କୋଦାଳ ଧରି ମାଟି ହାଣୁଛନ୍ତି ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ନିକଟରେ ସେ ନିଜ ଇନଷ୍ଟାଗ୍ରାମରେ କିଛି ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ରବିନା ତାଙ୍କ ଗାଁ ଫାର୍ମରେ ଏକ କୋଦାଳ ଧରି ମାଟି ହାଣୁଥିବା ନଜର ଆସିଛନ୍ତି। ଭିଡିଓ ଭାଇରାଲ ହେବା ପରେ ରବିନାଙ୍କୁ ଟ୍ରୋଲ କରିଛନ୍ତି ୟୁଜର୍ସ। ସେ ପ୍ରକୃତରେ ଚାଷ କାମ କରୁଛନ୍ତି କି ବୋଲି ୟୁଜର୍ସ ପ୍ରଶ୍ନ କରିଛନ୍ତି। ଯାହା ପରେ ରେଭେନା ଏକ ଭିଡିଓ ଶେୟାର କରି ପ୍ରମାଣ ଦେଇଛନ୍ତି। ଭିଡିଓରେ ଦେଖାଯାଉଛି ଯେ, ରବିନା ଭିଡିଓ ଏକ କୋଦାଳ ଧରି ମାଟି ଖୋଳୁଥିବା ଦେଖାଯାଉଛି। ସେ ସର୍ଟସ ଏବଂ ଟି-ସାର୍ଟ ପିନ୍ଧି ମାସ୍କ ପିନ୍ଧିଥିବା ଦେଖାଯାଇଛି। ଭିଡିଓ ଶେୟାର କରି ସେ କହିଥିଲେ ଯେ, ଶ୍ରମିକମାନେ କାମ ପରେ ପ୍ଲାଷ୍ଟିକ ଛାଡିଛନ୍ତି, ସେ ଏହି ପ୍ଲାଷ୍ଟିକ ହଟାଇବାକୁ ଚେଷ୍ଟା କରୁଛନ୍ତି।
ରବିନା ରବିନା ଟଣ୍ଡନ ଖୁବଶୀଘ୍ର କେଜିଏଫ୍‌ ଚାପ୍ଟର-୨ରେ ନଜର ଆସିବେ। ଫିଲ୍ମର ଟିଜର ରିଲିଜ ହୋଇଛି। ତାଙ୍କୁ ଏହି ଫିଲ୍ମରେ ଜଣେ ରାଜନେତା ଭୂମିକାରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

‘କିସି କା ଭାଇ କିସି କା ଜାନ୍‌’ର ନୂଆ ଗୀତ ରିଲିଜ

ମୁମ୍ବାଇ: ସଲମାନ ଖାନ୍‌ ତାଙ୍କ ଫିଲ୍ମ ‘କିସି କା ଭାଇ କିସି କି ଜାନ’ର ଲାଟେଷ୍ଟ ଗୀତ ‘ବଟୁକମ୍ମା’ ରିଲିଜ କରିଛନ୍ତି। ‘ବଟୁକମ୍ମା’ ହେଉଛି ତେଲେଙ୍ଗାନାର...

ଶେହନାଜଙ୍କ ଗୀତ ଶୁଣି ଭାବପ୍ରବଣ ହେଲେ ଆଫଗାନିସ୍ତାନ କ୍ରିକେଟର୍‌

ଦିବଂଗତ ଅଭିନେତା ସିଦ୍ଧାର୍ଥ ଶୁକ୍ଲାଙ୍କ ସ୍ମୃତିରେ ଶେହନାଜ ଗିଲଙ୍କ ‘ତୁ ୟହିଂ ହୈ’ ଗୀତ ରିଲିଜ ହୋଇଛି। ଏହି ଗୀତ ଶୁଣିବା ପରେ ସିଦ୍ଧାର୍ଥ ଏବଂ...

ଲକ୍‌ଡାଉନ ଭିତରେ ମାସ୍କ ପିନ୍ଧି ଶୁଟିଂ ଆରମ୍ଭ କଲେ ଅକ୍ଷୟ !

ମୁମ୍ବାଇ: କରୋନା ଭାଇରସ ସଂକ୍ରମଣକୁ ନେଇ ଏବେ ସାରା ଦେଶରେ ଲକ୍‌ଡାଉନ୍‌ ୪.୦ ଜାରି ରହିଛି। ହେଲେ ପୂର୍ବପେକ୍ଷା ନିୟମରେ କିଛିଟା କୋହଳ କରାଯାଇଥିବାରୁ ଅଧିକାଂଶ...

ସଲମାନ୍‌ଙ୍କୁ ସପୋର୍ଟକରି ଟ୍ରୋଲ୍‌ ହେଲେ ସୁନୀଲ ଗ୍ରୋଭର

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପାଇଁ ସଲମାନ୍‌ ଖାନ୍‌ଙ୍କୁ ଟାର୍ଗେଟ କରାଯାଇଛି। ସଲମାନ୍‌ଙ୍କୁ ଲଗାତାର ଭାବେ ଟ୍ରୋଲ୍‌ କରାଯାଉଥିଲା। ଏହା ପରେ ସଲମାନ୍‌...

କରୋନା ସହ ଲଢିବାକୁ ପୁଣି ସହାୟତାର ହାତ ବଢାଇଲେ ଅକ୍ଷୟ

ମୁମ୍ବାଇ: କରୋନା ଭାଇରସକୁ ହରାଇବାକୁ ସମସ୍ତେ ଚେଷ୍ଟା ଚଳାଇଛନ୍ତି। ଏପରି ସ୍ଥଳେ ବଲିଉଡ୍‌ ମଧ୍ୟ ସର୍ବଦା ଆଗେଇ ଆସିଛି। ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର...

‘ଗୁଡ ବାୟ’ର ଟିକେଟ ଦାମ ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ: ରଶି୍ମକା ମନ୍ଧାନା ଓ ଅମିତାଭ ବଚ୍ଚନଙ୍କ ଅଭିନୀତ ଫିଲ୍ମ ‘ଗୁଡ ବାୟ’ ଅକ୍ଟୋବରରେ ରିଲିଜ୍ ହେବାକୁ ପୂରାପୂରି ପ୍ରସ୍ତୁତ ହୋଇଗଲାଣି । ଏବେ ଶୁଣିବାକୁ...

ସେକ୍ସ ରାକେଟ୍‌ରେ ଫସିଛନ୍ତି ଏହି ୫ ଅଭିନେତ୍ରୀ: କାରନାମା ଶୁଣିଲେ…

ବମ୍ବେ: ବଲିଉଡ୍‌ରେ କିଛି କଳାକାର ନିଜର ଭଲ କାମ ଏବଂ ଅଭିନୟକୁ ନେଇ ଜଣାଶୁଣା। ପ୍ରଶଂସକମାନେ ତାଙ୍କର ସମ୍ମାନ ମଧ୍ୟ କରିଥାନ୍ତି। ହେଲେ କିଛି ଏଭଳି...

ଟୁଇଟରରେ ଭୂମିଙ୍କୁ ବିବାହ ପ୍ରସ୍ତାବ

ମୁମ୍ବାଇ: ଭୂମି ପାଡନେକର ଆଜିକାଲି ଖୁବ୍‌ ଚର୍ଚ୍ଚାରେ। ତାଙ୍କ ଭର୍ସାଟାଇଲ ଆକ୍ଟିଂ ସାଙ୍ଗକୁ ସିମ୍ପଲ୍‌ ଆଉ ଷ୍ଟାଇଲିଶ୍‌ ଲୁକ୍‌ ଫ୍ୟାନ୍‌ମାନଙ୍କୁ ଆକର୍ଷିତ କରୁଛି। ତେବେ ଭୂମି...

Advertisement
Archives

Model This Week