ବାଲେଶ୍ୱର ଅଫିସ,୨୧।୩: ଚଳିତ ବର୍ଷ ବି ହେବନି ବାଲେଶ୍ୱରର ପ୍ରସିଦ୍ଧ ଚଡକ ମେଳା। କୋଭିଡ୍ କଟକଣା ପାଇଁ ଏଥର ଚଡକ ମେଳା ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। କେବଳ ନୀତିକାନ୍ତି ପାଳନ ହେବା ନେଇ ପ୍ରଶାସନ ପକ୍ଷରୁ କୁହାଯାଇଛି।
ବାଲେଶ୍ୱର ଅଫିସ,୨୧।୩: ଚଳିତ ବର୍ଷ ବି ହେବନି ବାଲେଶ୍ୱରର ପ୍ରସିଦ୍ଧ ଚଡକ ମେଳା। କୋଭିଡ୍ କଟକଣା ପାଇଁ ଏଥର ଚଡକ ମେଳା ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। କେବଳ ନୀତିକାନ୍ତି ପାଳନ ହେବା ନେଇ ପ୍ରଶାସନ ପକ୍ଷରୁ କୁହାଯାଇଛି।
ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...
ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...
ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...
ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...
ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ...
ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...
ନୂଆପଡ଼ା/ଜଗତସିଂହପୁର,୨୬।୧୨(ମକାରୁ ବେମାଲ ): ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ଆକସ୍ମିକ ଦେହାନ୍ତ ହୋଇଛି। ଅଭିନୟ କରିବାକୁ ନୂଆପଡ଼ା ଯାଇଥିବା ବେଳେ ହଠାତ୍ ଛାତିରେ ଯନ୍ତ୍ରଣା ହୋଇଥିଲା।...
ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...
