୀକ୍ଷିତଙ୍କ ‘ଦ ଫେମ ଗେମ’ର ଗଗନ ଆରୋରା । ଯିଏ ନିଜର ଦୀର୍ଘ ଦିନର ଗର୍ଲଫ୍ରେଣ୍ଡଙ୍କ ହାତ ଧରିଛନ୍ତି । ଦୁହେଁ ପରସ୍ପରକୁ ୧୨ ବର୍ଷ ଧରି ଡେଟ କରୁଥିଲେ । ସେ ସୋସିଆଲ ମିଡିଆରେ ମୁଦିତାଙ୍କ ସହ ଅନେକ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ସେ ଏବଂ ମୁଦିତା ବହୁତ ଖୁସି ଥିବାର ନଜର ଆସୁଛନ୍ତି। ଗଗନ ସୁନେଲି ରଙ୍ଗର ଶେରୱାନି ଏବଂ ଧଳା ଦୁପଟ୍ଟାରେ ନଜର ଆସିଥିବା ବେଳେ ମୁଦିତା ଏକ ଲାଲ ରଙ୍ଗର ଲେହେଙ୍ଗା ପିନ୍ଧିଛନ୍ତି । ବର୍ତ୍ତମାନ ମୁଦିତା ଏବଂ ଗଗନ ଆରୋରାଙ୍କ ବିବାହର ଫଟୋ ସୋସିଆଲ ମିଡିଆରେ ଖୁବ ଭାଇରାଲ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶଂସକଙ୍କୁ ଖୁସିଖବର ଦେଲେ ମଲାଇକା

ବଲିଉଡ ଅଭିନେତ୍ରୀ ମଲାଇକା ଆରୋରା କିଛି ଦିନ ପୂର୍ବରୁ କରୋନା ସଂକ୍ରମିତ ହୋଇ ହୋମ ଆଇସୋଲେସନରେ ଥିଲେ। ଏବେ ସେ କରୋନାରୁ ସୁସ୍ଥ ହୋଇଛନ୍ତି। ଏହି...

୧୯୯୮ରେ ମୁକ୍ତି ଲାଭ କରିଥିବା ଏହି ୬ ଟି ଫିଲ୍ମ ହୋଇଥିଲା ସୁପରହିଟ୍‌

ଭାରତର ଲୋକ ବଲିଉଡ ଚଳଚ୍ଚିତ୍ରକୁ ଅଧିକ ଭଲ ପାଆନ୍ତି । ୯୦ ଦଶକରେ ଚଳଚ୍ଚିତ୍ରରେ ଅନେକ ପରୀକ୍ଷା କରାଯାଇଥିଲା। ଏହି ସମୟରେ ଅନେକ ନୂତନ କଳାକାର...

ସୋନୁ ସୁଦଙ୍କ ଜୀବନରେ ପ୍ରଥମ ଥର ଆସିଥିଲେ ଏହି ଝିଅ: ଜାଣନ୍ତୁ ସେ କିଏ…

ବଲିଉଡ୍‌ ଅଭିନେତା ସୋନୁ ସୁଦ ଏବେ ଖୁବ୍‌ ଚର୍ଚ୍ଚାରେ ରହିଛନ୍ତି। ଅସହାୟ ଲୋକଙ୍କୁ ସହାଯ୍ୟ କରିବା ସହ ସୋସିଆଲ ମିଡିଆରେ ପ୍ରଶଂସକଙ୍କ ସହ ସେ ସବୁବେଳେ...

୧୨ ବର୍ଷ ପରେ ଏକାଠି ହେବେ ବଣ୍ଟି-ବବ୍‌ଲୀ

ମୁମ୍ବାଇ: ଦୀର୍ଘ ୧୨ ବର୍ଷ ପରେ ପୁଣି ଏକାଠି ହେବେ ବଣ୍ଟି ଏବଂ ବବଲି। ଅଭିଷେକ ବଚ୍ଚନ ଓ ରାଣୀ ମୁଖାର୍ଜୀ ସ୍କ୍ରିନ୍‌ ଶେୟାର କରିବେ।...

ୟୁପିରେ ଟିକସମୁକ୍ତ ପରେ ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ଭେଟିବେ ‘ଦ କେରଲା ଷ୍ଟୋରି’ର ଟିମ୍‌

ଲକ୍ଷ୍ନୌ, ୧୦।୫: ଫିଲ୍ମ ‘ଦ କେରଲା ଷ୍ଟୋରି’କୁ ନେଇ ବିବାଦ ଥମିବାର ନାଁ ନେଉନି। କେତେକ ରାଜ୍ୟରେ ଏହି ଫିଲ୍ମକୁ ବ୍ୟାନ କରିଥିବା ବେଳେ ଅନ୍ୟ...

କିଏ ସେହି ଧନଶ୍ରୀ, ଯାହାଙ୍କ ପ୍ରେମରେ କ୍ଲିନ୍‌ ବୋଲ୍ଡ ହେଲେ ଚହଲ

ବମ୍ବେ: ଚର୍ଚ୍ଚାରେ ୟୁଟ୍ୟୁବର୍‌ ତଥା କୋରିଓଗ୍ରାଫର ଧନଶ୍ରୀ ବର୍ମା। କାରଣଟି ହେଉଛି ଭାରତୀୟ ରିଷ୍ଟ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ସହ ତାଙ୍କର ନିର୍ବନ୍ଧ। ନିକଟରେ ନିଜର...

ଆର୍ଯ୍ୟନ ଖାଁ କ୍ରୁଜ ଡ୍ରଗ୍ସ ମାମଲା, ସାକ୍ଷୀଙ୍କ ନାମ ଠିକଣା ଲିକ୍‌, ଘରେ ପଶିଲେ ଅଜଣା ଲୋକେ

ମୁମ୍ବାଇ,୧୭ ।୧୦: କ୍ରୁଜ ଡ୍ରଗ୍ସ ମାମଲାରେ ଅଭିନେତା ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନ ଖାଁଙ୍କ ସମସ୍ୟା ଯେମିତି କମିବାର ନାଁ ନେଉନି । ଆର୍ଯ୍ୟନଙ୍କ ଜାମିନ...

ବନ୍ଦ ହେବ ପାକିସ୍ତାନୀଙ୍କ ପ୍ରିୟ ସିନେମା ହଲ

ମୁମ୍ବାଇ: ପଞ୍ଜାବର ବହୁ ପୁରାତନ ତଥା ପାକିସ୍ତାନୀଙ୍କର ପସନ୍ଦର ସିନେମା ହଲ୍‌ ରାଜା ଟକିଜ୍‌ ବନ୍ଦ ହେବାକୁ ଯାଉଛି। କାରଣ ଏବେ ଏହାର ମାଲିକ ଏହାକୁ...

Advertisement
Archives

Model This Week