ଜନ୍ମଦିନରେ ବଡ଼ ଘୋଷଣା କଲେ ଏହି ପ୍ରସିଦ୍ଧ ଅଭିନେତା

ମେଗାଷ୍ଟାର ଚିରଞ୍ଜୀବୀ ଆଜି ୫୬ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସେ ତାଙ୍କ ଆଗାମୀ ଚଳଚ୍ଚିତ୍ରର ନାଁ ଘୋଷଣା କରିଛନ୍ତି। ଚିରୁ ୧୫୩ ନାମକ ତେଲୁଗୁ ଚଳଚ୍ଚିତ୍ରରେ ଗଡଫାଦର ଭାବରେ ନଜର ଆସିବେ ଚିରଞ୍ଜୀବୀ। ଏହା ୨୦୧୯ ମାଲାୟାଲମ ଆକ୍ସନ ଫିଲ୍ମ ‘ଲୁସିଫର୍‌’ର ରିମେକ। ଏହି ଫିଲ୍ମକୁ ପୃଥ୍ବୀରାଜ ସୁକୁମାରନ ନିର୍ଦ୍ଦେଶନା ଦେଇଥିଲେ। ଫିଲ୍ମର ପ୍ରଥମ ପୋଷ୍ଟର ମଧ୍ୟ ଟାଇଟଲ ସହିତ ସାମ୍ନାକୁ ଆସିଛି। ପୋଷ୍ଟରରେ ଏକ କ୍ୟାପ ପିନ୍ଧିଥିବା ବ୍ୟକ୍ତିଙ୍କ ଛାଇ ଛବି ଦେଖିପାରିବେ। ଏହି ଫିଲ୍ମଟି ପୁରସ୍କାର ବିଜେତା ମୋହନ ରାଜାଙ୍କ ଦ୍ୱାରା ନିର୍ଦ୍ଦେଶିତ ହୋଇଛି।
ଚିରଞ୍ଜୀବୀ ୨୨ ଅଗଷ୍ଟ ୧୯୫୫ ରେ ଆନ୍ଧ୍ରପ୍ରଦେଶର ମୋଗାଲାଥୁରରେ ଜନ୍ମଗ୍ରହଣ କରିଥିଲେ ଏବଂ ତାଙ୍କର ପ୍ରକୃତ ନାମ ହେଉଛି କୋନିଡେଲା ଶିବ ଶଙ୍କର ଭରା ପ୍ରସାଦ। ଚିରଞ୍ଜୀବୀ୧୯୮୦ରେ ସୁରେଖାଙ୍କୁ ବିବାହ କରିଥିଲେ, ଯାହାଙ୍କ ସହିତ ତାଙ୍କର ତିନୋଟି ସନ୍ତାନ ଅଛନ୍ତି। ଏହାର ଏକ ପୁଅ ରାମ ଚରଣ ତେଜା ଅଛନ୍ତି। ରାମ ଚରଣ ଦକ୍ଷିଣ ସିନେମାର ଜଣେ ଜଣାଶୁଣା କଳାକାର।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ଟିକେଟ୍ ବୁକିଂ ହେବ ସୁପରଫାଷ୍ଟ! ଲଞ୍ଚ ହେଲା IRCTCର ନୂଆ ୱେବସାଇଟ୍‌, ଯାତ୍ରୀଙ୍କୁ ମିଳିବ ଏହି ସବୁ ବଡ଼ ସୁବିଧା

ନୂଆଦିଲ୍ଲୀ,୧୫।୭: ଭାରତୀୟ ରେଳବାଇ ଏହାର ଅନଲାଇନ୍ ଟିକେଟ୍ ବୁକିଂ ସିଷ୍ଟମକୁ ଆଧୁନିକୀକରଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। IRCTC ଜନସାଧାରଣଙ୍କ ପାଇଁ ଏହାର ନୂତନ…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

ରୁଷିଆରୁ ତେଲ କ୍ରୟ ଉପରେ ଆମେରିକାର ବଡ଼ ନିଷ୍ପତ୍ତି, ଭାରତ ଦେବ…

ଓ୍ବାଶିଂଟନ,୧୫।୭: ରୁଷିଆରୁ ତୈଳ କ୍ରୟ କରୁଥିବା ଦେଶମାନଙ୍କ ଉପରେ ୫୦୦ପ୍ରତିଶତ ଶୁଳ୍କ ଲାଗୁ କରିବାର ପ୍ରସ୍ତାବ ମଧ୍ୟରେ, ଭାରତ ଏବଂ ଚାଇନା ପାଇଁ ଏକ ଆଶ୍ବସ୍ତିକର ଖବର…

ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରୁଛନ୍ତି ଫିଲିପ୍‌, ବାପାଙ୍କୁ ଆସିଲା ଏମିତି କଲ୍‌…

ଗୁଡ଼ାରି,୧୫ା୭(ପ୍ରମୋଦ ପତି): ଦାଦନ ଖଟିବାକୁ କେରଳ ରାଜ୍ୟକୁ ଯାଇ ସେଠାରେ ମୃତ୍ୟୁ ବରଣ କରିଛନ୍ତି ଗୁଡ଼ାରି ବ୍ଲକର ଏମ୍‌କେ ରାଇ ପଞ୍ଚାୟତ ଅନ୍ତର୍ଗତ ମକାଗୁଡ଼ା ଗ୍ରାମର ଅବିବାହିତ…

ପୁରୀ ରଥଯାତ୍ରା ଡ୍ୟୁଟିବେଳେ ପ୍ରାଣ ହରାଇଥିବା ହୋମଗାର୍ଡଙ୍କ ପରିବାରକୁ ସହାୟତା

ବଞ୍ଚୋ,୧୫ା୭(ପ୍ରଦୋଷ ବିଶ୍ୱାଳ): ପୁରୀ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଡ୍ୟୁଟିରେ ନିୟୋଜିତ ଥିବା ସମୟରେ କେନ୍ଦୁଝର ପୋଲିସ ବିଭାଗର ଜଣେ ହୋମଗାର୍ଡଙ୍କ ଅକାଳ ବିୟୋଗ ଘଟିଥିଲା। ଏହି ଘଟଣା ସମଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri