ସମ୍ପର୍କୀୟଙ୍କୁ ଫେରାଇ ଆଣିବା ପାଇଁ ନିବେଦନ କଲେ ପରିବାର ଲୋକେ

ଜେରୁଜେଲମ୍‌,୧୭ା୧୧: ଇସ୍ରାଏଲ-ହମାସ୍‌ ମଧ୍ୟରେ ଚାଲିଥିବା ଯୁଦ୍ଧ ୪୦ ଦିନରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ସରିବାର ନାଁ ନେଉନି। ବରଂ ପରିସ୍ଥିତି ଆହୁରି ଖରାପ ହେବାରେ ଲାଗିଛି। ଏହି ଯୁଦ୍ଧରେ ବର୍ତ୍ତମାନ ସୁଦ୍ଧା ୧୨୦୦ରୁ ଅଧିକ ଇସ୍ରାଏଲ ଏବଂ ୧୧ ହଜାରରୁ ଅଧିକ ପାଲେଷ୍ଟାଇନ ନାଗରିକ ପ୍ରାଣ ହରାଇ ସାରିଲେଣି।

ଏହି ଯୁଦ୍ଧରେ ଅନେକ ଲୋକଙ୍କ ପରିବାର ସମ୍ପୂର୍ଣ୍ଣ ଲୋପ ପାଇଯାଇଥିବା ବେଳେ ଅନେକ ଲୋକ ସେମାନଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ଆଶା ରଖିଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ଏବି ଓନ୍‌। ଯିଏ ଅକ୍ଟୋବର ୭ ଆକ୍ରମଣରେ ଖୁଡ଼ୀ ଏବଂ ସମ୍ପର୍କୀୟ ଭାଇଙ୍କୁ ହରାଇଥିଲେ। ବର୍ତ୍ତମାନ ତାଙ୍କ ତିନି ପରିବାର ସଦସ୍ୟଙ୍କୁ ବନ୍ଧକ ରଖାଯିବା ପରେ ତାଙ୍କ ସହ କିପରି ବ୍ୟବହାର କରାଯାଉଥିବ ସେନେଇ ଚିନ୍ତାରେ ପଡ଼ିଛନ୍ତି। ସେମାନଙ୍କୁ ଫେରାଇ ଆଣିବା ପାଇଁ ସେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

ୟୁ-ଟର୍ନ ନେଲା ଆନ୍ଦୋଳନ: ସରକାରଙ୍କ ଆଗରେ ପୁଣି ବଡ଼ ସର୍ତ୍ତ ରଖିଲା CJP, ବଢିଲା କେନ୍ଦ୍ର ସରକାରଙ୍କ ମୁଣ୍ଡବିନ୍ଧା

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରବକ୍ତା ସୌରଭ ଦାସ ସରକାରଙ୍କ ସହ ଆଲୋଚନାକୁ ନେଇ କହିଛନ୍ତି ଯେ, ପୂର୍ବରୁ ସରକାର ମିଛ କହିଥିଲେ ଯେ…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri