ଦୁର୍ଘଟଣାରେ ମୃତ ମହିଳାଙ୍କ ପରିବାରକୁ ମିଳିବ ସହାୟତା ରାଶି: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ,୨୧।୮(ବିଦ୍ୟାଧର ସାହୁ ): ମଙ୍ଗଳବାର ଜାତୀୟ ରାଜପଥ ୧୬ ନମ୍ବର ହୁମା ଫାଣ୍ଡି ସାମ୍ନାରେ ଏକ ଟ୍ୟାଙ୍କର ଧକ୍କାରେ ଜଣେ ମହିଳାଙ୍କ ମୁତ୍ୟୁ ହୋଇଥିଲା । ସେ ହେଲେ ହୁମା କୈବର୍ତ୍ତ ସାହିର ବି ମାଳତୀ ପ୍ରଧାନ ଏବଂ ଅନ୍ୟ ଜଣେ ଆହତ ହୋଇଥିଲେ ସେ ହେଲେ କେ ଯମୁନା ପ୍ରଧାନ। ଏନେଇ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ଅନୁରୋଧ କ୍ରମେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ମୃତକଙ୍କ ପରିବାର ନିକଟତମ ଆତ୍ମୀୟ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଚାରି ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଫଳରେ ମୃତକଙ୍କ ପରିବାର ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ବିଧାୟକ ନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଓ ବିଧାୟକଙ୍କୁ ମଧ୍ୟ ହୁମା ସମିତି ସଭ୍ୟ ତଥା ଭାଜପା ହୁମା ମଣ୍ଡଳ ସଭାପତି ଧ୍ରୁବ ଚରଣ ପଲାଇ କୃତଜ୍ଞତା ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ତାମିଲନାଡୁର ସତ୍ୟମଙ୍ଗଳମ୍‌ ବ୍ୟାଘ୍ର ସଂରକ୍ଷିତ ଜଙ୍ଗଲରେ ଲାଟାନା ଘାସ ଏବେ ଆଦିବାସୀଙ୍କ ପାଇଁ ଜୀବିକାର ସାହାରା ପାଲଟିଛି। କେବଳ ଏତିକି ନୁହେଁ ଜଙ୍ଗଳ ଅର୍ଥନୀତିକୁ ମଧ୍ୟ ସଶକ୍ତ…

ଉତ୍ସବମୁଖର ଭଞ୍ଜନଗର, ପୂଜା ମଣ୍ଡପରେ ବଢୁଛି ଶ୍ରଦ୍ଧାଳୁଙ୍କ ଭିଡ

ଭଞ୍ଜନଗର,୧୮।୯(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ସହର ସମେତ ବ୍ଲକର ବିଭିନ୍ନ ଗ୍ରାମରେ ବିଶ୍ୱକର୍ମା ପୂଜା ଧୂମଧାମରେ ପାଳିତ ହୋଇଯାଇଛି । ସହରର ପଞ୍ଚାୟତ ସମିତି…

ବିକାଶ ବେଦିରେ ବଳି

ଓଡ଼ିଶାର ଆଦିବାସୀମାନଙ୍କ ଅସ୍ତିତ୍ୱ ଦିନକୁ ଦିନ ଅଧିକ ବିପନ୍ନ ହେଉଥିବା ଦେଖିବାକୁ ମିଳୁଛି। ସେମାନଙ୍କର ମାଟି, ପାଣି, ଜଙ୍ଗଲ, ଝରଣା, ପାହାଡ଼ ଧୀରେ ଧୀରେ ସେମାନଙ୍କ କବଳରୁ…

ନିଜକୁ ଚିହ୍ନିବା

ଓଡ଼ିଆରେ ଗୋଟିଏ ଢଗ ଅଛି, ”ନିଜ ବୁଦ୍ଧିରେ ଶୃଗାଳ ହେବ ପଛେ, ପର ବୁଦ୍ଧିରେ ସିଂହ ହେବନାହିଁ।“ ଏହି ଢଗଟି ପରୋକ୍ଷରେ ପ୍ରସଙ୍ଗ ‘ନିଜକୁ ନିଜେ ଚିହ୍ନିବା’ର…

ଡାଟା ସେଣ୍ଟରକୁ ବିରୋଧ

ଦି ଗ୍ରେଟ୍‌ ରିପ୍ଲେସମେଣ୍ଟ’ ଧାରଣା ଦର୍ଶାଏ ଯେ ସ୍ଥାନୀୟ ଲୋକଙ୍କୁ ଉଦ୍ଦେଶ୍ୟମୂଳକ ଭାବରେ ପ୍ରବାସୀମାନଙ୍କ ଦ୍ୱାରା ହଟାଯାଉଛି। ଫ୍ରାନ୍ସର ଲେଖକ ରେନାଡ୍‌ କାମୁସ ଏହି ଶବ୍ଦ ପ୍ରଥମେ…

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ…

ବୈଜ୍ଞାନିକଙ୍କୁ ବଡ଼ ସଫଳତା, ମୂଷା ମସ୍ତିଷ୍କରେ ଲାବ୍‌-ନିର୍ମିତ ମାନବ କୋଷିକା ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୯ (ପି.ଟି.): ପ୍ରୟୋଗଶାଳାରେ ପ୍ରସ୍ତୁତ ମାନବ ମସ୍ତିଷ୍କର ନରମ କୋଷିକାକୁ ମୂଷା ମସ୍ତିଷ୍କରେ ସଫଳତାର ସହ ପ୍ରତିରୋପଣ କରାଯାଇପାରିଛି। ପ୍ରତିରୋପଣ ପରେ ଏହି ମାନବ କୋଷିକାଗୁଡ଼ିକ ମୂଷା…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?