ପାରିବାରିକ କଳହ ହେଲା କାଳ: ବିଷ ପିଇ ମା’ ସହ ଦୁଇପୁଅଙ୍କ ଆତ୍ମହତ୍ୟା

ବରଗଡ଼ ଅଫିସ୍‌,୨୬।୬-ବରଗଡ଼ ସଦର ଥାନା ଅନ୍ତର୍ଗତ ଖୁଣ୍ଟପାଲି ନିକଟ ଚାରପାଲି ଗ୍ରାମର ଗୋପୀନାଥ ବନଛୋରଙ୍କ ପରିବାରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ଉକ୍ତ ପରିବାରର ମା’ଙ୍କ ସମେତ ଦୁଇ ପୁଅ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ମା’ ଉତ୍ତରା ବନଛୋର, ପୁଅ ବଳିଆ ବନଛୋର ଓ ଜଗା ବନଛୋର। ପାରିବାରିକ କଳହରୁ ସେମାନେ ବିଷ ପିଇ ଆତ୍ମହତ୍ୟା କରିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି ବୋଲି ସଦର ଥାନା ଆଇଆଇସି ଦିଲୀପ କୁମାର ବେହେରା କହିଛନ୍ତି ।
ସୂଚନା ଅନୁସାରେ, ଶୁକ୍ରବାର କୌଣସି କାରଣରୁ ଚାରପାଲି ଗ୍ରାମର ଗୋପୀନାଥ ବନଛୋରଙ୍କ ଘରେ ପାଟିତୁଣ୍ଡ ହୋଇଥିଲା। ପରେ ଗୋପୀନାଥଙ୍କ ସ୍ତ୍ରୀ ଉତ୍ତରା, ପୁଅ ବଳିଆ ଓ ଜଗା ବିଷ ପିଇ ଦେଇଥିଲେ। ପରିବାର ଲୋକେ ସେମାନଙ୍କୁ ଗୁରୁତର ଅବସ୍ଥାରେ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ରାଉରକେଲାରେ ବଡ଼ ଧରଣର ବ୍ରାଉନସୁଗାର ଜବତ: ୭ ମହିଳା ସମେତ ୮ ଡ୍ରଗ୍ସ ବେପାରୀ ଗିରଫ, ୧ କୋଟି ଟଙ୍କାରୁ ଅଧିକ

ରାଉରକେଲା, ୨୩।୫ (ସଙ୍ଗୀତା ଜେନା): ଓଡ଼ିଶାରେ ଚାଲିଥିବା ନିଶା ନିବାରଣ ଅଭିଯାନରେ ଏକ ବଡ଼ ସଫଳତା। ରାଉରକେଲା ପୋଲିସ ପ୍ଲାଣ୍ଟସାଇଟ୍ ଥାନା ସୀମା ଅନ୍ତର୍ଗତ ମୀନାପଡ଼ା ଅଞ୍ଚଳରେ…

ଭୂମିହୀନଙ୍କୁ ପୋଖରୀ ମଝିରେ ପଟ୍ଟା ପ୍ରଦାନ

ନୂଆପଡ଼ା,୨୩ା୫ (ମକାରୁ ବେମାଲ): କେନ୍ଦ୍ର ତଥା ରାଜ୍ୟ ସରକାର ଭୂମିହୀନମାନଙ୍କୁ ଚାଷକରି ପରିବାର ପ୍ରତିପୋଷଣ ପାଇଁ ଜମି ଯୋଗାଇଦେଉଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ଭୁଲ୍‌…

ମାଡ଼ି ଆସୁଛି ବଡ଼ ପ୍ରଳୟ! ୪୦ ହଜାର ଲୋକଙ୍କୁ ଘର ଛାଡିବାକୁ ନିର୍ଦ୍ଦେଶ, ସ୍କୁଲ-କଲେଜ ବନ୍ଦ

ୱାଶିଂଟନ/କାଲିଫର୍ଣ୍ଣିଆ: ଆମେରିକାର କାଲିଫର୍ଣ୍ଣିଆରେ ଏକ ବଡ଼ ଧରଣର ବିପଦ ଦେଖାଦେଇଛି। ଏକ ଶିଳ୍ପାଞ୍ଚଳ (Industrial Site) ରେ ରଖାଯାଇଥିବା ବିଷାକ୍ତ କେମିକାଲ ଟାଙ୍କି ହଠାତ ଅତ୍ୟଧିକ ଗରମ…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ…

୧୦ ବର୍ଷ ଶିଶୁର ହତ୍ୟାକୁ ନେଇ ଅଶାନ୍ତ ତାମିଲନାଡୁ, ରାସ୍ତାକୁ ଓହ୍ଲାଇଲେ ଜନତା; ମୁଖ୍ୟମନ୍ତ୍ରୀ କହିଲେ…

ଚେନ୍ନାଇ,୨୩।୫: ତାମିଲନାଡୁର କୋଏମ୍ବାଟୁର ଜିଲାର ସୁଲୁର ଅଞ୍ଚଳରେ ଜଣେ ୧୦ ବର୍ଷୀୟା ଝିଅର ହତ୍ୟା ଘଟଣା ସମଗ୍ର ରାଜ୍ୟକୁ ଥରାଇ ଦେଇଛି। ଗୁରୁବାର ସାରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri