ନ୍ୟାୟ ଅପେକ୍ଷାରେ ଏସିଏଫ୍‌ ସୌମ୍ୟରଞ୍ଜନଙ୍କ ପରିବାର

ଖଇରା, ୩।୭(ଡି.ଏନ.ଏ.):  ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ବର୍ଷେ ପୂରିବା ପରିପ୍ରେକ୍ଷୀରେ ମା’ ବାପା ଶନିବାର ସକାଳେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ବାପା ଅଭିରାମ ମହାପାତ୍ର ହିନ୍ଦୁ ରୀତିନୀତିରେ ଖଇରା ବ୍ଲକ ଅଧୀନ ବେଗୁନିଆ ଗ୍ରାମରେ ପୁଅକୁ ଶ୍ରାଦ୍ଧ ଦେବା ପରେ ସରକାରଙ୍କ ଉପରେ ପ୍ରବଳ ବର୍ଷିଛନ୍ତି। ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ପାଖରେ ବାରମ୍ବାର ନ୍ୟାୟ ପ୍ରାର୍ଥନା କରିଥିଲେ ମଧ୍ୟ ତାଙ୍କୁ ନ୍ୟାୟ ମିଳିଲା ନାହିଁ। ଜଗନ୍ନାଥ ଉପଯୁକ୍ତ ବିଚାର କରି ତାଙ୍କ ପରିବାରକୁ ନ୍ୟାୟ ପ୍ରଦାନ କରିବେ ବୋଲି କହିଛନ୍ତି ା ଉଲ୍ଲେଖଯୋଗ୍ୟ, ବର୍ଷେ ତଳେ ପାରଳାଖେମୁଣ୍ଡିରେ ଏସିଏଫ୍‌ ଭାବେ କାର୍ଯ୍ୟରତ ସୌମ୍ୟରଞ୍ଜନ ମହାପାତ୍ର ନିଆଁରେ ପୋଡିହୋଇ ସନ୍ଦେହଜନକ ଭାବେ ମୃତ୍ୟୁବରଣ କରିଥିଲେ। ଏହାକୁ ପରିବାର ଲୋକେ ହତ୍ୟା ଘଟଣା ବୋଲି ଅଭିଯୋଗ ଆଣିବା ସହ ସ୍ତ୍ରୀ ବିଦ୍ୟାଭାରତୀ, ଡିଏଫ୍‌ଓ, ତତ୍କାଳୀନ ଜଙ୍ଗଲମନ୍ତ୍ରୀ ସମ୍ପୃକ୍ତି ଥିବା ନେଇ ଅଭିଯୋଗ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଥାନା ଅଞ୍ଚଳରୁ ଚୋରି, ପୋଲିସର ତନାଘନା

ବ୍ରହ୍ମପୁର ଅଫିସ,୧୦ା୨: ବ୍ରହ୍ମପୁର ସହରର ଦୁଇଟି ଥାନା ଅଞ୍ଚଳରୁ ଚୋରି ଘଟଣା ସାମ୍ନାକୁ ଆସିଛି। ବୈଦ୍ୟନାଥପୁର ଥାନା ଗଣେଶନଗରରେ ଏକ ନିର୍ମାଣାଧୀନ ଘରୁ ଦୁଇଟି ପାଣି...

ବିଜେଡିର ଭାଗୀରଥି ସେଠୀ ଓ ବଦ୍ରିନାରାୟଣ ପାତ୍ରଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା

ଆନନ୍ଦପୁର,୨୪।୫(ସ୍ବ.ପ୍ର.): ସଦ୍ୟ ସମାପ୍ତ ସାଧାରଣ ନିର୍ବାଚନରେ ଉଭୟ ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀର ବିଜୟୀ ବିଧାୟକ ବିଜେଡିର ଭାଗୀରଥି ସେଠୀ ଓ ବଦ୍ରିନାରାୟଣ ପାତ୍ରଙ୍କୁ ବିଭିନ୍ନ...

ବିଜେଡି ଅଧ୍ୟକ୍ଷା ପ୍ରାର୍ଥୀ ଦୌଡ଼ରେ ଗିରିବାଳା, ରାଜଶ୍ରୀ

ଜଗତ୍‌ସିଂହପୁର ଅଫିସ, ୩ା୩: ପୌର ନିର୍ବାଚନ ନେଇ ବୁଧବାରଠାରୁ ନାମାଙ୍କନପତ୍ର ଆରମ୍ଭ ହୋଇଛି। ପ୍ରଥମ ଦିନ ଜଗତ୍‌ସିଂହପୁର ପୌର ପରିଷଦ ଅଧ୍ୟକ୍ଷ ଓ କାଉନସିଲର ପଦବୀ...

ଭଞ୍ଜନଗରରେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୮ ତମ ଜୟନ୍ତୀ ପାଳିତ

ଭଞ୍ଜନଗର,୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ନନ୍ଦିନୀ ଶତପଥୀ ସ୍ମୃତି ସଂସଦ ପକ୍ଷରୁ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ବାରିପଦା ଅଫିସ,୨୦।୭: ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକର ସହକାରୀ ଯନ୍ତ୍ରୀ ଧରିଆ ମାଝିଙ୍କ ଘରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି।...

ଚୌକିଦାରଙ୍କ ଘର ଭାଙ୍ଗିବାକୁ ନୋଟିସ୍‌

ଭଞ୍ଜନଗର,୨୬।୯(ଡି.ଏନ.ଏ): ଭଞ୍ଜନଗର ଜନସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟର ଏକ ଚୌକିଦାର ଘରକୁ ନେଇ ଜନସ୍ବାସ୍ଥ୍ୟ ବିଭାଗ ଏବଂ ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ମଧ୍ୟରେ ବହୁଦିନ...

ଆକ୍ସନ ମୁଡ୍‌ରେ ପୁରୀ ପୋଲିସ: ୪୦ ଗାଡ଼ି ଜବତ

ପୁରୀ ଅଫିସ, ୭।୪: କରୋନା ମୁକାବିଲା ପାଇଁ ୨୧ ଦିନିଆ ଲକ୍‌ଡାଉନ ଚାଲିଛି। କୌଣସି ଜରୁରୀ କାମ ନ ଥିଲେ ଘରୁ ନ ବାହାରିବା ଲାଗି...

ଜନ୍ମଦିନରେ ବାଣ୍ଟିଲେ ସାନିଟାଇଜର, ମାସ୍କ

ବନ୍ତ,୨ା୪(ଡି.ଏନ୍‌.ଏ.)-ସାରା ବିଶ୍ୱ ଏବେ କରୋନା ଆତଙ୍କରେ ଆତଙ୍କିତ ହୋଇପଡିଥିବା ବେଳେ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି । ଭଦ୍ରକ ଜିଲା ବନ୍ତ ବ୍ଲକ...

Advertisement
Archives

Model This Week